ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ
ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍ର ଚିତ୍ର ସାମ୍ନାକୁ ଆସିଛି। ମାତ୍ର ୫ ମାସ ତଳେ ନିର୍ମିତ ପୋଲର ପ୍ରୋଟେକ୍ସନ ୱାଲ୍…
ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ
କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା ଅବକାରୀ ଅଧିକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି। କେସିଙ୍ଗା-ଟିଟିଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା…
ଥୁଆମୂଳ ରାମପୁରରେ ୭୭ତମ ବନ ମହୋତ୍ସବ ସପ୍ତାହ, ବିଚାରପତି…
ଥୁଆମୂଳ ରାମପୁର,୮।୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ଏବଂ ତାଲୁକ ଆଇନ ସେବା ସମିତିର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ-୨୦୨୬ ଉଦଯାପିତ ହୋଇଯାଇଛି। ଗତ ଜୁଲାଇ ୧ ତାରିଖରୁ…
ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ
ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍ସିସିଏଙ୍କୁ ଜାତିଆଣି ଆକ୍ଷେପ କରି ମାନସିକ ନିର୍ଯାତନା ଦେବା ସହ ଫେବର୍ ମାଗୁଥିବା ଅଭିଯୋଗ…
କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ
କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର ଥିବାବେଳେ ଏସଆଇଆର ପରେ ବର୍ତ୍ତମାନ ୧୩ ହଜାର ୪୩୬ ଜଣ ମତଦାତା ରହିଛନ୍ତି।…
ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…
ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର ଶୁଣିବା ପରେ ନିଜକୁ ଅସହାୟ ମନେକରି ଦୁଃଖରେ ଭାଙ୍ଗିପଡ଼ିଲେ। ଶେଷରେ କିଛି ନିଷ୍ପତ୍ତି…
ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ
ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ ବର୍ଷା ହେବା ପରେ ଚାଷୀମାନେ ତରବରିଆ ଭାବେ ଜମି ପ୍ରସ୍ତୁତ କରି କପା…
ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି
ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ବାଦିବାହାଲ ପଞ୍ଚାୟତ ଅଗଲାପାଲି ଗାଁର ଧନମାଳୀ ସାହୁ…
ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ
ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର ଜଣେ ମେଟ୍ରନ୍ ଏବଂ ଦୁଇ ଜଣ ଏଲସିସିଏ (LCCA) ମହିଳା କର୍ମଚାରୀଙ୍କୁ ପ୍ରଧାନ…
ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ
ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟଠାରେ ଏକ ବିଶାଳ ଗଣଘେରାଉ ଅନୁଷ୍ଠିତ ହୋଇଯାଇଛି।…
ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍
ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗ୍ରାମର ପାର୍ଥବ ସାହୁଙ୍କ ଘରୁ ନଗଦ ୨ ଲକ୍ଷ ପଚାଶ…
ପୁରୀ-କୋରାପୁଟ ସ୍ପେସିଆଲ୍ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି
କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ସୋମବାର ପୂର୍ବାହ୍ନ ୧ଟାରେ ପୁରୀ ରେଲୱେ ଷ୍ଟେଶନରୁ ଗ୍ରୀନ…

