କଳାହାଣ୍ଡି

ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ସୁରେଶ ଚୌଧୁରୀ

କର୍ଲାମୁଣ୍ଡା,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମୋଟ୍‌ ୨ଟି ଜିଲା ପରିଷଦ ଆସନ ପାଇଁ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରି ନ ଥିଲେ ହେଁ ଏହି ବ୍ଲକର ‘ଖ’ ଜୋନ୍‌ ପାଇଁ କଂଗ୍ରେସ ପ୍ରାର୍ଥୀ…

ରାସ୍ତା କଡ଼ରେ ପଡ଼ିଛି ଗୁରୁତର ହେଟା ବାଘ

କୋକସରା,୧୮ା୧(ଡି.ଏନ.ଏ): କୋକସରା ବ୍ଲକ କାଉଡୋଲା ୨୬ ନଂ ଜାତୀୟ ରାଜପଥ ଡୁମେର ବନ୍ଦ ନିକଟରେ ମଙ୍ଗଳବାର ଏକ ହେଟା ବାଘ ଗୁରୁତର ହୋଇ ରାସ୍ତା କଡ଼ରେ ପଡ଼ିଥିବା ଦେଖିବାକୁ ମିଳଛି। ସୋମବାର ବିଳମ୍ବିତ ରାତିରେ ପଶୁଟି ରାସ୍ତା ପାର କରିବା ସମୟରେ…

ଶେଷରେ ଆଖି ବୁଜିଲା ଅସୁସ୍ଥ ଓଟ

କୋକସରା,୧୭ା୧(ଡି.ଏନ.ଏ) : କିଛି ତଳେ କୋକସରା ବ୍ଲକ ଗମ୍ଭାରୀଗୁଡା ଛକ ଯାତ୍ରୀ ବିଶ୍ରାମଗାର ନିକଟରେ ଏକ ସଂକଟାପନ୍ନ ଅବସ୍ଥାରେ ଏକ ଓଟକୁ ଛାଡି ମାଲିକ ଫେରାର ହୋଇଯାଇଥିଲା । ସ୍ଥାନୀୟ କିଛି ଯୁବକ ଅସୁସ୍ଥ ଓଟର ଯତ୍ନ ନେବାସହ ପଶୁ ଡାକ୍ତରଙ୍କୁ…

କେସିଙ୍ଗାରେ ପୁଷପୂର୍ଣ୍ଣିମା ପର୍ବ ପାଳନ

କେସିଙ୍ଗା,୧୭।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମାଞ୍ଚଳରେ ଧୁମଧାମରେ ପୁଷପୂର୍ଣ୍ଣିମା ପର୍ବ ସୋମବାର ପାଳନ କରାଯାଇଛି। ପୂର୍ବରୁ ହୋଇ ଆସୁଥିବା ଏହି ପୁଷପୂର୍ଣ୍ଣିମା ପର୍ବରେ କେସିଙ୍ଗା ସହରର ଛୋଟ ବଡ଼ ପିଲାମାନେ ଘରଘର ବୁଲି ଢୋଲ, ନିଶାନ ଆଦି ବାଦ୍ୟ ଯନ୍ତ୍ର ସହିତ…

ସଂକଟାପନ୍ନ ଅବସ୍ଥାରେ ଓଟକୁ ଛାଡ଼ି ମାଲିକ ଫେରାର

କୋକସରା,୧୬।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ଯାତ୍ରୀ ବିଶ୍ରାମଗାର ନିକଟରେ ମୁମୂର୍ଷୁ ଅବସ୍ଥାରେ ଏକ ଓଟକୁ ଛାଡି ମାଲିକ ଫେରାର ହୋଇଛନ୍ତି। ବର୍ତ୍ତମାନ ଓଟ ଜୀବନ ମରଣ ସହ ସଂଘର୍ଷ କରୁଛି। ହେଲେ…

ଅଦିନିଆ ବର୍ଷାରେ ଗଜା ହେଲା ଧାନ, ଚିନ୍ତାରେ ଚାଷୀ

କୋକସରା,୧୫ା୧(ଡି.ଏନ୍‌.ଏ.): ଭିତ୍ତିଭୂମି ନାହିଁ, ଖୋଲା ଆକାଶ ତଳେ ପଡ଼ିରହିଛି କଳାହାଣ୍ଡି ଜିଲା କୋକସରା ବ୍ଲକ କାଶୀବାହାଲ ମଣ୍ଡିରେ ହଜାର ହଜାର କ୍ୱିଣ୍ଟାଲ ଧାନ। ଅଦିନିଆ ବର୍ଷା, ଶୀତ, କୋହଲା ପାଗରେ ଦୀର୍ଘମାସ ଧରି ଧାନକୁ ଜଗି ବସିଛନ୍ତି ଅନ୍ନଦାତା। ବର୍ଷା ଦାଉରୁ…

