କଳାହାଣ୍ଡି

ମା’ବାପ୍‌ ଛେଉଁଡ୍‌ ତୁଷାରକୁଁ ଉଧାର କଲା ପରଶାସନ

  ଭବାନୀପାଟଣା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ପଁଚେତ୍‌ ବାରିକପଡ଼ାର ମା’ବାପ୍‌ ଛେଉଁଡ୍‌ ତୁଷାର ବାରିକ(୧୧)କୁଁ ସାହାଯ୍‌ର ହାତ୍‌ ବଢ଼େଇଛେ ଜିଲା ଶିଶୁ ମଙ୍ଗଲ ସମିତି। ବୁଧବାର ଜିଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ରାଜେଶ କୁମାର…

ସୂର୍ଯ୍ୟକାନ୍ତିକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

  ପର୍ଲା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ନିସାହା ବିଧବା ସୂର୍ଯ୍ୟକାନ୍ତି ଧରୁଆ(୩୮)। ତାକର ଦୁରଦଶା ବାବ୍‌ଦେ ଗଲା ନଭେମ୍ବର ୧୩ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତା, ଆବାସ…

ବାପ୍‌ କର୍କଟରେ, ଝି’ ରକ୍ତଶିକୁଳି ରୋଗ୍‌ରେ ପୀଡ଼ିତ: ମାଏକିନାର ଉପରେ ପରିବାର ବୋଝ୍‌

କର୍ଲାମୁଣ୍ଡା, ୫ା୧୨ (ଡି.ଏନ.ଏ.)-  ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଦାଦନ୍‌ ସମସିଆ ଉପରେ ଲଗାମ୍‌ କସବାକେ ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଇ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀ, ଥାନୀଅ ନେତାକର ଅଁାତରିକତା ଅଭାବୁ ଅନେକ ହକ୍‌ଦାର…

ଭବାନୀପାଟଣାରୁ ସେକ୍ସ ର଼୍ୟାକେଟ ଠାବ: ୪ ଦେହଜୀବୀ ଉଦ୍ଧାର, ୩ ଯୁବକ ଅଟକ

ଭବାନୀପାଟଣା, ୪।୧୨(ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ୍‌ ଥାନା ପୋଲିସ ସ୍ଥାନୀୟ ନକଟିଗୁଡାରେ ଥିବା ଏକ ଘର ଉପରେ ଚଢ଼ାଉ କରି ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ସେଠାରୁ ୪ଜଣ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ ଯୁବକଙ୍କୁ ଅଟକ ରଖାଯାଇଛି। ଭବାନୀପାଟଣାର ନକଟିଗୁଡା…

ସାତ୍‌ସପନ ହେଇଛେ ବିଜଲିବତୀ ଉକିଆ: ମିଟର, ବୋର୍ଡରେ ସୀମିତ ଯୋଜନା

ପର୍ଲା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଧଅଁରପୁର ପଁଚେତ୍‌ କର୍ଲାପଡ଼ା ଗଁାରେ ବିପିଏଲ୍‌ ବିଦ୍ୟୁତ୍‌ ସଂଯୋଗ ପର୍‌ହସନ ପାଲଟିଛେ। ଗଲା ୩ ବଛର ତଲେ ଗଁାରେ ବିପିଏଲ ପରିବାରମାନକୁ ବିଦ୍ୟୁତ୍‌ ସଂଯୋଗ ଦେବାକେ କାମ୍‌ ମୂଲ ହେଇଥିଲା। ସେଥିରଲାଗି…

ବାପ୍‌ ଆରପାରେ, ମା’ ନିଖୋଜ: ନାବାଲିକ୍‌ ଉପରେ ଭାଇବହେନ୍‌କଁର ବୋଝ

କେସିଙ୍ଗା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ପଁଚେତ୍‌ ଜୋଲକୋ ଗଁାର ଗଉଡ଼ପଡ଼ାର ସୁନୀଲ ବାଗ ଟିବି ରୋଗ୍‌ରେ ପଡ଼ି ୨୦୧୧ ସାଲେ ଆରପାରକେ ଚାଲିଯାଇଛନ୍‌। ସୁନୀଲ ଚାଲିଯିବାର ବଛ୍‌ରେ ଉତାରୁ ତାକର ମାଏକିନା ସତ୍ୟବତୀ ବି ନିଜର ୪ ପିଲାଛୁଆକୁ…

ଝି’ର ଚିକିଛା ଲାଗି ଟଁକା ଅଭାବ୍‌: ସରକାରୀ ସାହାଯ୍‌ ଆଶ୍‌ରେ ଗରିବ୍‌ ମା’ବାପ୍‌

ପର୍ଲା,୨।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ଗାଁର ତରୁଣି ବିଷି(୫)। ଦିନୁଦିନ୍‌କେ ତାକର ମୁଡ଼ର ଆକର ସଂଗେ ଉଜନ ବଢ଼ବାରେ ଲାଗିଛେ। ଏନ୍‌ତାଥି ସେ ବଡ଼ାଦୁଖ୍‌ ପାଉଛନ୍‌। ଇଆଡ଼େ ଗରିବ୍‌ ମା’ବାପ୍‌ ଟଁକା ପଏସା ଅଭାବୁ ଝି’ର…

ଲକ୍ଷାଧିକ ଟଙ୍କାର ଧାନ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତ ଗିରଫ, କ୍ଷତିପୂରଣ ଦାବି

ଭବାନୀପାଟଣା,୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଲ ପଞ୍ଚାୟତ ଅଜରାଇ ଗାଁର ଚାଷୀମାନେ ଖଳାରେ ଧାନ ରଖିଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେବାରୁ ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ଅଜରାଇ ଗାଁର ଚାଷୀ ଫଟୁ…

ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ଗୁରୁତର ହେବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ

କୋକସରା,୩୦।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ,ମଧ୍ୟାହ୍ନରେ ଧାନଖଳାରେ ଖେଳୁଥିବା ବେଳେ…

ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର

କୋକସରା,୩୦।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

ନିସାହା ଗୁରୁବାରୀକୁଁ ସାହାଯ୍‌ର ହାତ୍‌ ବଢ଼ାଲେ ବିଡିଓ

କେସିଙ୍ଗା, ୩୦।୧୧ (ଡି.ଏନ.ଏ.)-  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୁନମାଠ ପଁଚେତ୍‌ ଅଧୀନ ମୁଣ୍ଡାପଡ଼ାର ନିସାହା ବିଧବା ମହିଲା ଗୁରୁବାରୀ ରଣା(୬୦)କୁଁ କେସିଙ୍ଗା ବିଡିଓ ଭୀମସେନ ଶବର ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ସେ ଅନେକ ଦିନ୍‌ ହେଲା ରୋଗ୍‌ ଲାଗି ବଡ଼ା…

କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି: ମୁଖ୍ୟ ଶାସନ ସଚିବଙ୍କୁ ଛାତ୍ର ବିଜେଡିର ଦାବିପତ୍ର

ଭବାନୀପାଣା,୨୯।୧୧(ଡି.ଏନ୍‌.ଏ.): ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ପରେ ବର୍ତ୍ତମାନ କଳାହାଣ୍ଡି ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି ଜୋର ଧରିଛି। ରାଜ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ କଳାହାଣ୍ଡି ଗସ୍ତରେ ଆସିଥିବା ବେଳେ କଳାହାଣ୍ଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri