କଳାହାଣ୍ଡି

ମମିତା ହତ୍ୟାକାଣ୍ଡରେ ବ୍ୟବହୃତ ଜେସିବି, ସ୍କୁଟି ଜବତ

ଭବାନୀପାଟଣା,୧।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ରବିବାର ସାରେ ଜବତ କରିଛି ସିନ୍ଧେକେଲା ପୋଲିସ। ମହାଲିଙ୍ଗରୁ ଏହି ୨ ଗାଡ଼ିକୁ ଜବତ କରି…

ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଦେଖାଇଲେ କଳାପତାକା

ଗୋଳାମୁଣ୍ଡା,୧।୧୧(ଡି.ଏନ.ଏ): ବହୁ ଚର୍ଚ୍ଚିତ ମହାଳିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣା ଦିନଠାରୁ ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନ ମଣ୍ଡଳୀ ଗୋଲାମୁଣ୍ଡା ବ୍ଲକ ପରିଦର୍ଶନ କରି ନ ଥିଲେ। ସୋମବାର ମନ୍ତ୍ରୀ…

ଭବାନୀପାଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ମମିତା ମେହେରଙ୍କ ଅପହରଣ ଓ ହତ୍ୟା ଘଟଣା ନେଇ ହୁଲସ୍ଥୂଲ ହେଉଛି ରାଜ୍ୟ ରାଜନୀତି। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କଳାହାଣ୍ଡି ଗସ୍ତ କରିଛନ୍ତି। ସେ ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ…

ଭାଜପା ପକ୍ଷରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ପଟ୍ଟାମୁଣ୍ଡାଇ, ୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସିଧାସଳଖ ସମ୍ପୃକ୍ତି ରହିଛି। ତେଣୁ ଘଟଣାର ସିବିଆଇ ତଦନ୍ତ କରିବା ସହ ଗୃହରାଷ୍ଟ୍ରମନ୍ତ୍ରୀ ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର…

ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ : ଗ୍ରୀଲ ଭାଙ୍ଗି ନେଇଗଲେ …

କୋକସରା,୨୯।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଟେମରା ହଂସପଡା ଗାଁର ପୂର୍ବତନ ବ୍ୟାଙ୍କ ମ୍ୟନେଜର ନରେନ୍ଦ୍ର ନାଏକଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି। ତାଙ୍କ ଘରୁ ୧୦ ଭରି ସୁନାଗହଣା, ୫୦ ତୋଳା ରୁପା ଗହଣା ଓ…

୭ ଦଫା ଦାବି ନେଇ ବିଡିଓଙ୍କୁ ଭେଟଲେ ଚାଷୀ

କେସିଙ୍ଗା,୨୭।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କଶ୍ରୁପଡ଼ା ଓ କନ୍ତେଶିର ପଞ୍ଚାୟତର ଚାଷୀ ଭିଭିନ୍ନ ସମସ୍ୟା ନେଇ ବୁଧବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାରଙ୍କୁ ଏହି ୭ ଦଫା ସମ୍ବଳିତ ଦାବିପତ୍ର…

ପ୍ରମାଣ ନଷ୍ଟ ପାଇଁ ଫନ୍ଦିଫିକର

ବଲାଙ୍ଗୀର ଅଫିସ,୨୬।୧୦: କଳାହାଣ୍ଡି ଜିଲା କେଗଁା ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ଅପହରଣ ଏବଂ ହତ୍ୟା ଘଟଣାକୁ ଇତିମଧ୍ୟରେ ୧୮ ଦିନ ବିତିଗଲାଣି। ଏହି ଜଘନ୍ୟ ହତ୍ୟା ଘଟଣାରେ ପୋଲିସର ହାବଭାବ ଏବଂ ତଦନ୍ତ ପ୍ରକ୍ରିୟା…

ଖବରଦାତାଙ୍କୁ ଲାଞ୍ଚୁଆ କହିଲେ ଭାଜପା ନେତା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ମାମଲାରେ ଗଣମାଧ୍ୟମ ପ୍ରତିନିଧି ଟଙ୍କା ଖାଇଛନ୍ତି। ସେଥିଲାଗି ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ସପକ୍ଷରେ ଖବର ପ୍ରସାରଣ କରୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ଭାଜପା ଜିଲା ଉପସଭାପତି ଅଜୟ…

ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ସିଡିପିଓ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ସିଡିପିଓ ପୁଷ୍ପାଞ୍ଜଳି ରଥ ସୋମବାର ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି। ର୍ବିସିଂ ମାଝିଙ୍କୁ ଅଙ୍ଗନଓ୍ବାଡି କର୍ମୀ କରାଇଦେବା ପାଇଁ ସେ…

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର): ସୋମବାର ୧୨ ଘଣ୍ଟିଆ କଳାହାଣ୍ଡି ଜିଲା ବନ୍ଦ ଡାକରା ଦିଆଯାଇଛି। ପଛୁଆବର୍ଗ ଜାତି ସମୂହ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଜିଲାର ୧୩ଟି ବ୍ଲକର ୩୬ ଗୋଟି ଜିଲା ପରିଷଦ ସଦସ୍ୟ ପଦବୀ ପାଇଁ ଜଣେ ବି…

ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ ଓ କଲେଜ ପାଇଁ ନେଇଥିବା ଜଣାପଡିଛି। ସ୍ଥାନୀୟ ବିଧାୟକଙ୍କ ବିନା ସୁପାରିସରେ ପଶ୍ଚିମ ଓଡ଼ିଶା…

ଗୋବିନ୍ଦଙ୍କ ପାଇଁ ସବୁ ଜଳାଞ୍ଜଳି

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ଗୋବିନ୍ଦଙ୍କ ପାଇଁ ସବୁ ଲକ୍ଷ୍ମଣରେଖାକୁ ଡେଇଁଥିଲେ ସରକାରୀ ବାବୁମାନେ। କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ (ସିଏଜି)ଙ୍କ ଆପତ୍ତି ସତ୍ତ୍ୱେ ଗୋବିନ୍ଦଙ୍କ ଶିକ୍ଷାନୁଷ୍ଠାନକୁ ଅଜାଡ଼ି ଚାଲିଥିଲେ ସରକାରୀ ଟଙ୍କା। ତାଙ୍କ ଶିକ୍ଷାନୁଷ୍ଠାନକୁ ମନ୍ତ୍ରୀ, ନେତା ବାରମ୍ବାର ଧାଉଁଥିଲେ। ନେତା, ଅଫିସରଙ୍କୁ ଖୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?