ଜୁନାଗଡରେ ପଞ୍ଚାୟତ ସମିତି ବୈଠକ: ନିମ୍ନମାନର ଛତୁଆ ଯୋଗାଣକୁ ନେଇ ଅସନ୍ତୋଷ
ଜୁନାଗଡ,୨୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ଗୁରୁବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜୁନାଗଡ ବିଡିଓ ଦୁଳାରାମ ମାରାଣ୍ଡି, ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ, ଏମ୍ପି ପ୍ରତିନିଧି ମୁକେଶ…
କଳାହାଣ୍ଡି ବିଦ୍ୟୁତ୍ ଶ୍ରମିକ କର୍ମଚାରୀ ଏକତା ମଞ୍ଚର ବିକ୍ଷୋଭ
ଭବାନୀପାଟଣା,୨୯।୮(ଡି.ଏନ.ଏ.): କଳାହାଣ୍ଡି ବିଦ୍ୟୁତ୍ ଶ୍ରମିକ କର୍ମଚାରୀ ଏକତା ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ନେଇ ସ୍ଥାନୀୟ ୱେସ୍କୋ ଅଧୀକ୍ଷଣ ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏକ ଦାବିପତ୍ର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ଦାବିଗୁଡ଼ିକ ମଧ୍ୟରେ କଳାହାଣ୍ଡି ବିଦ୍ୟୁତ୍…
ଆମ ପୋଲିସ ସମିତି ବୈଠକ: ପୋଲିସ ଓ ଜନ ସମ୍ପର୍କ ସମ୍ପର୍କରେ ଆଲୋଚନା
ଲାଞ୍ଜିଗଡ଼,୨୯।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ ପୋଲିସ ପକ୍ଷରୁ ଆମ ପୋଲିସ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଲାଞ୍ଜିଗଡ ଥାନା ଅଧିକାରୀ ଚତୁର୍ଭୂଜ ନାୟକଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ଲାଞ୍ଜିଗଡ ସରପଞ୍ଚ ଚନ୍ଦ୍ରଧ୍ୱଜ ପେସନିଆ, ସାମାଜିକ କର୍ମୀ ଉଦୟ…
ରକ୍ତଦାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ
ଲାଞ୍ଜିଗଡ଼,୨୯।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡଠାରେ ବୁଧବାର ସାମାଜିକ ସଙ୍ଗଠନ ସୋସିଆଲ ଏକ୍ଟିଭିଷ୍ଟ କଳାହାଣ୍ଡି ପକ୍ଷରୁ ରକ୍ତଦାନ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ସଭା ଓ ଶୋଭାଯାତ୍ରା ଆୟୋଜନ କରାଯାଇ ବହୁମାତ୍ରାରେ ଲୋକଙ୍କୁ ସଚେତନ…
ଦାଦନ ଯାଇ ଆରପାରେ ଦିବାକର: ରାଶନ ଚାଉଲ, ଭତା ପରିବାରର ସାହାଭରସା
କଲମପୁର, ୨୯।୮, (ଡି.ଏନ୍.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଦାଦନ ସମସିଆ ଉପରେ ଲଗାମ୍ କସବାର ଲାଗି ଅନେକ୍ ଯୋଜନା କାଯ୍କାରୀ କରୁଛନ୍। ହେଲେ ଯୋଜନାର କେହେନ୍ସି ନାଇଁ କେହେନ୍ସି ଜାଗାରେ ପୁଲ୍ ପଡ଼ିଯାଉଛେ। ଯେନ୍ଥିରଲାଗି ଓଡ଼ିଶାରୁ ଦାଦନ ସମସିଆର ଅଁତ୍…
ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ଏଆଇଏସଏଫ୍ ବିକ୍ଷୋଭ କଲେଜ ସମ୍ମୁଖରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଲିକା ଦାହ
ଜୁନାଗଡ,୨୯।୮(ଡି.ଏନ.ଏ.) ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯିବା ପ୍ରତିବାଦରେ ଅଖିଳ ଭାରତୀୟ ଛାତ୍ର ସଂସଦ (ଏଆଇଏସଏଫ୍) ପକ୍ଷରୁ ବୁଧବାର କଳାହାଣ୍ଡି ଜିଲା ଜୁନାଗଡ ସହର ପ୍ରିୟଦର୍ଶିନୀ ଇନ୍ଦିରା ମହାବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ କଲେଜ ସମ୍ମୁଖରେ ଉଚ୍ଚଶିକ୍ଷା…
