ଗଣବଳାତ୍କାର ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ, କଠୋର ଦଣ୍ଡ ଦାବି
ଭବାନୀପାଟଣା,୨୫।୯(ଡି.ଏନ.ଏ.)-ଜଣେ ଛାତ୍ରୀ ପ୍ରତି ହୋଇଥିବା ଗଣବଳାତ୍କାର ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହ କଠୋର ଦଣ୍ଡ ଦାବି କରି ବିଜୁ ଛାତ୍ର ଜନତା ଦଳ କାର୍ଯ୍ୟକର୍ତ୍ତା କଳାହାଣ୍ଡି ଏସ୍ପି ଓ ଏଡିଏମ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ବିଜୁ ଛାତ୍ର...
ଜିଲା ନିର୍ମାଣ ଶ୍ରମିକ ୟୁନିୟନ୍ ସମନ୍ବୟ କମିଟି ପକ୍ଷରୁ ବିଭିନ୍ନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ
ଭବାନୀପାଟଣା,୨୫।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ନିର୍ମାଣ ଶ୍ରମିକ ୟୁନିୟନ୍ ସମନ୍ବୟ କମିଟି ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ କରାଯାଇଛି। ଏହି ଅବସରରେ ୧୩ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ଜିଲାପାଳଙ୍କ ଜରିଆରେ ଶ୍ରମ କମିଶନର ତଥା ସଚିବ, ଓଡିଶା...
ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ଭବାନୀପାଟଣା,୨୪।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅର୍ନ୍ତଗତ ସିଂଝରଣ ଗ୍ରାମରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ସିଂଝରଣ ଗ୍ରାମର କେଶବ ବିଶୋଇ (୨୧)। ସୂଚନାନୁଯାୟୀ, କେଶବ ରବିବାର ଜମିକୁ କାମ କରିବାକୁ ଯାଇ...
ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ
ଜୁନାଗଡ଼, ୨୪।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜାରିଙ୍ଗ ଜଙ୍ଗଲ ଗଣ ବଳାତ୍କାର ଘଟଣାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଘଟଣାକୁ ନେଇ ସୋମବାର ରାଜ୍ୟ ମହିଳା କମିଶନଙ୍କ ୩ ଜଣିଆ କମିଟି କଳାହାଣ୍ଡି ଗସ୍ତ କରିଛନ୍ତି। ରାଜ୍ୟ ମହିଳା କମିଶନ...
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ନବମ ଦିବସ:ଗୁଡ୍ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ
ଭବାନୀପାଟଣା,୨୪।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ସୋମବାର ନବମ ମ୍ୟାଚ୍ ଗୁଡ୍ମର୍ନିଂ କ୍ଲବ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଗୁଡ୍ମର୍ନିଂ କ୍ଲବ ୨-୧ ଗୋଲରେ...
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କାର୍ଯ୍ୟାଦେଶ ବଣ୍ଟନ
ଜୁନାଗଡ,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ପଞ୍ଚାୟତରେ ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ପାଇଁ କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ଏଥିରେ ପଞ୍ଚାୟତର ୨୯ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା। ସ୍ଥାନୀୟ ସରପଞ୍ଚ ଅର୍ଚ୍ଚନା ମେହେରଙ୍କ...
ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାତ୍କାର -ଭିଡିଓ ଭାଇରାଲ ପରେ ପୀଡିତା ଥାନାରେ ଅଭିଯୋଗ କଲେ
ଜୁନାଗଡ଼,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଏକ ଗଣ ବଳାତ୍କାର ଘଟଣା ଘଟିଛି। ଜଣେ ନର୍ସିଂ ଛାତ୍ରୀଙ୍କୁ ଲିଫ୍ଟ ଦେବା ଆଳରେ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯାଇଛି ା ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ା ଏ ନେଇ ଜୁନାଗଡ...
ବର୍ଷାରେ ଘର ଭାଙ୍ଗିବା ମାସେ ବିତିଲା : ମିଳୁନି କ୍ଷତିପୂରଣ, ପର ଘରେ ଆଶ୍ରୟ ନେଇଛନ୍ତି ସୁମନ୍ତଙ୍କ ପରିବାର
କର୍ଲାମୁଣ୍ଡା,୨୩।୯(ଡି.ଏନ୍.ଏ.) : କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ରେଗେଡ଼ା ପଞ୍ଚାୟତ ଯୋଗୀପିଲା ଗ୍ରାମର ସୁମନ୍ତ କୁମାରଙ୍କ ଘର ଭାଙ୍ଗିଯାଇଥିଲା। ସେ ସ୍ଥାନୀୟ ସରପଞ୍ଚ, ରାଜସ୍ବ ନିରୀକ୍ଷକଙ୍କୁ ପଲିଥିନଟିଏ ପାଇଁ ବାରମ୍ବାର...
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ସପ୍ତମ ଦିବସ:ଷ୍ଟାର ଇଲେଭେନ୍-ଇଭିନିଂ କ୍ଲବ ମ୍ୟାଚ୍ ଡ୍ର
ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଶନିବାର ସପ୍ତମ ମ୍ୟାଚ୍ ଷ୍ଟାର ଇଲେଭେନ୍ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସଂଘର୍ଷପୂର୍ଣ୍ଣ ମ୍ୟାଚ୍ରେ କେହି କାହାକୁ...
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
କୋକସରା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ପକ୍ଷରୁ ଥାନା ଅଧିକାରୀ ପୁଷ୍ପାଞ୍ଜଳି ନେଗୀଙ୍କ ନେତୃତରେ ସଡକ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ବୁଢାରାଜ ମନ୍ଦିର ନିକଟରୁ ସ୍କୁଲ ଛାତ୍ରୀଛାତ୍ର, ଜନପ୍ରତିନିଧି ଓ...
ପୂର୍ତ୍ତ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ
କର୍ଲାମୁଣ୍ଡା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଶନିବାର ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ଲାକାର୍ଡ ଓ ବ୍ୟାନର ଧରୀ ବିଭାଗୀୟ କର୍ମଚାରୀଙ୍କ ସମେତ ସ୍ଥାନୀୟ ଯୁବସ୍ବେଚ୍ଛା ସେବୀମାନେ...
ଜିଲା ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ଜରୁରୀ ବୈଠକ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣାସ୍ଥିତ କର୍ମଚାରୀ ଭବନଠାରେ ଶନିବାର ସନ୍ଧ୍ୟାରେ ଭାବଗ୍ରାହୀ ନାୟକଙ୍କ ସଭାପତିତ୍ୱରେ ଜିଲା ୪ର୍ଥ କର୍ମଚାରୀ ସଂଘ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପଦେଷ୍ଟା ରୂପକେଶର ଦଳାଇ, ଅଶୋକ କୁମାର ନାଏକ, ଅମଲା ସଂଘ ସଭାପତି ସୁକାନ୍ତ ମହାପାତ୍ର,...
Archives


