କଳାହାଣ୍ଡି

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ, ବ୍ଲକ ର ଏହି ପଞ୍ଚାୟତକୁ ଓଡି…

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ ନେଇ ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ଦାୟିତ୍ୱରେ ଥିବା ମହେଶ…

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ କୃଷି ଯୋଗୁ ଅଧିକାଂଶ ଉଦ୍ୟାନ ଚାଷୀ ବର୍ତ୍ତମାନ ଉପକୃତ ହେଉଛନ୍ତି। ଏଥିରେ ଉଦ୍ୟାନ ଚାଷୀଙ୍କୁ…

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି ଆସୁଛନ୍ତି। ଦୀର୍ଘ ୮ ବର୍ଷ ହେଲା ଗୋଡ଼ହାତ ଚାଲୁ ନ ଥିବାରୁ କୌଣସି କାମଧନ୍ଧା…

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ ବଶତଃ ନିଆଁଲାଗି ଲକ୍ଷାଧିକ ଟଙ୍କାର ଅଫିସିଆଲିି ଜିନିଷ ନଷ୍ଟ ହୋଇଥିବା ଜଣାପଡ଼ିଛି । ସୂଚନା…

ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ ଧକ୍କାରେ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଭବାନୀପାଟଣା ସହର…

୨ ବିଦ୍ୟାଳୟରୁ ଲୁଟି ନେଲେ ସୋଲାର ଲାଇଟ୍‌

ପଲମ,୪ା୧୨(ଭିକାରି ଗଉଡ଼): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ଗାଡ଼େବନ୍ଦ ପଞ୍ଚାୟତର ଗୁଣପୁର ପ୍ରାଥମିକ ବିଦ୍ୟାଳୟ ଓ ରାଣିପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ସୋଲାର ଲାଇଟ୍‌ ଚୋରି ହୋଇଥିବା ନେଇ ପ୍ରଧାନ ଶିକ୍ଷକ ନର୍ଲା ଥାନାରେ ଅଭିଯୋଗ କରିଛନ୍ତି। ଦୁଇ…

୫ ଦିନରେ ୨ ଚାଷୀଙ୍କ ଧାନ କ୍ରୟ

ଭବାନୀପାଟଣା,୪।୧୨(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାରେ ଗତ ନଭେମ୍ବର ୨୯ରୁ ଚଳିତ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ପ୍ରଥମ କରି ଗୋଲାମୁଣ୍ଡା ବ୍ଲକ ଘୋଟିଆ ମଣ୍ଡିରୁ ଏହାର ଶୁଭାରମ୍ଭ ହୋଇଥିବାବେଳେ ମିଲର୍ସ ନ ଆସିବାରୁ ଚାଷୀଙ୍କ ବସ୍ତାଏ ବି…

ନାବାଳିକାଙ୍କୁ ଘରକୁ ଖାଇବାକୁ ଡାକି ବଳାତ୍କାର, ଚିତ୍କାର କରିବାରୁ…

ଲାଞ୍ଜିଗଡ଼,୩ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ବଳ ପୂର୍ବକ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତ ବ୍ୟକ୍ତି ଫେରାର ଥିବା ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ପୋଲିସର ତଦନ୍ତ…

ଖସୁଛି ପାରଦ, ବଢୁଛି ଶୀତ କଳାହାଣ୍ଡିରେ ଘନ କୁହୁଡି

ଭବାନୀପାଟଣା,୩ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପାରଦ ଖସୁଥିବାବେଳେ ଶୀତର ପ୍ରକୋପ ବଢୁଛି। ସୁଲୁସୁଲିଆ ପବନ ସାଙ୍ଗକୁ ଘନ କୁହୁଡିର ଆସ୍ତରଣ ଘୋଡ଼େଇ ହୋଇଛି। ବଦଳି ଯାଇଛି କଳାହାଣ୍ଡିର ରୂପ। ଚାରିଆଡେ ଘନ କୁହୁଡି। ମଙ୍ଗଳବାର ସକାଳୁ ସହରରେ ଘନ କୁହୁଡିର ଚିତ୍ର…

ବିଶିଷ୍ଟ ସାମାଜିକ କର୍ମୀ ଡି. ସତ୍ୟନାରାୟଣଙ୍କ ପରଲୋକ: ପାଳନ ହେଲା ଶୋକସଭା

ଭବାନୀପାଟଣା,୧।୧୨(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ତଥା ଉଦ୍ୟୋଗପତି ଦଶାରୀ ଭିରା ଭେଙ୍କଟ ସତ୍ୟନାରାୟଣ (୫୯)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବରଗଡ଼ ବିକାଶ ମେଡିକାଲରେ ପରଲୋକ ହୋଇଯାଇଛି । ସେ ବରଗଡ଼ ନିକଟସ୍ଥ ଖଣ୍ଡହଥା ଗ୍ରାମର ବାସିନ୍ଦା ହୋଇଥିବାବେଳେ ଭବାନୀପାଟଣା ଲକ୍ଷ୍ମୀ…

ଟୋକିମରା ପର୍ବ ପାଇଁ ଗାଁରୁ ସହର ଚଳଚଞ୍ଚଳ: ମାଟି ମାତାଙ୍କ ସନ୍ତୁଷ୍ଟି ପାଇଁ ଆସନ୍ତା ୨୮ରେ…

ଥୁଆମୂଳ ରାମପୁର,୧।୧୨-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ମା’ମାଟି, ମା’ମାଟି ଦେବତାଙ୍କର ପୂଜା ସକାଶେ ଗାଁ ଠାରୁ ସହର ଏବେଠୁ ଚଳଚଞ୍ଚଳ ହେଲାଣି। ଆଦିବାସୀମାନଙ୍କ ଆସ୍ଥା ଓ ବିଶ୍ୱାସର ପର୍ବ ଟୋକି ମରା ପର୍ବ। ମାଟି ମାତାଙ୍କ ସନ୍ତୁଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri