କଳାହାଣ୍ଡି

ଜନବସତି ମୁହାଁ ଭାଲୁ, ଲୋକେ ଭୟଭୀତ

କୋକସରା,୬ା୪(ଡି.ଏନ.ଏ): ଜଙ୍ଗଲ ନଷ୍ଟ କାରଣରୁ ହେଉ ଅବା ଖାଦ୍ୟ ଅନ୍ବେଷଣରେ ଏବେ ଜନ ବସତିମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ପ୍ରଚଣ୍ଡ ଖରା ଯୋଗୁ ଏବେ ଜଙ୍ଗଲରେ ଖାଦ୍ୟର ଅଭାବ ସାଙ୍ଗକୁ ଜଙ୍ଗଲରେ ନିଆଁ ଲାଗୁଥିବା ଯୋଗୁ ଗାଁ ମୁହାଁ ହୋଇଛି ଭାଲୁ…

ଟ୍ରେନ୍‌ ଭିତରେ ଚାଲିଛି ଶିକ୍ଷାଦାନ

କୋକସରା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ସାହାଜଖୋଲ ଜଙ୍ଗଲ ମଧ୍ୟରେ ରହିଥିବା ଆଦିବାସୀ ଗାଁ ବିରିମୁହାଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରୂପରେଖ ଦୂରରୁ ଦେଖି ଯେ କେହି ଘଡ଼ିଏ ଅଟକି ଯିବ। ଦୂରରୁ ଟ୍ରେନ୍‌ ସଦୃଶ ଦେଖାଯାଉଛି ସ୍କୁଲ।…

ବ୍ଲକ ଉପାଧ୍ୟକ୍ଷାଙ୍କୁ ଦେଉନାହାନ୍ତି ପ୍ରକୋଷ୍ଠ

କେସିଙ୍ଗା,୪।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଭାଇସଚେୟାର ମେନ(ଉପାଧ୍ୟକ୍ଷ) ନିର୍ବାଚନ ଶେଷ ହୋଇଛି। ଉପାଧ୍ୟକ୍ଷ ଭାବେ ଦେଓଗାଁ ପଞ୍ଚାୟତ ସମିତି ସଭ୍ୟା ରାଜଲଷ୍ମୀ ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି। ହେଲେ ବ୍ଳକ କାର୍ଯ୍ୟାଳୟରେ ତାଙ୍କୁ ବସିବା ପାଇଁ ପ୍ରକୋଷ୍ଠ ଦିଆଯାଉ ନ…

କେସିଙ୍ଗା ବ୍ଲକ ସରପଞ୍ଚ ସଂଘର କର୍ମକର୍ତ୍ତା ଚୟନ

କେସିଙ୍ଗା,୩ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସରପଞ୍ଚ ସଂଘର କର୍ମକର୍ତ୍ତା ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସଭାଗୃହରେ ତୁଣ୍ଡଳା ପଞ୍ଚାୟତର ସରପଞ୍ଚ ସରୋଜ ସେଠୀଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଥିଲା। ଫଟକାମାଲ ପଞ୍ଚାୟତର ସରପଞ୍ଚ ସଭାପତି ଭାବେ ସୁବୋଧ ରଣା, ଉପସଭାପତି…

ଟ୍ରକ୍‌ ଦୁର୍ଘଟଣା: ଜଣେ ମୃତ

ରୁପ୍ରା ରୋଡ଼,୨।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅନ୍ତର୍ଗତ ଗୋହିରାପଦର ରେଳ ଫାଟକ ନିକଟରେ ଶନିବାର ଏକ ଟ୍ରକ୍‌ ଦୁର୍ଘଟଣା ଘଟିଛି। ଏଥିରେ ଟ୍ରକ୍‌ ହେଲପରଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ଅଳ୍ପକେ ବର୍ତ୍ତିଯାଇଛନ୍ତି । ଦୁର୍ଘଟଣାସ୍ଥଳରେ ନର୍ଲା ପୋଲିସ ପହଞ୍ଚି…

