କଳାହାଣ୍ଡି

ମାଲଗାଡ଼ିରେ ବେଆଇନ ଭାବେ ଲୋଡିଂ

ଭବାନୀପାଟଣା,୧୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ରୋଡ ରେଳ ଷ୍ଟେଶନରେ ମାଲଗାଡିରେ ଲୋଡିଂ ଶେଷ ସମୟ ପରେ ବି ଜଣେ ଠିକାଦାର ଓ ରେଳ କର୍ମଚାରୀ ସଲାସୁତୁରା ହୋଇ ଘଣ୍ଟା ଘଣ୍ଟା ଧରି ବେଆଇନ ଭାବେ ମାଲଗାଡି ରଖି ଲୋଡିଂ କରୁଥିବା ଅଭିଯୋଗ…

ପ୍ରତିଶ୍ରୁତି ଦେଇ ଭୁଲିଯାଉଛି କମ୍ପାନୀ

ଭବାନୀପାଟଣା,୧୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ବ୍ଲକର ବଫଳାମାଲି ପର୍ବତରେ ବହୁ ରାଷ୍ଟ୍ରୀୟ କମ୍ପାନୀ ଖଣି ଖନନ କରୁଛି। ହେଲେ ଜମି ହରାଇଥିବା ହିତାଧିକାରଙ୍କୁ ଦେଇଥିବା ପ୍ରତିଶ୍ରୁତି ସତେ କେମିତି ଭୁଲି ଯାଇଛନ୍ତି କମ୍ପାନୀ କର୍ତ୍ତୃପକ୍ଷ। ଖଣି ଖନନ…

ନୂଆପଡ଼ାକୁ ମିଳିଲା ‘ରାଜସ୍ବ ଗ୍ରାମ୍ୟ ମାନ୍ୟତା’

କୋକସରା,୧୨।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନରେ ଥିବା ଟେମରା ପଞ୍ଚାୟତର ନୂଆପଡା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମ୍ୟର ମାନ୍ୟତା ମିଳିିଛି। ଗ୍ରାମବାସୀ ଦୀର୍ଘ ବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇବା ପାଇଁ ଦାବି କରିଆସୁଥିଲେ। ତେବେ ସବୁ…

କାର ଦୁର୍ଘଟଣାରେ ଯୁବକ ମୃତ

କୋକସରା,୧୧।୧୨(ଡି.ଏନ.ଏ): ଜାତୀୟ ରାଜପଥ ୨୬ କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ସିଉନି ଗାଁ ସ୍କୁଲ ବୁଲାଣି ରାସ୍ତାରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାରରେ ଥିବା ୩ ଜଣ ଯୁବକଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।…

ଦୃଷ୍ଟି ଆଢୁଆଳରେ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା

କୋକସରା,୧୧ା୧୨(ଡି.ଏନ.ଏ.): ଆଉ ଦିନ କେଇଟା ପରେ ନୂଆବର୍ଷ। ଏହାକୁ ଧୁମଧାମରେ ମନାଇବା ପାଇଁ ସମସ୍ତଙ୍କ ମନରେ ଭରି ରହିଛି ଉତ୍କଣ୍ଠା। ବିଶେଷ କରି ବଣଭୋଜି କରିବା ପାଇଁ ଦରକାର ପଡେ ଏମିତି ଏକ ସ୍ଥାନ ଯେଉଁଠି ବଣଭୋଜି ସହିତ ପ୍ରକୃତି ରାଣୀ…

ମାଓବାଦୀ କ୍ୟାମ୍ପ ଠାବ, ବିପୁଳ ସାମଗ୍ରୀ ଜବତ

ଭବାନୀପାଟଣା,୧୦ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳର ପାହାଡ଼ପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଗତିବିଧି ଥିବା ଖବର ପାଇ କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀ’ଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଓ ଏସ୍‌ଓଜି ଯବାନ ଅଞ୍ଚଳରେ କମ୍ବିଂ ଅପରେଶନ କରିଥିଲେ। ଏହି ସମୟରେ…

