ଲାଞ୍ଜିଗଡର ଅନନ୍ୟ ପରମ୍ପରା, ବିଶ୍ୱାସର ପ୍ରତୀକ: ଭୈରବ ଦେବଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଳିତ
ଲାଞ୍ଜିଗଡ,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡସ୍ଥିତ ପ୍ରସିଦ୍ଧ ଭୈରବଦେବ ପୀଠରେ ଝାମୁଯାତ୍ରା ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଥା ଅନୁଯାୟୀ ଲାଞ୍ଜିଗଡର ଦଶମୀ ନୂଅଁାଖାଇ ପରେ ତ୍ରୟୋଦଶୀ ଦିନ ଭୈରବ ମନ୍ଦିରରୁ ଭୈରବ ଦେବଙ୍କ ଖଣ୍ଡା ବାହାର କରାଯାଇ ସ୍ଥାନୀୟ ରାଜ ଉଆସକୁ...
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଚତୁର୍ଥ ଦିବସ: ମର୍ନିଂ କ୍ଲବ ୨-୧ ବିଜୟୀ
ଭବାନୀପାଟଣା,୧୯।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ର ବୁଧବାର ଥିଲା ଚତୁର୍ଥ ଦିବସ । ସ୍ପୋଟର୍ସ ହଷ୍ଟେଲ ବନାମ ମର୍ନିଂ କ୍ଲବ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ମର୍ନିଂ...
ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ ପାଇଁ ହିତାଧିକାରୀଙ୍କ ସାମୂହିକ ଶପଥ
କର୍ଲାମୁଣ୍ଡା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀମାନେ ମଙ୍ଗଳବାର ଏକାଠି ହୋଇ ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରିବାକୁ ଶପଥ ନେଇ ଥିବା ଜଣାପଡିଛି। ଏହି ପଞ୍ଚାୟତର ୧୯ ଜଣ...
ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ ମେଳା
କେସିଙ୍ଗା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପାଷ୍ଟିକୁଡି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ମେଳା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଭବାନୀପାଟଣା ବିଧାୟକ ତଥା ବିରୋଧୀ ଦଳର ନେତା ପ୍ରଦୀପ୍ତ କୁମାର...
ଆଇନଜୀବୀ ସଂଘ, ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ
ଜୁନାଗଡ,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଆଇନଜୀବୀ ସଂଘ ଓ ସ୍ଥାନୀୟ ପୋଲିସ ପକ୍ଷରୁ ବୁଧବାର ଜେଏମ୍ଏଫସି କୋର୍ଟ ପରିସରରେ ସଡକ ସୁରକ୍ଷା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁନଷ୍ଠିତ ହୋଇଥିଲା। ଏଥିରେ ରାସ୍ତାରେ ଯାଉଥିବା ବାଇକ୍ ଚାଳକଙ୍କୁ ମୋଟରସାଇକେଲ ଚଳାଇବା ବେଳେ...
ଅକ୍ଟୋବର ୬ରେ ହେବ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ଶାନ୍ତି ଶୃଙ୍ଖଳାର ସହ ପାଳନ ଉପରେ ଗୁରୁତ୍ୱ
ଭବାନୀପାଟଣା,୧୯।୯(ଡି.ଏନ.ଏ.) କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଓ ଦଶହରା ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲାପାଳ ଡା. ଗାଭିଲ ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିରୋଧୀ...
ଶିକ୍ଷକ ଦାବିରେ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ,ଅବିଭାବକ: ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ
ଭବାନୀପାଟଣା,୧୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନଶୁଲି ପଞ୍ଚାୟତ ଶାସ୍ତୁଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ ଏବଂ ଅଭିଭାବକ ବିଦ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ। ଖବରପାଇ ବିଭାଗୀୟ ଅଧିକାରୀ...
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍: ତୃତୀୟ ଦିବସ ଷ୍ଟାର ଇଲେଭେନ୍ ୨-୦ ବିଜୟୀ
ଭବାନୀପାଟଣା,୧୮।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ମଙ୍ଗଳବାର ଏନ୍ଡିସିସି ବନାମ ଷ୍ଟାର ଇଲେଭେନ୍ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଷ୍ଟାର ଇଲେଭେନ୍ ୨-୦ ଗୋଲରେ ବିଜୟୀ ହୋଇଥିଲା। ଷ୍ଟାର...
ଉଚ ଚିକିଛା ଲାଗି ଟଁକା ଅଭାବ୍: ଦିହି ସାରା ଆବୁ, ଦୁଖ୍ ପାଉଛନ୍ ପୁତୁନି
ପଲମ, ୧୮।୯ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୁଡ଼ିଙ୍ଗ ପଁଚେତ୍ ଅଧୀନ ମସ୍କାଦାଣ୍ଡି ଗଁାର ଡମ ମାଝିକଁର ମାଏକିନା ପୁତୁନି ମାଝି(୫୧)। ତାକର ଦିହିସାରା ଆବୁ ବାହାରିଛେ, ଯେନ୍ଥିରଲାଗି ସେ ବହୁତ୍ ଦୁଖ୍ ପାଉଛନ୍। ହେଲେ ଟଁକା ପଏସା...
ଗୋଷ୍ଠୀସ୍ତରୀୟ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା
କେସିଙ୍ଗା,୧୮।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୋଷ୍ଠୀସ୍ତରୀୟ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଚକ୍ଷୁ ପରୀକ୍ଷାରେ କେସିଙ୍ଗା ବ୍ଲକର ୬ଟି କ୍ଲଷ୍ଟରୁ ୧୪୩ଜଣ ଛାତ୍ରୀଛାତ୍ର ଯୋଗଦାନ କରିଥିଲେ। ଏଥି...
କଳାହାଣ୍ଡି ୱେବ୍ ମିଡିଆ ସଂଘର ଜିଲାସ୍ତରୀୟ ବୈଠକ: ବିଭିନ୍ନ ସମସ୍ୟା ଠିକ୍ ଭାବେ ଉପସ୍ଥାପନା ନେଇ ଗୁରୁତ୍ୱ
ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏକ ହୋଟେଲରେ କଳାହାଣ୍ଡି ୱେବ୍ ମିଡିଆ ସଂଘର ଏକ ସାଧାରଣ ସଭା ଆଦିତ୍ୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ୱେବ୍ ମିଡିଆମାନଙ୍କ କ୍ଷେତ୍ରରେ ଦେଖାଦେଉଥିବା ସମସ୍ୟା, ସୁରକ୍ଷା ଓ...
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଠିକା କର୍ମଚାରୀ ମୃତ: ୨୦ ଲକ୍ଷ କ୍ଷତିପୂରଣ ଦାବି
ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମଙ୍ଗଳବାର ବିଦ୍ୟୁତ୍ ଠିକା କମ୍ପାନୀରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁର୍ଲୁଭଟ୍ଟା ଗ୍ରାମର କୃତୀ ନାଏକ। କୃତୀ ସୌଭାଗ୍ୟ ଯୋଜନାରେ...
Archives


