କଳାହାଣ୍ଡି

ଶାଶୁ, ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ, ଜ୍ବାଇଁଙ୍କ ଏପରି କାରନାମା ବୋଲି ଅଭିଯୋଗ ଆଣିଲେ ଶ୍ୱଶୁର

ଭବାନୀପାଟଣା,୨୯।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଧୀନ ବଲାଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଘରେ ଶୋଇଥିବା ବେଳେ କବାଟ ଫାଙ୍କରୁ ପେଟ୍ରୋଲ ଢାଳି ନିଆଁ ଲଗାଇ ଶାଶୁ, ଶ୍ୱଶୁରଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଏଥିରେ…

ଡକାୟତି ବେଳେ ଗୁଳିମାଡ଼ରେ ଘର ମାଲିକଙ୍କ ପୁଅ ଗୁରୁତର

କୋକସରା,୨୮।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା କାଶିବାହଲ ଗାଁ ଚଞ୍ଚରାପଡାରେ ଏକ ଲୁଟ୍‌ ହୋଇଛି। ଗାଁରେ ରହୁଥିବା ଋଷିମଣି ପୂଝାରି (୪୫)ଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ୧୦ରୁ ୧୨ ମୁଖାପିନ୍ଧା ଦୁବୃର୍ତ୍ତ ଘର କବାଟ ଭାଙ୍ଗି ଘରେ ପଶି ପରିବାରଲୋକଙ୍କୁ…

ବଦଳିଲେ ବିବାଦୀୟ ଶିକ୍ଷୟିତ୍ରୀ

ମ.ରାମପୁର,୨୭ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମଦନପୁର ରାମପୁର ସହର ମଧ୍ୟରେ ଥିବା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିବାଦୀୟ ପ୍ରଧାନଶିକ୍ଷୟିତ୍ରୀ ଯଶୋବନ୍ତୀ ସେନାପତିଙ୍କୁ ବଦଳି କରାଯାଇଛି। ଜିଲା ଶିକ୍ଷାଧିକାରୀଙ୍କ ଅନୁମୋଦନ କ୍ରମେ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେତୁ ଗୋଷ୍ଠୀ ଶିକ୍ଷାଧିକାରୀ, ମ.ରାମପୁର ନିର୍ଦ୍ଦେଶିତ…

ଆମପାଣି ଘାଟିରେ ସଡକ ଦୁର୍ଘଟଣା, ଚାଲିଗଲା ଜଣଙ୍କ ଜୀବନ

କୋକସରା,୨୭।୭(ଡି.ଏନ.ଏ): କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଅଛନ୍ତି। ବୁଧବାର ମଧ୍ୟାହ୍ନରେ ନବରଙ୍ଗପୁରରୁ ଭବାନୀପାଟଣା ଆସୁଥିବା ଏକ ହୋଣ୍ଡା ସାଇନ…

ପୁଣି ଚମକିଲେ ସୌରଭ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ପଶ୍ଚିମ ଓଡ଼ିଶା ଟପ୍ପର

ଭବାନୀପାଟଣା,୨୭ା୭(ସ୍ବ.ପ୍ର.): ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ପ୍ରଗତି କଲେଜର ଛାତ୍ର ସୌରଭ କୁମାର ସର୍ବାଧିକ ନମ୍ବର ରଖିଜିଲା ସମେତ ପଶ୍ଚିମ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ ମୋଟ୍‌…

ଅସ୍ଥାୟୀ ପୋଲ ନିର୍ମାଣ ପରେ ସ୍ବାଭାବିକ ହେଲା ଜୁନାଗଡ଼-ଧର୍ମଗଡ଼ ରାଜପଥ

ଭବାନୀପାଟଣା,୨୬।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟ ହାଲେର ଯୋରରେ ବନ୍ୟା ପାଣି ଆସି ଗତ ୨୩ ତାରିଖରେ ଆପ୍ରୋଚ୍‌ ପୋଲ ଧୋଇ ହୋଇଯାଇଥିଲା। ଫଳରେ ଜୁନାଗଡ଼-ଧର୍ମଗଡ଼ ଜାତୀୟ ରାଜପଥ ୧୩୦-ସିରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଘଟଣାର ୨ଦିନ ପରେ…

