କଳାହାଣ୍ଡି

ମାମୁ ଘର ବୁଲାଇ ନେବା କହି ଜଙ୍ଗଲରେ ଗର୍ଭବତୀ ସ୍ତ୍ରୀର ଗଳା କାଟିଲେ ସ୍ବାମୀ ….

କେସିଙ୍ଗା,୩୦।୮(ଡି.ଏନ୍‌.ଏ.): ମାମୁ ଘର ବୁଲାଇ ନେବା କହି ଜଙ୍ଗଲରେ ସାଙ୍ଗ ସହ ମିଶି ସ୍ତ୍ରୀର ଗଳା କାଟିଲେ ସ୍ବାମୀ। ଅଚେତ ହୋଇ ଯିବାରୁ ଛାଡ଼ି ଚାଲି ଆସିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ନର୍ଲା ବ୍ଲକ ଧରାମାଲ ଗ୍ରାମରେ।…

ବାଘ ଛାଲ , ନଖ ବ୍ୟବସାୟ ବେଳେ ଜଣଙ୍କୁ ଧରିଲା ପୋଲିସ

କେସିଙ୍ଗା,୨୫।୮(ଡି.ଏନ୍‌.ଏ): ଦିନକୁ ଦିନ କଳାହାଣ୍ଡି ଜିଲାରେ ବାଘ ଛାଲ ବ୍ୟବସାୟୀ ସକ୍ରିୟ ହେଉଛନ୍ତି। ଏ ନେଇ ଜଣଙ୍କୁ ଅଟକ ରଖାଯିବା ସହ ତାଙ୍କଠାରୁ ବାଘଛାଲ, ନଖ ଜବତ କରାଯାଇଛି। ସମ୍ପୃକ୍ତ ବ୍ୟବସାୟୀଜଣଙ୍କ ପରିଚୟ ମିଳି ପାରିନାହିଁ। ଜିଲା ଉତ୍ତର ବନ ଖଣ୍ଡ…

ସ୍ତ୍ରୀଙ୍କ ଜୁଇକୁ ଡେଇଁ ଜୀବନ ହାରିଲେ ସ୍ବାମୀ

ଭବାନୀପାଟଣା,୨୫।୮(ସ୍ବ.ପ୍ର.):କଳାହାଣ୍ଡି ଜିଲା କେଗଁା ଥାନା ଅଧୀନ ସିଆଲଯୋଡି ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀର ସତ୍କାର ସମୟରେ ହଠାତ୍‌ ତାଙ୍କ ସ୍ବାମୀ ଜୁଇକୁ ଡେଇଁ ଜୀବନ ହାରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସନ୍ଧ୍ୟାରେ ସିଆଲଯୋଡି ଗ୍ରାମର ରଇବାରୀ…

କେସିଙ୍ଗା ଏନ୍‌ଏସିରେ ଜବରଦଖଲ ଉଚ୍ଛେଦ

କେସିଙ୍ଗା,୨୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ୱାର୍ଡ ନଂ. ୨ରେ ସୋମବାର ଜବରଦଖଲ ଉଚ୍ଛେଦ ହୋଇଛି। ଏଥିରେ ୱାର୍ଡର ରାଜୁ ନାୟକଙ୍କ ଘର ଉଚ୍ଛେଦ ହୋଇଛି। ସରକାରୀ ଜମି ଜବରଦଖଲ ନେଇ ପୂର୍ବରୁ ଓ୍ବାର୍ଡବାସୀ ଅଭିଯୋଗ କରିଥିଲେ। ଏନ୍‌ଏସି କାର୍ଯ୍ୟନିର୍ବାହୀ…

ରାତି ସାରା ଝୁଲି ରହିଲା ତ୍ରିରଙ୍ଗା

କୋକସରା,୧୬।୮(ଡି.ଏନ୍‌.ଏ.): ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି। ରାତି ସାରା ଝୁଲି ରହିଛି ପତାକା। ଏଭଳି ଏକ ଅଭିଯୋଗ ଆସିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନ ଲଡୁଗାଁ ପଞ୍ଚାୟତ ସୁପାଡ ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ।…

ଆସିଥିଲେ ସମ୍ପର୍କୀୟ ଘରକୁ ବୁଡ଼ିଗଲେ ପୋଖରୀରେ

ଜୁନାଗଡ଼,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହର ହିଙ୍ଗଲିବାହାଲି ସ୍ଥିତ ପୋଖରୀରେ ବୁଡି ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ କୋକସରା ଥାନା ଝାରକୁଣ୍ଡାମାଲ ଗ୍ରାମର ଧର୍ମ କୁବେର (୩୮)। ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ସହରସ୍ଥିତ ସମ୍ପର୍କୀୟ ଘରକୁ…

