କଳାହାଣ୍ଡି

ମୁଣ୍ଡରା ବ୍ରିଜ୍‌ରେ ଫାଟ, ଖସୁଛି ବଡ଼ ବଡ଼ ସିମେଣ୍ଟ ଖଣ୍ଡ

କୋକସରା,୧୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥ ଭବାନୀପାଟଣାରୁ ଜୟପୁରକୁ ସଂଯୋଗ କରୁଥିବା ରାସ୍ତାର କୋକସରା ବ୍ଲକ ରେଙ୍ଗାଳପାଲି ଛକ ନିକଟରେ ଥିବା ମୁଣ୍ଡରା ନଦୀ ବ୍ରିଜ୍‌ରେ ଫାଟ ସୃଷ୍ଟି ହୋଇଛି। ବ୍ରିଜ୍‌ର ଜଏଣ୍ଟରେ ଅନେକ ମାସ…

ଦ୍ୱିତୀୟ ଥର ପାଇଁ ଇଣ୍ଡିଆ ବୁକଅଫ ରେକର୍ଡ଼

ଜୁନାଗଡ଼,୧୬।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ମୁଣ୍ଡରାଗୁଡା ପଞ୍ଚାୟତ ଚିଲିଗୁଡା ଗ୍ରାମର ସ୍ବୟଂଶିବ ଜୋଶୀ ଇଣ୍ଡିଆ ବୁକଅଫ ରେକର୍ଡରେ ନିଜ ସ୍ଥାନ ଦ୍ୱିତୀୟ ଥର ପାଇଁ ବଜାୟ ରଖିଛନ୍ତି। ସେ ୨୦୨୧ରେ ୩୭ ସେକେଣ୍ଡରେ ୯ ଫୁଟ ବିଶିଷ୍ଟ ୩ଟି…

ଚୋରି ଜେସିବି ବିକ୍ରି ଅଭିଯୋଗ, ଦୁଇ ଗିରଫ

କୋକସରା,୧୩ା୪(ଡି.ଏନ୍‌.ଏ.): ଜେସିବି ଚୋରି କରି ଜନୈକ କବାଡ଼ି ବ୍ୟବସାୟୀ ନିକଟରେ ବିକ୍ରି କରିବା ଘଟଣା କୋକସରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। କୋକସରା ପୋଲିସ ଘଟଣାର ତଦନ୍ତ କରି ଦୁଇ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଏକ ଠିକାସଂସ୍ଥାରେ…

କୋକସରାରେ ମା’ ଠାକୁରାଣୀଙ୍କ ଘଟଯାତ୍ରା; ଅଞ୍ଚଳରେ ଭକ୍ତିମୟ ପରିବେଶ

କୋକସରା, ୧୨।୪(ଡି.ଏନ୍‌.ଏ.): ଚୈତ୍ର ମାସରେ କଳାହାଣ୍ଡି ଜିଲା କୋକସରାରେ ଅନୁଷ୍ଠିତ ହୋଇଥାଏ ମା’ ଠାକୁରାଣୀଙ୍କ ଘଟଯାତ୍ରା। ଏହାକୁ ନେଇ ଅଞ୍ଚଳରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥାଏ। ତେବେ ସୋମବାର ମା’ଙ୍କ ଘଟଯାତ୍ରା ଆରମ୍ଭ ହୋଇ ମଙ୍ଗଳବାର ସମାପନ ହୋଇଛି। ପୂର୍ବ ନିର୍ଦ୍ଧାରିତ…

ସପ୍ତାହେ ହେଲା ନେଟୱର୍କ ଫେଲ

ଲାଞ୍ଜିଗଡ,୧୨।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ୭ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ୍‌ ରହିଛି। ଫଳରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଲାଞ୍ଜିଗଡ ସହରରେ ଅଧିକାଂଶ ଗ୍ରାହକ ବିଏସ୍‌ଏନ୍‌ଏଲ୍‌…

ଚୈତ୍ରରେ ଜଳ ସଙ୍କଟ

କର୍ଲାମୁଣ୍ଡା: ୧୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚୈତ୍ର ମାସ ନ ସରୁଣୁ ପାନୀୟ ଜଳ ସଙ୍କଟ ଦେଖା ଦେଇଛି। ବ୍ଲକରେ ଥିବା ଉତେଇ ନଦୀରେ ପାଣି ଶୁଖି ଯିବାରୁ ପାଇପ୍‌ ଜଳ ଯୋଗାଣ ଠପ୍‌ ହୋଇଯାଇଛି। ଫଳରେ ପାଣି ପାଇଁ…

