ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାତ୍କାର -ଭିଡିଓ ଭାଇରାଲ ପରେ ପୀଡିତା ଥାନାରେ ଅଭିଯୋଗ କଲେ
ଜୁନାଗଡ଼,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଏକ ଗଣ ବଳାତ୍କାର ଘଟଣା ଘଟିଛି। ଜଣେ ନର୍ସିଂ ଛାତ୍ରୀଙ୍କୁ ଲିଫ୍ଟ ଦେବା ଆଳରେ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯାଇଛି ା ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ା ଏ ନେଇ ଜୁନାଗଡ ଥାନାରେ…
ବର୍ଷାରେ ଘର ଭାଙ୍ଗିବା ମାସେ ବିତିଲା : ମିଳୁନି କ୍ଷତିପୂରଣ, ପର ଘରେ ଆଶ୍ରୟ ନେଇଛନ୍ତି ସୁମନ୍ତଙ୍କ ପରିବାର
କର୍ଲାମୁଣ୍ଡା,୨୩।୯(ଡି.ଏନ୍.ଏ.) : କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ରେଗେଡ଼ା ପଞ୍ଚାୟତ ଯୋଗୀପିଲା ଗ୍ରାମର ସୁମନ୍ତ କୁମାରଙ୍କ ଘର ଭାଙ୍ଗିଯାଇଥିଲା। ସେ ସ୍ଥାନୀୟ ସରପଞ୍ଚ, ରାଜସ୍ବ ନିରୀକ୍ଷକଙ୍କୁ ପଲିଥିନଟିଏ ପାଇଁ ବାରମ୍ବାର ଆବେଦନ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ସପ୍ତମ ଦିବସ:ଷ୍ଟାର ଇଲେଭେନ୍-ଇଭିନିଂ କ୍ଲବ ମ୍ୟାଚ୍ ଡ୍ର
ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଶନିବାର ସପ୍ତମ ମ୍ୟାଚ୍ ଷ୍ଟାର ଇଲେଭେନ୍ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସଂଘର୍ଷପୂର୍ଣ୍ଣ ମ୍ୟାଚ୍ରେ କେହି କାହାକୁ ଗୋଲ…
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
କୋକସରା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ପକ୍ଷରୁ ଥାନା ଅଧିକାରୀ ପୁଷ୍ପାଞ୍ଜଳି ନେଗୀଙ୍କ ନେତୃତରେ ସଡକ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ବୁଢାରାଜ ମନ୍ଦିର ନିକଟରୁ ସ୍କୁଲ ଛାତ୍ରୀଛାତ୍ର, ଜନପ୍ରତିନିଧି ଓ ସେଚେତନ…
ପୂର୍ତ୍ତ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ
କର୍ଲାମୁଣ୍ଡା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଶନିବାର ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ଲାକାର୍ଡ ଓ ବ୍ୟାନର ଧରୀ ବିଭାଗୀୟ କର୍ମଚାରୀଙ୍କ ସମେତ ସ୍ଥାନୀୟ ଯୁବସ୍ବେଚ୍ଛା ସେବୀମାନେ ସାମିଲ…
ଜିଲା ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ଜରୁରୀ ବୈଠକ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣାସ୍ଥିତ କର୍ମଚାରୀ ଭବନଠାରେ ଶନିବାର ସନ୍ଧ୍ୟାରେ ଭାବଗ୍ରାହୀ ନାୟକଙ୍କ ସଭାପତିତ୍ୱରେ ଜିଲା ୪ର୍ଥ କର୍ମଚାରୀ ସଂଘ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପଦେଷ୍ଟା ରୂପକେଶର ଦଳାଇ, ଅଶୋକ କୁମାର ନାଏକ, ଅମଲା ସଂଘ ସଭାପତି ସୁକାନ୍ତ ମହାପାତ୍ର, ୪ର୍ଥ…
ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରାରେ ପଶୁବଳି ବନ୍ଦ ପାଇଁ ପଦକ୍ଷେପ:ଲୋକଙ୍କୁ ସଚେତନ କରିବ ପୋଲିସ ପ୍ରଶାସନ
ଭବାନୀପାଟଣା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଅକ୍ଟୋବର ୬ ତାରିଖ (ରବିବାର) ମହାସମାରୋହରେ ଅନୁଷ୍ଠିତ ହେବ । ପୋଲିସ ପ୍ରଶାସନ ତରଫରୁ କିପରି ଛତରଯାତ୍ରା ଓ ଦୁର୍ଗାପୂଜା ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ ହେବା ସହିତ ଛତ୍ରଯାତ୍ରା ସମୟରେ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଷଷ୍ଠ ଦିବସ: ଇଣ୍ଡିଆନ୍ କ୍ଲବ ୨-୧ ଗୋଲରେ ବିଜୟୀ
ଭବାନୀପାଟଣା,୨୧।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ର ଶୁକ୍ରବାର ଷଷ୍ଠ ମ୍ୟାଚ୍ ଇଣ୍ଡିଆନ୍ କ୍ଲବ ବନାମ ଶ୍ରୀକ୍ରିଷ୍ଣା କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଇଣ୍ଡିଆନ୍ କ୍ଲବ ୨-୧ ଗୋଲରେ ବିଜୟୀ…
ବିରୋଧୀଦଳ ନେତାଙ୍କ ବୋର୍ଡା ଅଞ୍ଚଳ ଗସ୍ତ
ଭବାନୀପାଟଣା,୨୧।୯(ଡି.ଏନ.ଏ.) ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବୋର୍ଡା ଅଞ୍ଚଳ ଗସ୍ତ କରିଛନ୍ତି। ସେ ଗୁରୁଜୁଙ୍ଗ ପଞ୍ଚାୟତ ବାଲିପଦର ଗାଁରେ ଦେଖାଦେଇ ଥିବା ପାନୀୟ ଜଳ ସମସୟା, ଗୁରୁଜୁଙ୍ଗ ଗାଁରେ ବିଜୁଳି ସମସ୍ୟା ସମାଧାନ ସହ…
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
କୋକସରା,୨୧।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ପରିସରଠାରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ କୋକସରା ବ୍ଲକ ଅଧ୍ୟକ୍ଷା ସବ୍ୟାରାଣୀ ବାଗ, ବିଡିଓ ବସନ୍ତ କୁମାର ସେଠୀ, କୋକସରା ସମିତି ସଭ୍ୟ ତ୍ରିଭୁବନ…
କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା
ଭବାନୀପାଟଣା,୨୦।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏଣିକି କଳାହାଣ୍ଡି ଜିଲାର ଛାତ୍ରୀଛାତ୍ର ସମ୍ବଲପୁର ନ ଯାଇ ଜିଲାରେ ଉଚ୍ଚ ଶିକ୍ଷା ଓ ଗବେଷଣାର ସୁବିଧା ପାଇପାରିବେ । ଭବାନୀପାଟଣାଠାରେ ଅବସ୍ଥିତ ଜିଲାର ଏକମାତ୍ର ସ୍ବୟଂ ଶାସିତ…
୨ କୁଇଣ୍ଟାଲ ଗଞ୍ଜେଇ ସହ ୧ ଲକ୍ଷ ଟଙ୍କା ଜବତ: ୨ ଅଭିଯୁକ୍ତ କୋର୍ଟ ଚାଲାଣ
କେସିଙ୍ଗା, ୨୦।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଞ୍ଚାୟତ ଖ୍ରୀଷ୍ଟିଆନପଡ଼ା ବଞ୍ଜିମୁଣ୍ଡା ଗ୍ରାମରେ କେସିଙ୍ଗା ପୋଲିସ ଚଢ଼ାଉ କରି ୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ…
Archives