ଆମପାଣି ଘାଟିରେ ପୁଣି ଓଲଟିଲା ଟ୍ରକ

କୋକସରା,୧୦।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଗତ ଗୁରୁବାର ଏକ ପେଟ୍ରୋଲ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ମକା ବୋଝେଇ ଟ୍ରକ (ନଂ. ଓଡି-୦୫ ଏକ୍ୟୁ- ୧୧୪୯)…

ଆବାସ ଗୃହ ଅସମ୍ପୂର୍ଣ୍ଣ, ଭଙ୍ଗା ଘରେ ବିତୁଛି ଜୀବନ

କୋକସରା,୧୦।୧୨(ଡି.ଏନ.ଏ.): ରାଜ୍ୟ ସରକାର ଗରିବ ସୀମା ରେଖା ତଳେ ଥିବା ହିତାଧିକାରୀଙ୍କୁ ଆବାସ ଘର ଯୋଗାଇ ଦେଉଛନ୍ତି। ହେଲେ ପଞ୍ଚାୟତସ୍ତରରେ ପଞ୍ଚାୟତ କର୍ମଚାରୀ, ସରପଞ୍ଚ ଓ ସ୍ଥାନୀୟ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ ହିତାଧିକାରୀଙ୍କ ଆବାସ ଘର ଅର୍ଥ ଲୁଟ କରାଯାଇଛି। ବ୍ଲକର…

ଟୋକେନ ସମସ୍ୟା ନେଇ ମଣ୍ଡି ଅଚଳକଲେ ଚାଷୀ

ଭବାନୀପାଟଣା,୧୦।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଖଇରପଦର ପାକ୍ସ ଅନ୍ତଗର୍ତ ବ୍ରାହ୍ମଣ ଛେଣ୍ଡିଆ ମଣ୍ଡି ଶୁକ୍ରବାର ଉଦ୍‌ଘାଟନ ହେବାର ଥିଲା। ହେଲେ ପାକ୍ସ କର୍ମଚାରୀଙ୍କ ଦାୟିତ୍ୱ ହିନତା ଯୋଗଗୁ ୫୫ ଜଣ ଚାଷୀଙ୍କ ଓଟିପି ଆସିବା ସତ୍ୱେ ରେଜିଷ୍ଟ୍ରେଶ ହୋଇ ପାରିନାହିଁ।…

ଆମପାଣି ଘାଟିରେ ଓଲଟିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର: ଯାତାୟାତକୁ ବନ୍ଦ କଲା ପ୍ରଶାସନ

କୋକସରା,୮।୧୨(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ଗୁରୁବାର ଏକ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ପାରାଦ୍ୱୀପରୁ ବୋରିଗୁମ୍ମା ଯାଉଥିବା ବେଳେ ଘାଟି ବୁଲାଣିରେ ଟ୍ୟାଙ୍କର(ନଂ.ଓଡି-୭୮୪୬) ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ…

ବିଜୁ ସ୍ବାସ୍ଥ୍ୟ କାର୍ଡ ବଦଳିଥିବାରୁ ଚିକିତ୍ସା ସୁବିଧାରୁ ବଞ୍ଚିତ

ଲାଞ୍ଜିଗଡ,୮।୧୨(ଡି.ଏନ.ଏ.): ଅର୍ଥ ଅଭାବରୁ ଉଚ୍ଚ ଚିକିତ୍ସା ପାଇଁ ସାଜିଛି ବାଧକ। ଉଚ୍ଚ ଚିକିତ୍ସା ପାଇଁ ତାଙ୍କ ପାଖରେ ଅର୍ଥ ନାହିଁ। କୌଣସି ସଦୃଦୟ ବ୍ୟକ୍ତି କିମ୍ବା ସରକାରୀ ସହାୟତା ଯୋଗାଇ ଦେଲେ ମୋ ମୁଅ ଦୁକୁ ମାଝି (୧୨) ଭଲ ହୋଇଯିବ…

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ

କୋକସରା,୭ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨ର କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଆମପାଣି ଘାଟି ଟିର୍ଲିଆମ ଛକ ନିକଟରେ ମଙ୍ଗଳବାର ରାତିରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?