କନ୍ୟାଶ୍ରମର ୨୬ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ

ଭବାନୀପାଟଣା,୩୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଦୁଲକିବନ୍ଦ ସରକାରୀ କନ୍ୟାଶ୍ରମର ୨୬ଜଣ ଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। କେଉଁ କାରଣରୁ ଏତେ ସଂଖ୍ୟକ ଛାତ୍ରୀ ଆକ୍ରାନ୍ତ ହେଲେ ସେ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି କରିଛି। ଖାଦ୍ୟରେ କିଛି ଅପମିଶ୍ରଣ ଯୋଗୁ…

ଏନ୍‌ଏସି ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

କେସିଙ୍ଗା,୩୦ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ନବ ନିର୍ବାଚିତ ଅଧ୍ୟକ୍ଷ ନୃପରାଜ ଯାଦବ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନ୍‌ଏସିର ନିର୍ବାହୀ ଅଧିକାରିଣୀ ମିସ୍‌ କିରଣ ବେହେରା ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଥିଲେ। ପରେ ଅଧ୍ୟକ୍ଷ ସମର୍ଥକଙ୍କ ସହିତ ନିଜ…

ବିଲରୁ ମିଳିଲା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ: ହତ୍ୟା କରି ପୋଡ଼ିଦେଇଥିବା ସନ୍ଦେହ

ଜୁନାଗଡ଼,୩୦।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମେରିଆବନ୍ଧଲି ଗ୍ରାମ ନିକଟସ୍ଥ ଏକ ବିଲରୁ ବୁଧବାର ସକାଳେ ଜଣେ ଅଜଣା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ଜୁନାଗଡ଼ ପୋଲିସକୁ ଖବର ଦେଇଥିଲେ। ଖବର…

ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ୫୬୭ ଚିକିତ୍ସିତ

ଭବାନୀପାଟଣା,୩୦ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ପ୍ରଥମ ଥର ପାଇଁ ସୋମବାରଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର ଓ ମଙ୍ଗଳବାର ୨ ଦିନରେ ଜିଲାର ୫୬୭ଜଣ ରୋଗୀ ଚିକିତ୍ସିତ ହୋଇଛନ୍ତି। ମଙ୍ଗଳବାର ଦ୍ୱିତୀୟ ଦିନରେ ୫ଜଣ ସୁପର ସ୍ପେଶାଲିଷ୍ଟ…

ଜନ୍ମଦିନ ପାଳନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣା

କୋକସରା,୨୮ା୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା-କୋକସରା ରାସ୍ତାରେ ସୋମବାର ୩ଜଣ ଛାତ୍ରୀ ଏକ ସ୍କୁଟିରେ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଛନ୍ତି। ଫଳରେ ଜଣେ ଛାତ୍ରଙ୍କ ଗୋଡ ଭାଙ୍ଗି ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସୋମବାର ଥିଲା…

ଭବାନୀପାଟଣା ପୌରଧ୍ୟକ୍ଷା ହେଲେ ସଂଯୁକ୍ତା ବେହେରା

ଭବାନୀପାଟଣା,୨୬।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ପୌରଧ୍ୟକ୍ଷା ଭାବେ ବିଜେଡିର ସଂଯୁକ୍ତା ବେହେରା ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ନିକଟତ୍ତମ ପ୍ରତିଦ୍ବନ୍ଦୀ ଭାଜପାର ବିନିତା ଦାଶଙ୍କୁ ୯୧୨ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ବିଜୟୀ ହେବା…

ବିଜେଡି ଦଖଲ କଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ପଦ

କେସିଙ୍ଗା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ଭାବେ ବିଜେଡି ପ୍ରାର୍ଥୀ ନୃପରାଜ ଯାଦବ ବିଜୟୀ ହୋଇଛନ୍ତି। ନୃପରାଜ ୫୧୦୩ ଖଣ୍ଡ ଭୋଟ ପାଇ ଥିବାବେଳେ କଂଗ୍ରେସର ରାମ କୁମାର ଜୈନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?