କେନ୍ଦ୍ରୀୟ ରିଜର୍ଭ ପୋଲିସ ୬୪ ବାଟାଲିୟନ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ
ମୋହନଗିରି,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗିରିଠାରେ ଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ୬୪ ବାଟାଲିୟନ ପକ୍ଷରୁ ବୁଧବାର ଏକ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାଓବାଦୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତକୁ ଫେରାଇ ଅଣିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ…
ଧର୍ମଗଡ଼ଠାରେ ବୌଦ୍ଧିକ ସମାବେଶ: ଧର୍ମଗଡ ଅଞ୍ଚଳର ବିକାଶ ପାଇଁ ମୁଁ ସର୍ବଦା ସଙ୍କଳ୍ପ ବଦ୍ଧ: ଶକ୍ତିମନ୍ତ୍ରୀ
ଧର୍ମଗଡ,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡଠାରେ ଜୀବନ ବିନ୍ଦୁ ସ୍ବେଚ୍ଛାସେବୀ ଅନୁଷ୍ଠାନ ତରଫରୁ ବୁଧବାର ସ୍ଥାନୀୟ ଅଞ୍ଚଳର ଉନ୍ନତି ସହିତ ଏକ ବିକଶିତ ଧର୍ମଗଡ କିଭଳି କରାଯାଇପାରି ସେ ଉଦ୍ଦେଶ୍ୟରେ ବୌଦ୍ଧିକ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ କ୍ୟାପଟେନ…
ପ୍ରଧାନ ଶିକ୍ଷକ ନିୟମିତ ସ୍କୁଲ ନ ଆସିବା ଘଟଣା: ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ମାଗିଲେ ବିଇଓ; ଧରିତ୍ରୀ ପ୍ରଭାବ
ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ ଥିବା ନେଇ ସ୍କୁଲ ସହକାରୀ ଶିକ୍ଷୟିତ୍ରୀ, ପାଚିକା ତଥା ପରିଚାଳନା କମିଟି ସଭାପତି ଅଭିଯୋଗ…
ଜୁନାଗଡରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ପଞ୍ଜୀକରଣ କଲେ ୩୯୩ ଦିବ୍ୟାଙ୍ଗ
ଜୁନାଗଡ,୨୮।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜୁନାଗଡ ବ୍ଲକର ୩୪ଟି ପଞ୍ଚାୟତର ୩୯୩ ଜଣ ଦିବ୍ୟାଙ୍ଗ ନାମ ପଞ୍ଜୀକରଣ କରିଥିଲେ। ସେଥିମଧ୍ୟରୁ ମୁକ ବଧିର ୬୯, ଦୃଷ୍ଟିହୀନ ୫୮,…
ନୂଆଁଖାଇ ପୂର୍ବରୁ ଦେବୀଦେବ ଉପାସନା
ରିଷିଡା,୨୭।୮(ଡି.ଏନ.ଏ.): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଆଉ ୬ ଦିନ ରହିଲା । ନୂଆଁଖାଇ ପର୍ବ ପାଳନ କରିବା ପାଇଁ ଏବେଠୁ ଲୋକେ ନିଜକୁ ପ୍ରସ୍ତୁତ ଆରମ୍ଭ କରିଦେଇଥିବା ବେଳେ ବିଭିନ୍ନ ଗ୍ରାମରେ ଗ୍ରାମ ଦେବୀଦେବଙ୍କ ଉପାସନା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି…
ବନ୍ୟାଞ୍ଚଳ ପରିଦର୍ଶନ କଲେ ଷ୍ଟେଟ୍ ୟୁଥ୍ ଓ୍ବେଲ୍ଫେୟାର ବୋର୍ଡର ସଭାପତି
କେଶିଙ୍ଗା, ୨୭।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ବ୍ଲକର ୫ ପଞ୍ଚାୟତ ଗତ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଷ୍ଟେଟ୍ ୟୁଥ୍ ଓ୍ବେଲ୍ଫେୟାର ବୋର୍ଡର ସଭାପତି ବିଜୟ କୁମାର ନାଏକ, କଳାହାଣ୍ଡି ଜିଲା ପ୍ରକଳ୍ପ ଅଧିକାରୀ, କେଶିଙ୍ଗା ବିଡିଓ ଭୀମସେନ…
Archives


