କଳାହାଣ୍ଡି

ତେଲଙ୍ଗାନାରେ ବନ୍ଧା ପଡ଼ିଛନ୍ତି ଓଡ଼ିଆ ଦାଦନ ଶ୍ରମିକ, ଭିଡିଓ ଜାରି କରି ଉଦ୍ଧାର ପାଇଁ କଲେ ବିନତି

ଭବାନୀପାଟଣା(ସ୍ବ.ପ୍ର.)/କୋକସରା (ଡି.ଏନ.ଏ.), ୫।୭: କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥମୁନି ଦାଦନ ଦୁଃଖ । ପେଟ ପାଟଣା ପାଇଁ ଘର ଛାଡି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ବ୍ଲକର ୬ ଜଣ ଶ୍ରମିକଙ୍କ କିଛି ମାସ ଭିତରେ ମୃତ୍ୟୁ ଘଟିଥିବା…

ସାଇକେଲ କ୍ୟାରିଅରରୁ ମିଳିଲା ଅଖାରେ ଭର୍ତ୍ତି ହୋଇଥିବା ମୃତଦେହ

ଭବାନୀପାଟଣା,୪।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରାମୁଣ୍ଡା ଛକ ବିଜୁ ଏକ୍ସପ୍ରେସ ଓ୍ବେରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ସୋମବାର ଜବତ କରିଛି। ହେଲେ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ମିଳିଥିବା ସୂଚନା ମତାବକ, ସାଇକେଲ କ୍ୟାରିଅରରେ ଏକ ମୃତଦେହ ଥିବା…

ନିଷ୍କାସନ ବ୍ୟବସ୍ଥା ନାହିଁ, ରାସ୍ତାରେ ଲହଡ଼ି ମାରୁଛି ବର୍ଷାପାଣି

କର୍ଲାମୁଣ୍ଡା,୨ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ପଞ୍ଚାୟତ ଭଟାପଲା ଅଲେଖ ମନ୍ଦିରପଡ଼ାଠାରେ ବର୍ଷାଜଳ ନିଷ୍କାସନ ପାଇଁ ବ୍ୟବସ୍ଥା ନ ଥିବାରୁ ରାସ୍ତା ଉପରେ ୧ ଫୁଟ ଉଚ୍ଚର ପାଣି ଲହଡ଼ି ମାରୁଥିବା ଦେଖିବାକୁ ମିଳିଛି। ଫଳରେ ସ୍ଥାନୀୟ ଲୋକେ ଯିବା…

‘ଲୋକଙ୍କ ଜୀବନ ରକ୍ଷା କରିବା ମୋ କାମ’

କୋକସରା,୨ା୭(ଡି.ଏନ୍‌.ଏ.): ବିଷାକ୍ତ ସାପ ହେଉ ଅବା ଅଜଗର ସମସ୍ତ ପ୍ରକାର ସାପକୁ କାବୁ କରିବା ତାଙ୍କର ନିତିଦିନିଆ କାମ । ନିଶା ହେଉ ଅବା ପେସା ପ୍ରତିଦିନ ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରୁ ତାଙ୍କ ନିକଟକୁ ଫୋନ୍‌ ଆସେ। ଶୀଘ୍ର…

ଏପ୍ରିଲରେ କରିଥିଲେ ବିବାହ: ଘରୁ ମିଳିଲା ଯୁବକଙ୍କ ମୃତଦେହ

ଭବାନୀପାଟଣା,୨।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କାଳୀମନ୍ଦିର ପଡ଼ାରୁ ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ସୁଶାନ୍ତ ସାହୁ (୨୩)। ସୁଶାନ୍ତ ଏକ ହୋଟେଲରେ ମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ସେ ଗତ ଏପ୍ରିଲରେ ବିବାହ…

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ, କ୍ଷତିପୂରଣ ପରେ ଉଠିଲା ମୃତଦେହ

ଭବାନୀପାଟଣା/କୋକସରା,୧।୭(ସ୍ବ.ପ୍ର./ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ୨ ପୃଥକ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଭବାନୀପାଟଣା ବ୍ଲକ କନ୍ଦବାନ୍ଦୋପଲା ଗ୍ରାମର ରତ୍ନାକର ମାଝି (୨୩) ଏବଂ କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ର କିଆଁ ମାଝି (୪୧)। ସୂଚନା ଅନୁଯାୟୀ, ଅପରାହ୍ନରେ…

