କଳାହାଣ୍ଡି

କାମରେ ଆସୁନି ମେଗାଲିଫ୍ଟ ପାଇପ୍‌ ଲାଇନ

କୋକସରା,୯।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା ଗ୍ରାମର ଚାଷୀମାନେ ଗୁରୁବାର କୁସୁମଖୁଣ୍ଟି ଇନ୍ଦ୍ରାବତୀ ଉଠା ମୁଖ୍ୟବନ୍ଧ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ…

କାମରେ ଆସୁନି ମେଗାଲିଫ୍ଟ ପାଇପ୍‌ ଲାଇନ: ଚାଷୀଙ୍କ ଧାରଣା

କୋକସରା,୮।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା ଗ୍ରାମର ଚାଷୀମାନେ ଗୁରୁବାର କୁସୁମଖୁଣ୍ଟି ଇନ୍ଦ୍ରାବତୀ ଉଠା ମୁଖ୍ୟବନ୍ଧ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ…

ନାସା ଯିବେ କଳାହାଣ୍ଡି ପୁଅ ହ୍ରିଙ୍କାର ମିଶ୍ର

ଭବାନୀପାଟଣା,୮।୯(ସ୍ବ.ପ୍ର.): ଓଡ଼ିଆ ପୁଅଙ୍କ ସଫଳତା। ନାସାରେ ରକେଟ ଲଞ୍ଚ କାର୍ଯ୍ୟକ୍ରମରେ କାମ କରିବାର ସୁଯୋଗ ପାଇବେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଜଣେ ମେଧାବୀ ଛାତ୍ର ହ୍ରିଙ୍କାର ମିଶ୍ର। ତୁଳସୀ ଦୁଇପତ୍ରରୁ ବାସିବା ଭଳି ଛାତ୍ର ଜଣଙ୍କ ପ୍ରତିଭା ପିଲାଟି ବେଳୁ…

ଓଭରଟେକ୍‌ ବେଳେ ଦୁଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ: ୨ ଗୁରୁତର

କୋକସରା,୭ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆମପାଣିରୁ ଧର୍ମଗଡ଼କୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ଓ୍ବେର ବଡ଼ କେନ୍ଦୁଗୁଡ଼ା ବଜାର ପଡ଼ିଆ ନିକଟରେ ବୁଧବାର ଅପରାହ୍ନରେ ଦୁଇ ବାଇକ୍‌ ଓଭରଟେକ୍‌ କରୁଥିବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ବଡ଼…

କେସିଙ୍ଗାରେ ବନ୍ଦ ପାଳନ

କେସିଙ୍ଗା,୭ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ କୋଶଳ ରାଏଜ ମୁକ୍ତି ମୋର୍ଚ୍ଚାର ଆହ୍ବାନ କ୍ରମେ ବୁଧବାର ପ୍ରାଣୀ ଚିକିତ୍ସାଳୟ ନିକଟରେ ୨୬ ଜତୀୟ ରାଜପଥ ନିକଟରେ କୋଶଲ ରାଏଜ ଓ କେସିଙ୍ଗା ନଗର କମିଟି ପକ୍ଷରୁ ରାସ୍ତାରୋକୋ କରାଯାଇଥିଲା। ପ୍ରକାଶ ଥାଉକି,…

ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ଏହି ଘଟଣା ପରେ ସୋମବାର ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଥୁ. ରାମପୁର…

ବିଭିନ୍ନ ସ୍ଥାନରେ ଅହିଂସା ରଥକୁ ସ୍ବାଗତ

କର୍ଲାମୁଣ୍ଡା, ୪।୯(ଡି.ଏନ.ଏ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅହିଂସା ରଥକୁ ସ୍ବାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେସିଙ୍ଗା ବ୍ଲକ ବେଲଖଣ୍ଡିଠାରୁ ଅହିଂସା ରଥକୁ କର୍ଲାମୁଣ୍ଡା ବ୍ଲକ ଅଧକ୍ଷ୍ୟା କୁନି ସାହୁଙ୍କ ନେତୃତ୍ୱରେ ଶତାଧିକ ଜନସାଧାରଣ କର୍ଲାମୁଣ୍ଡା ନୋଡାଲ…

ଝାଡ଼ାବାନ୍ତିରେ ୨ ମୃତ, ୧୬ ଆକ୍ରାନ୍ତ

ଭବାନୀପାଟଣା,୪।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ ବିରିକୋଟ ପଞ୍ଚାୟତ ସେମେଲପଦର ଗ୍ରାମର କେନ୍ଦୁପଡାରେ ଗତ ୨ଦିନ ହେଲା ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୬ଜଣ ଆକ୍ରାନ୍ତ ଥିବା ଜଣାପଡିଛି।…

କେନାଲରେ ୨୦ ଫୁଟର ଘାଇ: ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ

ଭବାନୀପାଟଣା,୩ା୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲର ବଗାଡ ନିକଟରେ ଶନିବାର ସନ୍ଧ୍ୟାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ନିକଟରେ ଥିବା ପ୍ରାୟ ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମିରେ ପାଣି ମାଡ଼ି ଯିବାରୁ ଧାନଚାଷ…

ରାତିରେ ବୁଲୁଛି ଭାଲୁ, ଆତଙ୍କିତ ଲୋକେ

ଭବାନୀପାଟଣା,୨।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟିସ୍ତ କଶାକେନ୍ଦୁ ଅଞ୍ଚଳରେ ଏକ ଜଙ୍ଗଲୀ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଯାହାର ଚିତ୍ର ସ୍ଥାନୀୟ ଲୋକେ କ୍ୟାମେରାରେ କଏଦ୍‌ କରିଛନ୍ତି। ନିକଟ ଜଙ୍ଗଲରୁ ଗୋଟିଏ ଭାଲୁ ଆସି ଅଞ୍ଚଳରେ ବୁଲୁଛି। ଖବରପାଇ ଘଟଣାସ୍ଥଳରେ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜୁନାଗଡ଼,୨ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୁରୁବାର ସନ୍ଧ୍ୟାରେ ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯିବା…

ଧୁମ୍‌ଧାମରେ ପାଳିତ ହେଲା ନୂଆଁଖାଇ ପର୍ବ

କର୍ଲାମୁଣ୍ଡା,୧।୯(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଗୁରୁବାର ଧୁମ୍‌ଧାମରେ ପାଳିତ ହୋଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର କୁସୁରଲା, ବିଜାପାଟି,ସାଲେପାଲି,ବାଞ୍ଜିପଦର ଭଳି ଅନେକ ଗାଁରେ ଲୋକେ ଏକାଠି ହୋଇ ସମସ୍ତେ ନର୍ବାନ୍ନ ଖାଇଥିଲେ। ଅଧିକାଂଶ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?