କଳାହାଣ୍ଡି

କିଏ ହାତେଇବ କୋକସରା ବ୍ଲକ ଅଧ୍ୟକ୍ଷା ପଦ, ଚାଲିଛି ଜୋରଦାର ଚର୍ଚ୍ଚା

କୋକସରା,୫ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଉଷ୍ଣତା ଏବେ ପଞ୍ଚାୟତରୁ ବ୍ଲକ ଯାଏ ଦେଖିବାକୁ ମିଳୁଛି। ଗାଁ ଗାଁରେ ସମିତିସଭ୍ୟ, ସରପଞ୍ଚ ପ୍ରାର୍ଥୀଙ୍କ ବ୍ୟାନର ପୋଷ୍ଟରରେ ଛାଇଗଲାଣି। ଏହି ରାଜନୈତିକ ବାତାବରଣ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ସମିତି…

ଖବରଦାତା ରୋହିତଙ୍କ ପରିବାର ଲାଗି ୧୩ ଲକ୍ଷର ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୫।୨(ବ୍ୟୁରୋ): ମାଓବାଦୀଙ୍କ ବିସ୍ଫୋରଣରେ ପ୍ରାଣ ହରାଇଥିବା ଖବରଦାତାଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୁବ ଖବରଦାତା ରୋହିତ ବିଶ୍ୱାଳ(୪୭)ଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କା ଦେବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ରାଜ୍ୟ ପୋଲିସ…

ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଶୋକ

କର୍ଲାମୁଣ୍ଡା,୫ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକର ମୋହନଗିରି ଅଞ୍ଚଳର ଯୁବ ଖବରଦାତା ରୋହିତ କୁମାର ବିଶ୍ବାଳଙ୍କର ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ମାତ୍ରେ ସମଗ୍ର ଜିଲା ସାରା ଖବରଦାତା ମହଲରେ ଶୋକ ପ୍ରକାଶ…

ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖିବୁଜିଲେ ‘ଧରିତ୍ରୀ’ ଖବରଦାତା

ଏମ୍‌.ରାମପୁର,୫ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ କରିବାକୁ ଯାଇ ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖି ବୁଜିଛନ୍ତି ‘ଧରିତ୍ରୀ’ର ଖବରଦାତା ତଥା ଓଜେୟୁର ସକ୍ରିୟ ସଭ୍ୟ ରୋହିତ ବିଶ୍ୱାଳ (୪୭)। ତାଙ୍କ ଘର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରିରେ। ଏଭଳି ହୃଦୟ ବିଦାରକ…

ପରପାରିରେ ପୂର୍ବତନ ବିଧାୟକ ଅଜିତ ଦାସ

ଭବାନୀପାଟଣା,୪।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାର ପୂର୍ବତନ ବିଧାୟକ ଅଜିତ ଦାସଙ୍କର ଶୁକ୍ରବାର ସନ୍ଧ୍ୟାରେ ପରଲୋକ ହୋଇଛି। ଭବାନୀପାଟଣାସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନଧରି ଅସୁସ୍ଥ ଥିବା ବେଳେ ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା…

ବିଜେଡି ବିଧାୟକଙ୍କ ଗାଁରେ ଭାଜପାର ଜୋରଦାର ପ୍ରଚାର

କୋକସରା,୩।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଠୁଛି ପଡୁଛି ଗାଁଠୁ ସହର। ଏହାରି ଭିତରେ ଦଳୀୟ ପ୍ରାର୍ଥୀ ନିର୍ବାଚନ ପ୍ରଚାର ପାଇଁ ଅଣ୍ଟା ଭିଡିଛନ୍ତି। କୋକସରା ବ୍ଲକର ଜିଲା ପରିଷଦ ଜୋନ- ୨ ପାଇଁ ଭାଜପାରୁ ଜନାର୍ଦ୍ଦନ ପଣ୍ଡା ପ୍ରାର୍ଥୀ ହୋଇଛନ୍ତି। ଗୁରବାର…

ଲଙ୍ଗଳ ଧରି ପ୍ରଚାର କଲେ

କୋକସରା,୩।୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀଙ୍କୁ ନିର୍ବାଚନୀ ଚିହ୍ନ ମିଳିବା ପରେ ଜୋର ଧରିଛି ପ୍ରଚାର। ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ ଆରମ୍ଭ କରି ଦେଇଛନ୍ତି। କିଏ ହାତରେ ଜୀଅନ୍ତା ମାଛ ଧରି ଭୋଟ ମାଗୁଛନ୍ତି ତ କିଏ ବହି ଧରି…

ପ୍ରଚାର ମଇଦାନରେ ବିଜେଡି ପ୍ରାର୍ଥୀ, ମଙ୍ଗ ଧରିଛନ୍ତି ବିଧାୟକ

କୋକସରା,୨।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଦଳୀୟ ପ୍ରଚାରରେ ଉଠୁଛି ପଡୁଛି ଗାଁ ଦାଣ୍ଡ । ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ବାହାରି ଭୋଟରଙ୍କ ନିକଟରେ ନିଜ ସପକ୍ଷରେ ଭୋଟ ଦେବାକୁ କହୁଛନ୍ତି । କଳାହାଣ୍ଡି ଜିଲା କୋକସରା ବ୍ଲକ ୧ ନମ୍ବର ଆମପାଣି…

ସ୍ତ୍ରୀଙ୍କ ନିର୍ବାଚନୀ ପୋଷ୍ଟରରେ ନିଜ ଫଟୋ ରଖିବା ପଡ଼ିଲା ମହଙ୍ଗା; ଶିକ୍ଷକ ନିଲମ୍ବିତ

ଧର୍ମଗଡ଼,୧।୨(ଡି.ଏନ୍‌.ଏ.): ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରିବା ପଡ଼ିଛି ମହଙ୍ଗା। ସରପଞ୍ଚ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରୁଥିବା ସ୍ତ୍ରୀଙ୍କ ପୋଷ୍ଟରରେ ନିଜର ଫଟୋ ରଖି ନିଲମ୍ବିତ ହୋଇଛନ୍ତି କଳାହାଣ୍ଡିର ଜଣେ ଶିକ୍ଷକ। ସେ ହେଲେ ସଞ୍ଜୟ କୁମାର ପଣ୍ଡା। ଜୁନାଗଡ ବ୍ଲକର ଶଙ୍କରପଲା…

କେସିଙ୍ଗା ଏନ୍‌ଏସିରେ ଯୋଗଦେଲେ ନୂତନ ନିର୍ବାହୀ ଅଧିକାରିଣୀ

କେସିଙ୍ଗା, ୧।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ ନୂତନ ନିର୍ବାହୀ ଅଧିକାରିଣୀ ଭାବେ କିରଣ ବେହେରା ଯୋଗଦାନ କରିଛନ୍ତି। ସେ ପ୍ରଥମେ ୨୦୨୧ ମାର୍ଚ୍ଚ ୨୧ରେ ସମ୍ବଲପୁର ମ୍ୟୁନିସିପାଲିଟି ର ଓଏସ୍‌ଡି ପଦବୀରେ କିଛି ଦିନ କାର୍ଯ୍ୟ କଲା…

‘ଧରିତ୍ରୀ’ ଖବରଦାତା ସଞ୍ଜୀବ ଯୋଷୀଙ୍କ ପରଲୋକ

ଭବାନୀପାଟଣା,୩୧।୧(ସ୍ବ.ପ୍ର.): ‘ଧରିତ୍ରୀ’ର କଳାହାଣ୍ଡି ଜିଲା ପ୍ରତିନିଧି ସଞ୍ଜୀବ କୁମାର ଯୋଷୀଙ୍କ ରବିବାର ସନ୍ଧ୍ୟା ୭ଟା ୪୦ ମିନିଟ୍‌ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରଲୋକ ହୋଇଯାଇଛି। ତାଙ୍କୁ ୫୬ ବର୍ଷ ହୋଇଥିଲା। ତାଙ୍କ ପରଲୋକରେ ଜିଲାରେ ଶୋକର ଛାୟା ଖେଳିଯାଇଛି। ଯୋଷୀ ‘ଧରିତ୍ରୀ’ରେ…

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ ପାଇଁ ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ ଓ କର୍ଲାମୁଣ୍ଡା ପଞ୍ଚାୟତରେ ସମିତିସଭ୍ୟ ଆସନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?