ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର
ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି ସୁଇଚ ଭାଲ ଚାମ୍ବରକୁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ସ୍ଥାନାନ୍ତର…
ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ
ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ ନେଇ ଜନଅସନ୍ତୋଷ ତେଜିବାରେ ଲାଗିଛି। ମଦ ଦୋକାନ ସ୍ଥାପନ ପାଇଁ ସରକାରୀ ନିର୍ଦ୍ଧାରିତ…
ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…
କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ କର୍ମୀଙ୍କ ଘରେ ଆଲୋଚନା କରିଥିଲେ। ମନମୋହନ ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ, କେନ୍ଦ୍ରରୁ…
ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ
କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ ମଧ୍ୟ ବାରମ୍ବାର ନେଟୱର୍କ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଉଥିବାରୁ ଗ୍ରାମବାସୀ ଗୁରୁତର ସମସ୍ୟାର ସମ୍ମୁଖୀନ…
ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର
ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି ବନମହୋତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀ,ସମ୍ମାନୀତ ଅତିଥି…
ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା
ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ଏବେ ମହଙ୍ଗା ପଡ଼ିଛି। ଜିଲ୍ଲା ମଙ୍ଗଳ ବିଭାଗ ଏହି ଘଟଣାର ତଦନ୍ତ କରିବା…
ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍
ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ ଥିବା ‘ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ’କୁ ନେଇ ଏକ ଅଜବ ଚିତ୍ର…
ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ
ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି ଅଟକିବା ରହିବାରୁ ଠିକ୍ ସମୟରେ ରୋଗୀ ମେଡ଼ିକାଲ ପହଞ୍ଚି ନ ପାରି ମୃତ୍ୟୁବରଣ…
ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…
ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦ୍ମଲୋଚନ ସୁନାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପର୍ଯ୍ୟବେକ୍ଷକ ଭାବେ ବସନ୍ତପଡା…
ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….
ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ ମଣ୍ଡଳ ସଭାପତି ଷଷ୍ଠୀ ବେହେରାଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମୁଖ୍ୟ…
ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ
କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ଆଖିଦୃଶିଆ ପଦକ୍ଷେପ ନେଉ ନଥିବା ଅଭିଯୋଗ ହେଉଛି । ବ୍ଲକର ବୋରପଦର ଗ୍ରାମ…
ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର
ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ ଭବାନୀପାଟଣାରେ ଅନୁଷ୍ଠିତ ହେବାକୁ ଥିବା ସ୍ଵଚ୍ଛ ଭାରତ ଅଭିଯାନ, ବୃକ୍ଷ ରୋପଣ କାର୍ଯ୍ୟକ୍ରମ…