ପୋଲିସ ଗାଡ଼ି ଧକ୍କାରେ ମହିଳାଙ୍କ ଜୀବନ ଚାଲିଗଲା

କୋକସରା,୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଭୁର୍ଷାଗୁଡା ବିଜୁ ଏକ୍ସପ୍ରେସ ୱେରେ ଶୁକ୍ରବାର ପୋଲିସ ଗାଡ଼ି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତା ମହିଳା ହେଲେ କିଆଁ ମାଝି (୪୧)। ଆହତ…

ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

କୋକସରା,୨୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଛକ ନିକଟରେ ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟ୍‌ ହୋଇଥିବା ନେଇ ବାପପୁଅ କୋକସରା ପୋଲିସରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ କୋକସରା ପୋଲିସ ଅଧିକାରୀ ପ୍ରସନ୍ନ ବେହେରା ସହ ପୋଲିସ…

ଶତାଧିକ ଜବ୍‌କାର୍ଡ ରଦ୍ଦ: ବିଡିଓଙ୍କ ଦ୍ୱାରସ୍ଥ ହେଲେ ହିତାଧିକାରୀ

କୋକସରା,୨୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତର ବାବେକୋହରା ଓ କଛାରପଡ଼ା ଗ୍ରାମର ଶତାଧିକ ଜବ୍‌କାର୍ଡ ହିତାଧିକାରୀଙ୍କ ଅଜାଣତରେ ରଦ୍ଦ କରିଥିବା ଅଭିଯୋଗ ନେଇ ବୁଧବାର ଦୁଇ ଗ୍ରାମବାସୀ କୋକସରା ବିଡିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ, ପଞ୍ଚାୟତ ଓ…

ବିବାହ ଭୋଜି ଖାଇ ଫେରୁଥିବା ବେଳେ ଓଲଟିଲା ଅଟୋ

କୋକସରା,୨୮।୬(ଡି.ଏନ.ଏ.): ବିବାହ ଭୋଜି ଖାଇ ଫେରୁଥିବା ବେଳେ ଓଲଟିଲା ଅଟୋ। ୨୬ ନଂ ଜାତୀୟ ରାଜପଥ ଚିଲିଗୁଡା ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଟୋ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡିଛି। ଫଳରେ ଅଟୋରେ ବସିଥିବା ୨ ଯୁବକ ସମେତ ୩…

କୋକସରାରେ ରଥଯାତ୍ରା: ଶୃଙ୍ଖଳାର ସହ ପରିଚାଳନା ଲାଗି ବସିଲା ସମନ୍ବୟ ବୈଠକ

କୋକସରା,୨୮।୬(ଡି.ଏନ.ଏ.): ଆସନ୍ତା ଜୁଲାଇ ପହିଲାରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଏହାକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା ପାଇଁ ମଙ୍ଗଳବାର କୋକସରା ବ୍ଲକ ବିଡିଓ ମନୀଷା ଦାସଙ୍କ ଅଧ୍ୟକ୍ଷତାରେ ସମନ୍ବୟ ବୈଠକ କୋକସରା ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା…

କେସିଙ୍ଗା ପରିଦର୍ଶନ କଲେ ନୂଆ ଜିଲାପାଳ

କେସିଙ୍ଗା,୨୮।୬(ଡିି.ଏନ୍‌ .ଏ.): କଳାହାଣ୍ଡି ଜିଲାର ନୂତନ ଜିଲାପାଳ ପି. ଅନ୍ବେସା ରେଡି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ଦାୟିତ୍ୱ ଗ୍ରହଣ ପରେ ମଙ୍ଗଳବାର ସେ ଜୁଲାଇ ପ୍ରଥମ ସପ୍ତାହରେ ଉଡାଣ ଭରିବାକୁ ଥିବା ଉତକେଲା ଏୟାର ଷ୍ଟ୍ରିପ୍‌କୁ ଯାଇ ପରିଦର୍ଶନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?