କଳାହାଣ୍ଡି

ପୋଲିସ ଏସ୍‌ଆଇଙ୍କ ଘରୁ ଲୁଟ୍‌: ଚୋରଙ୍କୁ ଗିରଫ ଦାବିରେ ପୋଲିସ ଗାଡ଼ି ଅଟକାଇଲେ ଗ୍ରାମବାସୀ

କେସିଙ୍ଗା,୧୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ବୋରିଆ ପଞ୍ଚାୟତ ଖଜୁରପଡ଼ା ଗାଁରେ ଏକ ଡକାୟତି ହୋଇଛି। ଜଣେ ମହିଳା ଡକାୟତ ଘରେ ପଶି ମହିଳାଙ୍କ ଗଳାରେ ଛୁରି ଲଗାଇ ରବିବାର ଦିନଦ୍ୱିପ୍ରହରେ ଲୁଟ୍‌ କରିଛନ୍ତି। ଏ ନେଇ କେସିଙ୍ଗା ଥାନାରେ ଏକ…

ରାଜପଥରେ ସିରିଜ୍‌ ଦୁର୍ଘଟଣା

କୋକସରା,୧୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ କୋକସରା ବ୍ଲକ କାଉଡୋଲା ଛକ ନିକଟରେ ରବିବାର ସାରେ ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଛନ୍ତି। ଖବର ପାଇ କୋକସରା ଦମକଳ କର୍ମଚାରୀ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ…

୨ ବର୍ଷ ପରେ ମା’ଙ୍କ ଦର୍ଶନ କରିବେ ଭକ୍ତ

ଜୁନାଗଡ,୧୭।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଟାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଆଜି (ଶନିବାର) ପାଳନ ହେବ। କୋଭିଡ୍‌ କଟକଣା ଯୋଗୁ ଗତ ୨ ବର୍ଷ ହେଲା ବିନା ଭକ୍ତରେ ମା’ଙ୍କ ପର୍ବ ପାଳିତ ହେଉଥିଲା। ଏହି ସମୟରେ ପ୍ରଶାସନ…

‘ଦୁର୍ଘଟଣା ନୁହେଁ, କରାଯାଇଛି ହତ୍ୟା’

କୋକସରା,୧୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗଡିଆଯୋର ବିଜୁ ଏକ୍ସପ୍ରେସ ୱେ ନିକଟରେ ଗତ ୪ତାରିଖରେ ଘଟିଥିବା ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏହା ଦୁର୍ଘଟଣା ନୁହେଁ, ଆକ୍ରମଣ କରି ହତ୍ୟା କରାଯାଇଥିବା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି…

ଭୈରବ ଦେବଙ୍କ ଝାମୁଯାତ୍ରା, କଣ୍ଟା ଦୋଳିରେ ଝୁଲିଲେ କାଳିଶି

ଭବାନୀପାଟଣା/କୋକସରା,୧୬।୯(ସ୍ବ.ପ୍ର/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଅଗ୍ନି ଭୈରବ ଦେବଙ୍କ ଝାମୁଯାତ୍ରା ତଥା ବାଲିଯାତ୍ରା ଉତ୍ସବ ପାରମ୍ପରିକ ରୀତିନୀତିରେ ସମ୍ପନ୍ନ ହୋଇଯାଇଛି। ପୀଠରେ ତାନ୍ତ୍ରିକ ଓ ଗୁପ୍ତ ପଦ୍ଧତିରେ ପୂଜାର୍ଚ୍ଚନା କରାଯାଉଥିବାରୁ ଝାମୁଯାତ୍ରା ଦିନ କାଳିଶିଙ୍କ ଦେହରେ ଅଗ୍ନି ଭୈରବ ପ୍ରବେଶ…

ଟ୍ରକ-ବାଇକ୍‌ ମୁହାଁମୁହିଁ: ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

କର୍ଲାମୁଣ୍ଡା/ମଦନପୁର୧୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ରିଷି-ରାମପୁର ରାସ୍ତା ପରମାନନ୍ଦପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଚାଳକଙ୍କ ମୃତ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କ୍ଷମା ବାଗ (୪୦)। ଆହତମାନେ ହେଲେ ମଦନପୁରର…