ଆତ୍ମସାତ କରି ଦେବାକୁ ବସିଥିଲେ ୫୦୦କ୍ୱିଣ୍ଟାଲ ପିଡିଏସ୍‌ ଚାଉଳ: ପହଞ୍ଚିଗଲା ଯୋଗାଣ ବିଭାଗ

କେସିଙ୍ଗା,୯।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେରସ୍ଥିତ ଏକ ସମତା ଇଣ୍ଡଷ୍ଟ୍ରିରୁ ଚୋରା ପିଡିଏସ୍‌ ଚାଉଳ ଜବତ ହୋଇଛି। ଶନିବାର ରାତିରେ ଚାଉଳ ଅନ୍‌ଲୋଡ ସମୟରେ ଜିଲା ଯୋଗାଣ ଅଧିକାରୀ ପବିତ୍ର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଯୋଗାଣ ବିଭାଗର ୪ ଜଣିଆ…

ଗିରଫ ବେଳେ ଥାନା ଅଧିକାରୀଙ୍କୁ ଛୁରାମାଡ଼

ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ମୁଖୀଗୁଡ଼ା ଓଏଚ୍‌ପିସି କର୍ମଚାରୀ କୁଳମଣି ରଥ ଶନିବାର ରାତିରେ କର୍ମଚାରୀ କାଳୁଚରଣ ଭୂୟାଁ ଓ ତାଙ୍କ ପୁଅ ଦୀପ୍ତିକୃଷ୍ଣଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ଶଙ୍ଖ ଧରିଲେ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ

ଭୁବନେଶ୍ୱର,୫।୧(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରର ଜେଏମ୍‌ଏମ୍‌ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ ବୁଧବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ରାଜ୍ୟ ବିଜୁ ଯୁବ କାର୍ଯ୍ୟାଳୟରେ ତାଙ୍କ ସମର୍ଥକଙ୍କ ସହ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ…

ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବି: ବନ୍ଦ ରହିଲା କଳାହାଣ୍ଡି

କର୍ଲାମୁଣ୍ଡା,୫।୧(ଡି.ଏନ୍‌.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବିରେ ବୁଧବାର ଆଦିବାସୀ ମହାସଂଘ ପକ୍ଷରୁ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିଲା। ଏହି କ୍ରମରେ କର୍ଲାମୁଣ୍ଡା ବ୍ଲକରେ ମଧ୍ୟ ବିଶେଷ ପ୍ରଭାବ ଦେଖିବାକୁ ମିଳିଛି। ବ୍ଲକ ଆଦିବାସୀ ସଙ୍ଘ ସଭାପତି ସୁରେନ୍ଦ୍ର ଭୋଇ…

ପରିତ୍ୟକ୍ତ କୂଅରୁ ମିଳିଲା ଶିଶୁ ପୁତ୍ରର ମୃତଦେହ

କଳାହାଣ୍ଡି,୩।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ଜୟନ୍ତପୁର ଗାଁରେ ଥିବା ଏକ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। କୂଅରୁ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକେ ସନ୍ଦେହ କରିଥିଲେ । ପରେ ପରିତ୍ୟକ୍ତ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ବାହାଘର ସାରି ଫେରୁଥିଲେ ବର-କନ୍ୟା, ଟ୍ରକ୍‌ ସହ ମୁହାଁମୁହିଁ ଧକ୍କାରେ ଚାଲିଗଲା ଡ୍ରାଇଭରଙ୍କ ଜୀବନ

କୋକସରା,୩୦ା୧୨(ଡି.ଏନ୍‌.ଏ.): ବରକନ୍ୟା ବିବାହ ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ସର୍ଗିଗୁଡ଼ାରୁ ନବରଙ୍ଗପୁର ମୈଦାଲପୁର ଡୁମେରମୁଣ୍ଡା ଗାଁରୁ ବିବାହ ସାରି କନ୍ୟା ନେଇ ଫେରୁଥିବା ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?