କଳାହାଣ୍ଡି

ଉତ୍କେଲା ବିମାନ ବନ୍ଦରରେ ପହଞ୍ଚିଲା ଫାୟାର ଫାଇଟିଂ ଭ୍ୟାନ୍‌

ଭବାନୀପାଟଣା,୧୦।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଉତ୍କେଲା ବିମାନ ବନ୍ଦରରେ ରବିବାର ଫାୟାର ଫାଇଟିଂ ଭ୍ୟାନ୍‌ ପହଞ୍ଚିଛି। ଏହି ଭ୍ୟାନ ବିମାନ ବନ୍ଦରରେ ରହିବା ସହ ବିମାନକୁ ନିଆଁ ଦାଉରୁ ସୁରକ୍ଷା ଦେବାରେ ସହାୟକ ହେବ। ସେହିପରି ଭ୍ୟାନରେ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବସ୍ଥା ରହିଛି।…

ଖରିଫ ଚାଷ ପାଇଁ ଇନ୍ଦ୍ରାବତୀରୁ ଛଡ଼ାଗଲା ପାଣି

କୋକସରା,୧୦।୭(ଡି.ଏନ୍‌.ଏ.): ଚଳିତ ୨୦୨୨-୨୩ ଖରିଫ ଚାଷ ପାଇଁ କଳାହାଣ୍ଡି ଜିଲା ମୁଖୀଗୁଡ଼ାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାର ମେଗାଲିଫ୍ଟ କେନାଲ ମଙ୍ଗଳପୁର ବ୍ୟାରେଜରୁ ରବିବାର ପାଣି ଛଡାଯାଇଛି। ଏହାଦ୍ୱାରା ଜୟପାଟଣା, କୋକସରା, ଧର୍ମଗଡ଼ ଏବଂ ଜୁନାଗଡ଼ ବ୍ଲକର ୨୫ ହଜାର ୨୭୫ ହେକ୍ଟର ଜମିରେ…

ନାଗସାପକୁ ଅଟକାଇଲା ପୋଷା କୁକୁର

କୋକସରା,୯ା୭(ଡି.ଏନ୍‌.ଏ.): ପୋଷା କୁକୁରଟିଏ ଦେଖାଇଛି ମାଲିକ ପ୍ରତି ଥିବା ତା’ର ଆନୁଗତ୍ୟ। ସକାଳୁ ମାଲିକ ଘରକୁ ଏକ ନାଗସାପ ପଶି ଆସୁଥିବା ଦେଖି ଅଧାବାଟରେ ସାପକୁ ଅଟକାଇଥିଲା ପୋଷା କୁକୁର। କୁକୁର ଭୁକିବା ପରେ ପରିବାର ଲୋକେ ଆସି ଏକ ନାଗସାପ…

ସାଧାରଣ ନିର୍ବାଚନକୁ ନେଇ ଏବେଠୁ କେନ୍ଦ୍ରମନ୍ତ୍ରୀଙ୍କ ରଣନୀତି

ଜୁନାଗଡ଼,୮।୭(ଡି.ଏନ୍‌.ଏ.): କଳାହାଣ୍ଡି ଗସ୍ତରେ କେନ୍ଦ୍ର ସଂଖ୍ୟା ଲଘୁ ଓ ବ୍ୟାପାର ମନ୍ତ୍ରୀ ଜନ୍‌ ବାର୍ଲା। ଗୁରୁବାର ଅପରାହ୍ନରେ ସେ ନବରଙ୍ଗପୁର ଜିଲାରୁ କଳାହାଣ୍ଡି ଜିଲା ଅଭିମୁଖେ ବାହାରିଥିଲେ। ରାତି ୯ଟାରେ ସେ ଜୁନାଗଡ଼ ସହରସ୍ଥିତ ଭାଜପା କାର୍ଯ୍ୟାଳୟରେ ପହିଞ୍ଚଥିଲେ। ଏହାପୂର୍ବରୁ ଜୁନାଗଡ଼…

ଗାଁକୁ ଫେରିଲେ ବନ୍ଧକ ଥିବା ଦାଦନ ଶ୍ରମିକ

ଭବାନୀପାଟଣା/କୋକସରା,୬।୭(ସ୍ବ.ପ୍ର./ଡି.ଏନ.ଏ.):କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଦାଦନ ଶ୍ରମିକ ତେଲଙ୍ଗାନା ରାଜ୍ୟରେ ବନ୍ଧକ ପଡ଼ିବା ଘଟଣାର ଭିଡିଓ ଭାଇରାଲ ସହ ଗଣମାଧ୍ୟମରେ ଖବର ପ୍ରକାଶ ହୋଇଥିଲା। ଏହା ପରେ ଜିଲା ପ୍ରଶାସନର ଉଦ୍ୟମ କ୍ରମେ ବୁଧବାର ବନ୍ଧକ ଦାଦନ ଶ୍ରମିକ ଗାଁକୁ ଫେରିଛନ୍ତି।…

