ସନ୍ଧ୍ୟା ହେଲେ ଅଜଣା ଭୟରେ ପଡ଼ୁଛି ତାଟିକବାଟ: ସଚେତନ କରିବାକୁ ଅଣ୍ଟା ଭିଡିଲେ ଯୁବ ସରପଞ୍ଚ
କୋକସରା,୨।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଗତକିଛି ଧରି ରାତିରେ ସନ୍ଦିଗ୍ଧ ବ୍ୟକ୍ତି ମାନେ ବୁଲୁଥିବା ଏବଂ ଚୋରି ଡକାୟତି କରୁଥିବା ନେଇ ବିଭିନ୍ନ ସୋସିଆଲ ମିଡ଼ିଆରେ ଖବର ଭାଇରାଲ ହେଉଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଏକ ଅଜଣା ଭୟ…
କୋକସରା ତହସିଲର ନୂତନ ତହସିଲଦାର
କୋକସରା,୨।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ଯୋଗଦେଲେ ନୂତନ ତହସିଲଦାର। ପୂର୍ବରୁ ଥିବା ତହସିଲଦାର ମନୋଜ ପାଢ଼ୀଙ୍କୁ ଫୁଲବାଣୀ ଜିଲା ଟିକାବାଲି ବିଡିଓ ଭାବେ ବଦଳି କରାଯିବାପରେ ତାଙ୍କ ସ୍ଥାନରେ ନୂତନ ତହସିଲଦାର ଭାବେ ରାକେଶ ପରୁଆ କାର୍ଯ୍ୟଭାର ଗ୍ରହଣ…
ଝିଅକୁ ଖୋଜି ଆଣିବାକୁ ଥାନାର ଦ୍ୱାରସ୍ଥ ହେଲେ ବାପା
କୋକସରା,୩୧ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝୀଗୁଡ଼ା ପଞ୍ଚାୟତ ମହୁଳମୁଣ୍ଡା ଗାଁର ଧବଳେଶ୍ବର ରାଉତଙ୍କ ଝିଅ ଜୟନ୍ତୀ(୧୮) ଗତ ୨୬ ତାରିଖ ରାତିରୁ ନିଖୋଜ ଅଛନ୍ତି। ପରିବାର ଲୋକେ ଖୋଜାଖୋଜି କରିବା ପରେ ତାଙ୍କର କୌଣସି ପତ୍ତା ପାଇ ନ…
ବିଦ୍ୟୁତ୍ ବିଲ୍ ପୈଠ ପରେ ବି ଲାଗିଲାନି ଟ୍ରାନ୍ସଫର୍ମର
କୋକସରା,୩୦ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ଗୁଡ଼ା ଗ୍ରାମରେ ଲାଗିଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମର ଜୁଲାଇ ୭ରୁ ବଜ୍ରପାତରେ ପୋଡ଼ି ଯାଇଥିଲା। ପରେ ଗ୍ରାମବାସୀ କୋକସରା ବ୍ଲକ ବିଦ୍ୟୁତ୍ ବିଭାଗୀୟ ଟାଟା ପାଓ୍ବାରର କନିଷ୍ଠ ଯନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ତେବେ କନିଷ୍ଠ ଯନ୍ତ୍ରୀ…
୮ ଶ୍ରେଣୀକୁ ଅଛି ୨ କୋଠରୀ: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
କୋକସରା,୨୯।୭(ଡି.ଏନ୍.ଏ.): ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ। ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଛାତ୍ରଛାତ୍ରୀଙ୍କୁ ସ୍କୁଲ ମୁହାଁ କରିବା ପାଇଁ ମାଗଣା ପାଠ୍ୟପୁସ୍ତକ, ଖାଦ୍ୟ, ପୋଷାକ ସମେତ ଅନେକ ଯୋଜନା ପ୍ରଣୟନ…
ଶାଶୁ, ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ, ଜ୍ବାଇଁଙ୍କ ଏପରି କାରନାମା ବୋଲି ଅଭିଯୋଗ ଆଣିଲେ ଶ୍ୱଶୁର
ଭବାନୀପାଟଣା,୨୯।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଧୀନ ବଲାଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘରେ ଶୋଇଥିବା ବେଳେ କବାଟ ଫାଙ୍କରୁ ପେଟ୍ରୋଲ ଢାଳି ନିଆଁ ଲଗାଇ ଶାଶୁ, ଶ୍ୱଶୁରଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଏଥିରେ…
