କଳାହାଣ୍ଡି

ଛାତ୍ରୀଙ୍କୁ ଅସଦାଚରଣ କରିବା ମହଙ୍ଗା ପଡ଼ିଲା

ଭବାନୀପାଟଣା,୨୨।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପୀନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଧୀନ ଆଦିବାସୀ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଏକ ଛାତ୍ରୀ ନିବାସର ୬ଜଣ ଛାତ୍ରୀ ଶନିବାର ପ୍ରଧାନ ଶିକ୍ଷକ ଶଶୀଧର ନାଏକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ…

ମାଉସୀ ମା’ ମନ୍ଦିର ପାଇଁ ଜମି ଦାନ କଲେ ଶିକ୍ଷାବିତ୍‌

କୋକସରା,୨୨।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ମାଉସୀ ମା’ ମନ୍ଦିର ନିର୍ମାଣ ପାଇଁ ରବିବାର ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମାଉସୀ ମା’ ମନ୍ଦିର ପାଇଁ ଲଡୁଗାଁ ସହରର ଶିକ୍ଷାବିତ୍‌ ବନମାଳୀ ମାଝୀ ୭ ଡେସିମିଲ ଜମିଦାନ କରିଛନ୍ତି। ଲକ୍ଷ୍ମଣ…

ସାଇକେଲରେ ଭାରତ ଭ୍ରମଣ

କୋକସରା,୨୨ା୫(ଡି.ଏନ୍‌.ଏ.) ଖରା, ବର୍ଷା, ଶୀତ କାକରକୁ ଖାତିର ନ କରି ବର୍ଷେ ହେଲା ସାଇକେଲ ଯୋଗେ ଭାରତ ଭ୍ରମଣରେ ବାହାରି ଲୋକଙ୍କୁ ପରିବେଶ ସୁରକ୍ଷା ଉପରେ ସଚେତନ କରୁଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ସିଲିଗୁଡିର ଶ୍ୟାମ ବିଶ୍ୱାସ(୩୫)। ଶ୍ୟାମ ଗତ ମାର୍ଚ୍ଚ…

ସିଙ୍ଗାରି ଘାଟିରେ ଓଲଟିଲା ପିକ୍‌ଅପ୍‌ ଭ୍ୟାନ: ୨ ମୃତ, ୯ ଗୁରୁତର

ଭବାନୀପାଟଣା,୧୭।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସିଙ୍ଗାରିଘାଟିରେ ମଙ୍ଗଳବାର ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଗୁରୁତର ହୋଇଛନ୍ତି। ମୃତକ ହେଲେ ବାର୍ଷିକନା ଗ୍ରାମର ଲାଲୁ ମାଝି ଓ ଡୋଙ୍ଗର…

ଆଇପିଏଲ୍‌କୁ ନେଇ ସଟ୍ଟା ଖେଳ, ୭୦ ହଜାର ଟଙ୍କା ସହ ଧରାପଡ଼ିଲେ ଯୁବକ

ଭବାନୀପାଟଣା,୧୭।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ସହରରେ ଆଇପିଏଲ୍‌ ମ୍ୟାଚକୁ ନେଇ ଖେଳା ହେଉଥିବା ସଟ୍ଟାଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ରାକେଶ ରଞ୍ଜନ ଚୌଧୁରୀ। ମଙ୍ଗଳବାର ରାକେଶଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି…

ମାଛଧରା ଜାଲରେ ଲାଗିଲା ନବଜାତ ଶିଶୁର ମୃତଦେହ

କୋକସରା,୧୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୁସୁମଖୁଣ୍ଟି ନିକଟସ୍ଥ ଇନ୍ଦ୍ରାବତୀ ବାମ କେନାଲରୁ ଏକ ନବଜାତ ଶିଶୁର ମୃତଦେହ ମିଳିଛି। ସୋମବାର ମଧ୍ୟାହ୍ନରେ କୁସୁମଖୁଣ୍ଟି ଗ୍ରାମର କିଛି ଲୋକ କେନାଲରେ ଜାଲ ପକାଇ ମାଛ ଧରୁଥିବା ସମୟରେ ଜାଲରେ ଏକ ନବଜାତକ ଶିଶୁପୁତ୍ରର ମୃତଦେହ…

ବଡ଼ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନଭାଇ

କେସିଙ୍ଗା,୧୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧିନସ୍ଥ କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ପଣ୍ଡି ଗାଁରେ ରବିବାର ଅଭାବନୀୟ କାଣ୍ଡ ଘଟିଛି। ପ୍ରକାଶ ଯେ, ରବିବାର ସକାଳୁ ପଣ୍ଡି ଗାଁର ବଡ଼ ବାପାଙ୍କ ପୁଅ ଘାସିରାମ ଟାକରିଆ ଓ ମାରାଦେଭ ଟାକରିଆଙ୍କ…

କ୍ଷୀରମଣି ସେଠ୍‌ ହତ୍ୟା ମାମଲା: ୩ ଗିରଫ

କର୍ଲାମୁଣ୍ଡା,୧୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅଧିନସ୍ଥ ଗଜବାହାଲ ଗ୍ରାମର ଜଣେ ବିବାହିତ ଯୁବକ କ୍ଷୀରମଣି ସେଠ୍‌ (୩୮)ଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଏ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ବାଙ୍ଗାଲୁରୁରେ ଟ୍ରେନ୍‌ ଧକ୍କାରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ: ଗାଁକୁ ଫେରିଲା ମୃତଦେହ

କୋକସରା,୧୪।୫(ଡି.ଏନ.ଏ.): ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ବାଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ଯୁବକ। ହେଲେ ଟ୍ରେନ୍‌ ଦୁର୍ଘଟଣାରେ ଆଖି ବୁଜିବା ଯୋଗୁ ଘରକୁ ଫେରିଲା ମୃତଦେହ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ…

ବିନା ସୂଚନା ଫଳକରେ ଚାଲିଥିଲା କୋଟି କୋଟି ଟଙ୍କାର କାମ: ଖବର ପ୍ରକାଶ ପରେ ତଦନ୍ତ ଆରମ୍ଭ

କେସିଙ୍ଗା,୧୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବିଦ୍ୟାପୀଠ ପଛପଟେ ନିର୍ମାଣଧୀନ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମ୍‌ ଓ କେସିଙ୍ଗା ମହାବିଦ୍ୟାଳୟ ପରିସରରେ ବିନା ସୂଚନା ଫଳକରେ ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ଏନେଇ ଶୁକ୍ରବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ…

ନିରପେକ୍ଷ ତଦନ୍ତ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କୋକସରା,୧୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡୋଙ୍ଗରି ଗାଁର ଦ୍ୱାରିକା ଦାସ(୨୨)ଙ୍କୁ ହତ୍ୟା କରି ଅଭିଯୁକ୍ତମାନେ ଆତ୍ମହତ୍ୟା ରୁପ ଦେବାକୁ ଏକ ଗଛରେ ଟାଙ୍ଗି ଦେଇଥିଲେ। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାରର…

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ପାରିପାଶର୍‌ବିକ ଅବସ୍ଥା ଓ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?