ପୋଲିସ ହାତରେ ଲାଗିଲା ୟୁପିକୁ ଯାଉଥିବା ୩ କୁଇଣ୍ଟାଲ ଗଞ୍ଜେଇ

କୋକସରା,୮।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ପୋଲିସ ୪ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଥିବା ଜଣେ ଫେରାର ଥିବା ଜଣାପଡ଼ିଛି। ଗିରଫ ୪ଜଣ ଉତ୍ତରପ୍ରଦେଶର ଇଲାହାବାଦ ଅଞ୍ଚଳର। ସେମାନେ ହେଲେ କୂଳଦୀପ ଗୁପ୍ତା(୧୯), ସରୋଜ ସିଂ (୨୪), ରବି ଶଙ୍କର ଚୌହାନ(୨୦),…

ହାତୀଙ୍କୁ ଖୋଜୁଥିବା ବେଳେ ଦଳିଦେଲେ

ଜୁନାଗଡ଼,୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ରେଞ୍ଜ ଅଧୀନ ଘନା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀର ଗତିବିଧି ଲକ୍ଷ୍ୟ କରିବାକୁ ଯାଇଥିବା ବନ ବିଭାଗ ସ୍କ୍ବାଡ ଟିମ୍‌ର ଜଣେ କର୍ମଚାରୀଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିିଛି। ମୃତକ…

ଘାଇ ପଛର କାରଣ ଜାଣିବା ପାଇଁ ଆରମ୍ଭ ହେଲା ତନାଘନା

ଭବାନୀପାଟଣା/କୋକସରା,୧ା୮(ସ୍ବ.ପ୍ର/ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗୁଡ଼ା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରେ ଘାଇ ସୃଷ୍ଟି ହୋଇଥିଲା। ରବିବାର ଘଟଣାର ତଦନ୍ତ ପାଇଁ ଭୁବନେଶ୍ୱରରୁ ବିଭାଗୀୟ ଉଚ୍ଚପଦସ୍ତ ଅଧିକାରୀଙ୍କ ସମେତ ଇନ୍ଦ୍ରାବତୀ ଓ ଏଲ୍‌ଏଣ୍ଡଟି ଠିକା…

ବୋଲେରୋରେ ନେଉଥିଲେ ଧରାପଡ଼ିଲେ

କୋକସରା, ୩୧ା୭ (ଡି.ଏନ.ଏ): ପଡୋଶୀ ଆନ୍ଧ୍ରପ୍ରଦେଶରୁ କୋରାପୁଟକୁ ଲମ୍ବିଛି ଗଞ୍ଜେଇ ବ୍ୟବସାୟୀଙ୍କ ଚେର। କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରୁ ରାଜପଥ ଦେଇ ପ୍ରତିଦିନ ଗଞ୍ଜେଇ ଚାଲାଣ ହେଉଛି । ଶୁକ୍ରବାର ବିଳମ୍ବିତ ରାତିରେ କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ…

କଳାହାଣ୍ଡି ଗସ୍ତରେ ୫ଟି ସଚିବ

କେସିଙ୍ଗା,୩୧।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ଉତକେଲାଠାରେ ଅବତରଣ କରି ପ୍ରଥମେ ଏୟାରଷ୍ଟ୍ରିପର ସମୀକ୍ଷା କରିଥିଲେ। ପରେ ଭବାନୀପାଟଣା ଅଭିମ୍ମୁଖେ ଗସ୍ତ କରିଥିଲେ। ସହରରେ ଥିବା ବିଏମ ସ୍କୁଲ ପରିଦର୍ଶନ କରିଥିଲେ। ପରେ ଟାଉନ…

ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ ଭାଙ୍ଗିଲା: ଶହ ଶହ ହେକ୍ଟର ଚାଷଜମି ଜଳମଗ୍ନ

କୋକସରା,୩୧ା୭(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଚଳିତ ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ଇନ୍ଦ୍ରାବତୀରୁ ପ୍ରଥମଥର ପାଇଁ ମେଗା ଲିଫ୍ଟ କେନାଲ କାର୍ଯ୍ୟକ୍ଷମ ହୋଇ ଜୟପାଟଣା କୋକସରା ଓ ଧର୍ମଗଡ଼ ବ୍ଲକର ଅଣଜଳସେଚିତ ଚାଷଜମିକୁ ଜଳସେଚନ ପାଇଁ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?