୮ ସାର ଦୋକାନରେ ପ୍ରଶାସନର ଧରପଗଡ଼

କୋକସରା,୨୫।୭(ଡି.ଏନ୍‌.ଏ.): କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ସାର ଚାଲାଣ ଧରାପଡ଼ିବା ପରେ କଳାହାଣ୍ଡି ଜିଲା ପ୍ରଶାସନ ଏବଂ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଜାରି ରହିଛି। ଧର୍ମଗଡ଼ ଉପ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୋକସରା ବ୍ଲକର ବିଭିନ୍ନ ସାର ହୋଲସେଲ୍‌ ସମେତ ରିଟେଲ ଦୋକାନରେ…

ରାସ୍ତାରେ ତଳି ରୋଇ ପ୍ରତିବାଦ କଲେ ଗ୍ରାମବାସୀ

କୋକସରା,୨୫।୭(ଡି.ଏନ.ଏ.): ରାସ୍ତା କାଦୁଅରେ ତଳି ରୋଇ ପ୍ରତିବାଦ କଲେ ଗ୍ରାମବାସୀ। ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡା ପଞ୍ଚାୟତ ବଙ୍ଗୋମୁଣ୍ଡା ଗାଁରେ। ରାସ୍ତା ନିର୍ମାଣ ପାଇଁ ବାରମ୍ବାର ପଞ୍ଚାୟତରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ…

ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ: ମୁଖ୍ୟମନ୍ତ୍ରୀଙ୍କ ଶୋକ

କେସିଙ୍ଗା,୨୪।୭(ଡି.ଏନ୍‌.ଏ.): କଳାହାଣ୍ଡିର ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକଙ୍କ ରବିବାର ପରଲୋକ ହୋଇଛି । ସକାଳେ ଭବାନୀପାଟଣା ମେଡିକାଲରେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ…

ପରଲୋକରେ ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକ

କେସିଙ୍ଗା,୨୪।୭(ଡି.ଏନ୍‌.ଏ.): କଳାହାଣ୍ଡିର ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ତେବେ ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି। ଭବାନୀପାଟଣା ଇରିଗେସନ କଲୋନୀ ସ୍ଥିତ ନିଜ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର: ବାସହୀନ ଦୁଇ ପରିବାର

କୋକସରା,୨୩ା୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗରିବ ସୀମାରେଖା ତଳେ ଥିବା ଲୋକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ହେଲେ କିଛି ନିର୍ବାଚିତ ଜନ ପ୍ରତିନିଧି ଓ ପଞ୍ଚାୟତ କର୍ମଚାରୀଙ୍କ ମୁନାଫାଖୋର ମନୋବୃତ୍ତି ଯୋଗୁ ଯୋଗ୍ୟ ହିତାଧିକାରୀମାନେ ସମସ୍ତ ଯୋଜନାରୁ ବାଦ୍‌ ପଡୁଛନ୍ତି। ଏମିତି…

ଲଗାଣ ବର୍ଷାରେ ପୁଣି ଧୋଇଗଲା ଆପ୍ରୋଚ ପୋଲ: ଜୁନାଗଡ଼-ଧର୍ମଗଡ଼ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ

ଭବାନୀପାଟଣା,୨୩।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼-ଧର୍ମଗଡ଼ ମଧ୍ୟରେ ଥିବା ହାଲେର ଯୋରରେ ଶନିବାର ବନ୍ୟା ପାଣି ଆସି ପୁଣି ଆପ୍ରୋଚ ପୋଲକୁ ଧୋଇନେଇଛି। ଫଳରେ ଜୁନାଗଡ଼-ଧର୍ମଗଡ଼ ମୁଖ୍ୟ ରାସ୍ତାରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ ୧୨ ତାରିଖରେ ହୋଇଥିବା ଲଗାଣ ବର୍ଷାରେ ହାଲେର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?