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

କୋକସରା,୧୪ା୯(ଡି.ଏନ୍‌.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ କୋକସରା ବ୍ଲକ କୁସୁମଖୁଣ୍ଟି ନିର୍ବାହୀ ଯନ୍ତ୍ରୀଙ୍କୁ ଜଳଯୋଗାଣ ପାଇଁ ଅଞ୍ଚଳର ଚାଷୀମାନେ ଅଭିଯୋଗ କରି ଚାଷୀ ନୟାନ୍ତ ହୋଇପଡ଼ିଲେଣି। ନା ହୋଇପାରୁଛି ସମାଧାନ ନା ଚାଷଜମିକୁ ମିଳୁଛି ମେଗାଲିଫ୍ଟ କେନାଲରୁ ଜଳ। ଅନ୍ୟପଟେ ବର୍ଷା ଅଭାବରୁ କୋକସରା…

ଭିଜିଲାନ୍ସ ଜାଲରେ ଫରେଷ୍ଟର୍‌

ଭବାନୀପାଟଣା,୧୩।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା କର୍ଲାପାଟ ରେଞ୍ଜ ଶଗଡା ଫରେଷ୍ଟର୍‌ ଯୋଗେନ୍ଦ୍ର ମାଝୀ ସୋମବାର ବିଳମ୍ବିତ ରାତିରେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଚଢ଼ାଉ ସମୟରେ ତାଙ୍କ ନିକଟରୁ ୨ ଲକ୍ଷ ତିନି ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଥିଲା। ହେଲେ ପଚାରାଉଚୁରା…

କିନ୍ନରଙ୍କ ସହ ସ୍ବାମୀଙ୍କୁ ବିବାହ କରାଇଲେ ସ୍ତ୍ରୀ

ଭବାନୀପାଟଣା/ନର୍ଲା,୧୩।୯(ସ୍ବ.ପ୍ର./ଡି.ଏନ୍‌.ଏ.):ମନ ସହ ମନର ମିଳନ ହିଁ ପ୍ରକୃତ ପ୍ରେମ। ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲାର ନର୍ଲା ବ୍ଲକ ଅଧୀନ ଧୁରୁକୁଟି ଗ୍ରାମରେ। ୫ବର୍ଷ ଧରି ବୈବାହିକ ଜୀବନ ବିତାଇଥିବା ଜନୈକ ଯୁବକ ଜଣେ କିନ୍ନରଙ୍କ ହାତ ଧରିଛନ୍ତି।…

ମହିଳା ନିର୍ଯାତନାରେ ୧ ନମ୍ବର: ଗର୍ଜିଲା ଭାଜପା ମହିଳା ମୋର୍ଚ୍ଚା

ଜୁନାଗଡ଼,୧୧।୯(ଡି.ଏନ.ଏ.) ଏନ୍‌ସିଆର୍‌ବି ରିପୋର୍ଟ ୨୦୨୧ ଅନୁଯାୟୀ ମହିଳା ନିର୍ଯାତନାରେ ଓଡିଶା ୧ ନମ୍ବର ସ୍ଥାନ ରହିଥିବାରୁ ରାଜ୍ୟ ସରକାରଙ୍କ ବିରୋଧରେ ଭାଜପା ଜିଲା ମହିଳା ମୋର୍ଚ୍ଚା ପକ୍ଷରୁ ରବିବାର କଳାହାଣ୍ଡି ଜିଲା ଜୁନାଗଡ଼ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପରେ ମା’ ଲଙ୍କେଶ୍ୱରୀ…

ମାନସିକ ଚାପରେ ବିଷ ପିଇ ଜୀବନ ହାରିଲେ

କୋକସରା,୧୧।୯(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ଚିଲିଗୁଡା ଗ୍ରାମର ଜଣେ ଯୁବକ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଶାନ୍ତ ଖମାରୀ (୨୦)। ମିଳିଥିବା ସୂଚନା ମୁତାବକ, ସୁଶାନ୍ତ କୌଣସି କାରଣକୁ ନେଇ ମାନସିକ ଚାପରେ ରହୁଥିଲେ। ଫଳରେ ସେ…

ତହସିଲ କାର୍ଯ୍ୟାଳୟରେ ବିବାହ କଲେ ପ୍ରେମୀଯୁଗଳ

କୋକସରା,୧୦ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି । ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ପ୍ରେମୀଯୁଗଳ ହେଲେ କାଶୀକାହାଲ ଗ୍ରାମର ସୁଜିତ ସରାଫ ଓ ଅଙ୍କିତା ସରାଫ। କୋକସରା ଭାରପ୍ରାପ୍ତ ତହସିଲଦାର ରାକେଶ ପରୁଆଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?