ଡକାୟତି ବେଳେ ଗୁଳିମାଡ଼ରେ ଘର ମାଲିକଙ୍କ ପୁଅ ଗୁରୁତର
କୋକସରା,୨୮।୭(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ଥାନା କାଶିବାହଲ ଗାଁ ଚଞ୍ଚରାପଡାରେ ଏକ ଲୁଟ୍ ହୋଇଛି। ଗାଁରେ ରହୁଥିବା ଋଷିମଣି ପୂଝାରି (୪୫)ଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ୧୦ରୁ ୧୨ ମୁଖାପିନ୍ଧା ଦୁବୃର୍ତ୍ତ ଘର କବାଟ ଭାଙ୍ଗି ଘରେ ପଶି ପରିବାରଲୋକଙ୍କୁ…
ବଦଳିଲେ ବିବାଦୀୟ ଶିକ୍ଷୟିତ୍ରୀ
ମ.ରାମପୁର,୨୭ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମଦନପୁର ରାମପୁର ସହର ମଧ୍ୟରେ ଥିବା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିବାଦୀୟ ପ୍ରଧାନଶିକ୍ଷୟିତ୍ରୀ ଯଶୋବନ୍ତୀ ସେନାପତିଙ୍କୁ ବଦଳି କରାଯାଇଛି। ଜିଲା ଶିକ୍ଷାଧିକାରୀଙ୍କ ଅନୁମୋଦନ କ୍ରମେ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେତୁ ଗୋଷ୍ଠୀ ଶିକ୍ଷାଧିକାରୀ, ମ.ରାମପୁର ନିର୍ଦ୍ଦେଶିତ…
ଆମପାଣି ଘାଟିରେ ସଡକ ଦୁର୍ଘଟଣା, ଚାଲିଗଲା ଜଣଙ୍କ ଜୀବନ
କୋକସରା,୨୭।୭(ଡି.ଏନ.ଏ): କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଅଛନ୍ତି। ବୁଧବାର ମଧ୍ୟାହ୍ନରେ ନବରଙ୍ଗପୁରରୁ ଭବାନୀପାଟଣା ଆସୁଥିବା ଏକ ହୋଣ୍ଡା ସାଇନ…
ପୁଣି ଚମକିଲେ ସୌରଭ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ପଶ୍ଚିମ ଓଡ଼ିଶା ଟପ୍ପର
ଭବାନୀପାଟଣା,୨୭ା୭(ସ୍ବ.ପ୍ର.): ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ପ୍ରଗତି କଲେଜର ଛାତ୍ର ସୌରଭ କୁମାର ସର୍ବାଧିକ ନମ୍ବର ରଖିଜିଲା ସମେତ ପଶ୍ଚିମ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ ମୋଟ୍…
ଅସ୍ଥାୟୀ ପୋଲ ନିର୍ମାଣ ପରେ ସ୍ବାଭାବିକ ହେଲା ଜୁନାଗଡ଼-ଧର୍ମଗଡ଼ ରାଜପଥ
ଭବାନୀପାଟଣା,୨୬।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟ ହାଲେର ଯୋରରେ ବନ୍ୟା ପାଣି ଆସି ଗତ ୨୩ ତାରିଖରେ ଆପ୍ରୋଚ୍ ପୋଲ ଧୋଇ ହୋଇଯାଇଥିଲା। ଫଳରେ ଜୁନାଗଡ଼-ଧର୍ମଗଡ଼ ଜାତୀୟ ରାଜପଥ ୧୩୦-ସିରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଘଟଣାର ୨ଦିନ ପରେ…
୮ ସାର ଦୋକାନରେ ପ୍ରଶାସନର ଧରପଗଡ଼
କୋକସରା,୨୫।୭(ଡି.ଏନ୍.ଏ.): କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ସାର ଚାଲାଣ ଧରାପଡ଼ିବା ପରେ କଳାହାଣ୍ଡି ଜିଲା ପ୍ରଶାସନ ଏବଂ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଜାରି ରହିଛି। ଧର୍ମଗଡ଼ ଉପ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୋକସରା ବ୍ଲକର ବିଭିନ୍ନ ସାର ହୋଲସେଲ୍ ସମେତ ରିଟେଲ ଦୋକାନରେ…