ତେଲଙ୍ଗାନାରେ ବନ୍ଧା ପଡ଼ିଛନ୍ତି ଓଡ଼ିଆ ଦାଦନ ଶ୍ରମିକ, ଭିଡିଓ ଜାରି କରି ଉଦ୍ଧାର ପାଇଁ କଲେ ବିନତି

ଭବାନୀପାଟଣା(ସ୍ବ.ପ୍ର.)/କୋକସରା (ଡି.ଏନ.ଏ.), ୫।୭: କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥମୁନି ଦାଦନ ଦୁଃଖ । ପେଟ ପାଟଣା ପାଇଁ ଘର ଛାଡି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ବ୍ଲକର ୬ ଜଣ ଶ୍ରମିକଙ୍କ କିଛି ମାସ ଭିତରେ ମୃତ୍ୟୁ ଘଟିଥିବା…

ସାଇକେଲ କ୍ୟାରିଅରରୁ ମିଳିଲା ଅଖାରେ ଭର୍ତ୍ତି ହୋଇଥିବା ମୃତଦେହ

ଭବାନୀପାଟଣା,୪।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରାମୁଣ୍ଡା ଛକ ବିଜୁ ଏକ୍ସପ୍ରେସ ଓ୍ବେରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ସୋମବାର ଜବତ କରିଛି। ହେଲେ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ମିଳିଥିବା ସୂଚନା ମତାବକ, ସାଇକେଲ କ୍ୟାରିଅରରେ ଏକ ମୃତଦେହ ଥିବା…

ନିଷ୍କାସନ ବ୍ୟବସ୍ଥା ନାହିଁ, ରାସ୍ତାରେ ଲହଡ଼ି ମାରୁଛି ବର୍ଷାପାଣି

କର୍ଲାମୁଣ୍ଡା,୨ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ପଞ୍ଚାୟତ ଭଟାପଲା ଅଲେଖ ମନ୍ଦିରପଡ଼ାଠାରେ ବର୍ଷାଜଳ ନିଷ୍କାସନ ପାଇଁ ବ୍ୟବସ୍ଥା ନ ଥିବାରୁ ରାସ୍ତା ଉପରେ ୧ ଫୁଟ ଉଚ୍ଚର ପାଣି ଲହଡ଼ି ମାରୁଥିବା ଦେଖିବାକୁ ମିଳିଛି। ଫଳରେ ସ୍ଥାନୀୟ ଲୋକେ ଯିବା…

‘ଲୋକଙ୍କ ଜୀବନ ରକ୍ଷା କରିବା ମୋ କାମ’

କୋକସରା,୨ା୭(ଡି.ଏନ୍‌.ଏ.): ବିଷାକ୍ତ ସାପ ହେଉ ଅବା ଅଜଗର ସମସ୍ତ ପ୍ରକାର ସାପକୁ କାବୁ କରିବା ତାଙ୍କର ନିତିଦିନିଆ କାମ । ନିଶା ହେଉ ଅବା ପେସା ପ୍ରତିଦିନ ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରୁ ତାଙ୍କ ନିକଟକୁ ଫୋନ୍‌ ଆସେ। ଶୀଘ୍ର…

ଏପ୍ରିଲରେ କରିଥିଲେ ବିବାହ: ଘରୁ ମିଳିଲା ଯୁବକଙ୍କ ମୃତଦେହ

ଭବାନୀପାଟଣା,୨।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କାଳୀମନ୍ଦିର ପଡ଼ାରୁ ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ସୁଶାନ୍ତ ସାହୁ (୨୩)। ସୁଶାନ୍ତ ଏକ ହୋଟେଲରେ ମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ସେ ଗତ ଏପ୍ରିଲରେ ବିବାହ…

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ, କ୍ଷତିପୂରଣ ପରେ ଉଠିଲା ମୃତଦେହ

ଭବାନୀପାଟଣା/କୋକସରା,୧।୭(ସ୍ବ.ପ୍ର./ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ୨ ପୃଥକ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଭବାନୀପାଟଣା ବ୍ଲକ କନ୍ଦବାନ୍ଦୋପଲା ଗ୍ରାମର ରତ୍ନାକର ମାଝି (୨୩) ଏବଂ କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ର କିଆଁ ମାଝି (୪୧)। ସୂଚନା ଅନୁଯାୟୀ, ଅପରାହ୍ନରେ…

ପୋଲିସ ଗାଡ଼ି ଧକ୍କାରେ ମହିଳାଙ୍କ ଜୀବନ ଚାଲିଗଲା

କୋକସରା,୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଭୁର୍ଷାଗୁଡା ବିଜୁ ଏକ୍ସପ୍ରେସ ୱେରେ ଶୁକ୍ରବାର ପୋଲିସ ଗାଡ଼ି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତା ମହିଳା ହେଲେ କିଆଁ ମାଝି (୪୧)। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?