ଅକ୍ଟୋବର ୬ରେ ହେବ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ଶାନ୍ତି ଶୃଙ୍ଖଳାର ସହ ପାଳନ ଉପରେ ଗୁରୁତ୍ୱ
ଭବାନୀପାଟଣା,୧୯।୯(ଡି.ଏନ.ଏ.) କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଓ ଦଶହରା ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲାପାଳ ଡା. ଗାଭିଲ ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିରୋଧୀ ଦଳ…
ଶିକ୍ଷକ ଦାବିରେ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ,ଅବିଭାବକ: ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ
ଭବାନୀପାଟଣା,୧୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନଶୁଲି ପଞ୍ଚାୟତ ଶାସ୍ତୁଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ ଏବଂ ଅଭିଭାବକ ବିଦ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ। ଖବରପାଇ ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍: ତୃତୀୟ ଦିବସ ଷ୍ଟାର ଇଲେଭେନ୍ ୨-୦ ବିଜୟୀ
ଭବାନୀପାଟଣା,୧୮।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ମଙ୍ଗଳବାର ଏନ୍ଡିସିସି ବନାମ ଷ୍ଟାର ଇଲେଭେନ୍ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଷ୍ଟାର ଇଲେଭେନ୍ ୨-୦ ଗୋଲରେ ବିଜୟୀ ହୋଇଥିଲା। ଷ୍ଟାର ଇଲେଭେନ୍…
ଉଚ ଚିକିଛା ଲାଗି ଟଁକା ଅଭାବ୍: ଦିହି ସାରା ଆବୁ, ଦୁଖ୍ ପାଉଛନ୍ ପୁତୁନି
ପଲମ, ୧୮।୯ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୁଡ଼ିଙ୍ଗ ପଁଚେତ୍ ଅଧୀନ ମସ୍କାଦାଣ୍ଡି ଗଁାର ଡମ ମାଝିକଁର ମାଏକିନା ପୁତୁନି ମାଝି(୫୧)। ତାକର ଦିହିସାରା ଆବୁ ବାହାରିଛେ, ଯେନ୍ଥିରଲାଗି ସେ ବହୁତ୍ ଦୁଖ୍ ପାଉଛନ୍। ହେଲେ ଟଁକା ପଏସା ଅଭାବୁ…
ଗୋଷ୍ଠୀସ୍ତରୀୟ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା
କେସିଙ୍ଗା,୧୮।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୋଷ୍ଠୀସ୍ତରୀୟ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଚକ୍ଷୁ ପରୀକ୍ଷାରେ କେସିଙ୍ଗା ବ୍ଲକର ୬ଟି କ୍ଲଷ୍ଟରୁ ୧୪୩ଜଣ ଛାତ୍ରୀଛାତ୍ର ଯୋଗଦାନ କରିଥିଲେ। ଏଥି ମଧ୍ୟରୁ…
କଳାହାଣ୍ଡି ୱେବ୍ ମିଡିଆ ସଂଘର ଜିଲାସ୍ତରୀୟ ବୈଠକ: ବିଭିନ୍ନ ସମସ୍ୟା ଠିକ୍ ଭାବେ ଉପସ୍ଥାପନା ନେଇ ଗୁରୁତ୍ୱ
ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏକ ହୋଟେଲରେ କଳାହାଣ୍ଡି ୱେବ୍ ମିଡିଆ ସଂଘର ଏକ ସାଧାରଣ ସଭା ଆଦିତ୍ୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ୱେବ୍ ମିଡିଆମାନଙ୍କ କ୍ଷେତ୍ରରେ ଦେଖାଦେଉଥିବା ସମସ୍ୟା, ସୁରକ୍ଷା ଓ ଜନସାଧାରଣଙ୍କ…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଠିକା କର୍ମଚାରୀ ମୃତ: ୨୦ ଲକ୍ଷ କ୍ଷତିପୂରଣ ଦାବି
ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମଙ୍ଗଳବାର ବିଦ୍ୟୁତ୍ ଠିକା କମ୍ପାନୀରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁର୍ଲୁଭଟ୍ଟା ଗ୍ରାମର କୃତୀ ନାଏକ। କୃତୀ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍…
ମିଳିତ ଓକିଲ ସଂଘର ଚେତାବନୀ: ହାଇକୋର୍ଟ ବେଞ୍ଚ ଆନ୍ଦୋଳନ ତୀବ୍ର ହେବ
ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡିରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ଓକିଲ ସଂଘ ବିଗତ ୬ ବର୍ଷଧରି ଆନ୍ଦୋଳନ କରିଆସୁଛି। ତେବେ ଏହି ଆନ୍ଦୋଳନକୁ ଆହୁରି ତୀବ୍ରତର କରିବା ପାଇଁ ଭବାନୀପାଟଣା ସିଭିଲ କୋର୍ଟ ପରିସରରେ ଆୟୋଜିତ କଳାହାଣ୍ଡି ମିଳିତ ଓକିଲ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ
ଭବାନୀପାଟଣା,୧୭।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ର ୨ୟ ଦିବସ ସୋମବାର ମ୍ୟାଚ୍ରେ ମର୍ନିଂ କ୍ଲବ ବିଜୟୀ ହୋଇଛି। ମର୍ନିଂ କ୍ଲବ ବନାମ ଇଣ୍ଡିଆନ କ୍ଲବ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ…
ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର
ଭବାନୀପାଟଣା,୧୭।୯(ଡି.ଏନ.ଏ.) ଏକତା ପରିଷଦ କଳାହାଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ଏସ୍ଏନ୍ କନଫ୍ରେନ୍ସ ହଲ୍ଠାରେ ୨ ଦିନିଆ ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି। ଶିବିରକୁ ବରିଷ୍ଠ ଗବେଶକ ଉମାଶଙ୍କର କର ଓ ଉକ୍ତା ପରିସଦ ରାଜ୍ୟ ଶାଖା ଆବାହକ ଭାରତ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ
କର୍ଲାମୁଣ୍ଡା,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡ ବ୍ଲକ ରାଜୀବ ଗାନ୍ଧୀ ସେବା ଭବନଠାରେ ବ୍ଲକ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁ, ବିଡିଓ ପ୍ରିୟଦର୍ଶନ ମିର୍ଦ୍ଧା, ସାପଲହରା ସରପଞ୍ଚ…
ହାତୀ ଶାବକର ମୃତଦେହ ଠାବ
ସେରଗଡ,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ କରାଯାଇଛି । ଖବର ପାଇ ନର୍ଲା ବନ ବିଭାଗ, ରେଞ୍ଜର ନୃତରାଜ ମାଝି, କଳାହାଣ୍ଡି…
Archives