ସ୍କୁଟିକୁ ପିଟିଲା ବାଇକ୍‌, ଯୁବ ବ୍ୟବସାୟୀ ମୃତ; ୨ ଗୁରୁତର

ଲାଞ୍ଜିଗଡ଼,୧୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବାବେଳେ ରବିବାର ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି । ସୂଚନାନୁସାରେ, ଲାଞ୍ଜିଗଡ଼ର ଯୁବ କପଡ଼ା ବ୍ୟବସାୟୀ ଦୀପକ କୁମାର…

୨ ବର୍ଷ ହେବ ଟ୍ରେନ୍‌ ଚଳାଚଳ ବନ୍ଦ: ରୁପ୍ରାରୋଡ ଷ୍ଟେଶନରେ ଆନ୍ଦୋଳନ

ରୁପ୍ରାରୋଡ,୧୦।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ରୁପ୍ରାରୋଡ ରେଳ ଷ୍ଟେଶନରେ ରେଳଯାତ୍ରୀ ସୁରକ୍ଷା ସମିତି, ରୁପ୍ରାରୋଡ ପକ୍ଷରୁ ରବିବାର ସକାଳୁ ଆନ୍ଦୋଳନ ଜାରି ରହିଛି। (୧୮୫୧୭- କୋରବା), (୧୮୫୧୮ – ବିଶାଖାପାଟଣା) ଭଳି ଅନେକ ଟ୍ରେନ୍‌ ୨ ବର୍ଷ ଧରି କରୋନା ସଂକ୍ରମଣ ଲାଗି…

ନୂଆପଡ଼ାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ

ନୂଆପଡ଼ା ଅଫିସ,୯।୪: କଳାହାଣ୍ଡି ପରେ ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ସେବା ପାଇଁ କଟକ ବଡମେଡିକାଲ ଏବଂ ବୀର ସୁରେନ୍ଦ୍ର ସାଏ ମେଡିକାଲରୁ ୭ଜଣ ବିଶେଷଜ୍ଞ ଡାକ୍ତରୀ ଟିମ୍‌ ଶୁକ୍ରବାର ସ୍ବତନ୍ତ୍ର…

ଆମ ଜଙ୍ଗଲ ଯୋଜନାରେ ଦୁର୍ନୀତି: ନିଲମ୍ବିତ ହେଲେ ଫରେଷ୍ଟର

କୋକସରା,୮।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବନାଞ୍ଚଳ ଆମପାଣି ଫରେଷ୍ଟର ଜଗନ୍ନାଥ ନାଗଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଆମ ଜଙ୍ଗଲ ଯୋଜନାରେ କାର୍ଯ୍ୟ କରିଥିବା ଶ୍ରମିକଙ୍କ ଲକ୍ଷାଧିକ ଟଙ୍କା ବାଟମାରଣା ମାମଲାରେ ଦକ୍ଷିଣ ବନଖଣ୍ଡ ଅଧିକାରୀ ଲାଡେ ଗଜାନନ ଦୟାନନ୍ଦ ଫରେଷ୍ଟର…

ଦୁର୍ନୀତି ଅଭିଯୋଗ ପରେ ବଣ୍ଟାହେଲା ରାଶନ ଚାଉଳ

କେସିଙ୍ଗା,୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ମହାଗା, ଜାମଜୋର, ମାଟିଆ, ଦେଓଗାଁ ଗ୍ରାମର ରାଶନ ଚାଉଳ ବଣ୍ଟନରେ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଥିଲା। ଏପରିକି ସେଲ୍‌ସମ୍ୟାନ ଗତ ଜାନୁଆରୀ ମାସର ଚାଉଳ ହିତାଧିକାରୀଙ୍କୁ ଦେଇ ନ ଥିବା ଗତ…

ନିର୍ଦ୍ୱନ୍ଦ୍ୱରେ ଭାଇସ୍‌ ଚେୟାରମ୍ୟାନ୍‌ ନିର୍ବାଚିତ

କେସିଙ୍ଗା,୭ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଭାଇସଚେୟାର ମ୍ୟାନ୍‌ ଭାବେ ୮ ନମ୍ବର ଓ୍ବାର୍ଡର ସରସ୍ବତୀ ସାହା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏହି ନିର୍ବାଚନରେ ନର୍ଲା ବିଧାୟକ ଭୂପିନ୍ଦର ସିଂ, ଟାଉନ ସଭାପତି ରମେଶ ପଟ୍ଟନାୟକ ପ୍ରମୁଖ ବିଜେଡିର ସମସ୍ତ କାଉନସେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?