ଖଟିବାକୁ ଯାଇଥିଲେ ଦାଦନ, ଫେରିଲା ମୃତଦେହ
କୋକସରା୨୮।୭(ଡି.ଏନ୍.ଏ): କାମ ଧନ୍ଧା ନ ପାଇ କର୍ନାଟକକୁ ଦାଦନ ଖଟିବାକୁ ଯାଇ ଜଣେ ଶ୍ରମିକଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗାଁର ଗୋବିନ୍ଦ ଚଲାନଙ୍କ ସାନପୁଅ ନିଧି…
ପୁଣି ଗିରଫ ହେଲେ ଭିଜିଲାନ୍ସ କୋର୍ଟର ସରକାରୀ ଓକିଲ
ଭବାନୀପାଟଣା,୨୩।୭(ଡି.ଏନ୍.ଏ.): ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟର ସରକାରୀ ଓକିଲ ଆଶୁତୋଷ ମିଶ୍ରଙ୍କୁ ଗୋଟିଏ ମାମଲାରେ ଜେଲରୁ ମୁକୁଳୁ ମୁକୁଳୁ ପୁଣି ଏକ ଅନ୍ୟ ମାମଲାରେ ଗିରଫ କରିଛି କଟକ ସ୍ବତନ୍ତ୍ର ଭିଜିଲାନ୍ସ ଟିମ । ଗତ ୩ ତାରିଖରେ ଏକ ମାମଲା…
ଡିକିରୁ ମିଳିଲା ୨ଲକ୍ଷ, ପୋଲିସ ଏସ୍ଆଇ ଦେଇ ପାରିଲେନି ଉତ୍ତର
ଗୋଲାମୁଣ୍ଡା,୨୧।୭(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ ପୋଲିସ ସବ୍ ଇନ୍ସପେକ୍ଟର। କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଏସ୍ଆଇ ଉଗ୍ରସେନ ପଟେଲଙ୍କୁ ଭିଜିଲାନ୍ସ ଅଧିକାରୀ ଅଟକ ରଖି ପଚରାଉଚୁରା କରୁଛନ୍ତି। ମିଳିଥିବା ସୂଚନା ମୁତାବକ, ଗୋଲାମୁଣ୍ଡାସ୍ଥିତ ଏକ ଚା ଦୋକାନରେ ଏସ୍ଆଇ ଉଗ୍ରସେନ ଚା’ ପିଉଥିଲେ। ସେତିକିବେଳେ…
ଚାଷୀଙ୍କ ବକେୟା ଅର୍ଥ, ଏଫସିଆଇ ଚାଉଳ ଉଠାଇବାରେ ଅବହେଳା: ବିଜେଡିର ଗଣଧାରଣା
କେସିଙ୍ଗା,୨୦।୭(ଡି.ଏନ୍.ଏ.): କଳାହାଣ୍ଡି ବିଜୁ ଜନତାଦଳ ପକ୍ଷରୁ କେସିଙ୍ଗାସ୍ଥିତ ଭାରତୀୟ ଖାଦ୍ୟ ନିଗମ ଡିପୋ ସମ୍ମୁଖରେ ମଙ୍ଗଳବାର ଗଣଧାରଣା ଦିଆଯାଇଛି। ଚାଷୀଙ୍କ ବକେୟା ଅର୍ଥ ଓ ଏଫସିଆଇ ଚାଉଳ ଉଠାଇବାରେ ଅବହେଳା ଯୋଗୁ ମଙ୍ଗଳବାର ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ସଭାପତିତ୍ୱରେ କେନ୍ଦ୍ର…
ଦାଦନ ଶ୍ରମିକଙ୍କ କାଟିଥିଲେ ହାତ: ଏବେ ୧୦ ବର୍ଷ କାରାଦଣ୍ଡ
ଭବାନୀପାଟଣା,୧୯।୭(ସ୍ବ.ପ୍ର.): ୨୦୧୩ରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର ୨ ଦାଦନ ଶ୍ରମିକଙ୍କୁ ନିର୍ଯାତନା ଦିଆଯିବା ସହିତ ହାତ କଟାଯାଇଥିଲା। ଏହି ଘଟଣାର ଶେଷ ଅଭିଯୁକ୍ତ ପରଶୁରାମ ନାଏକଙ୍କୁ ସୋମବାର ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା…
ଓମ୍ଫେଡ କେନ୍ଦ୍ରରେ ଗ୍ୟାସ ଲିକ୍
କୋକସରା୧୬।୭: କଳାହାଣ୍ଡି ଜିଲା କୋକସରା ଓମ୍ଫେଡ ଦୁଗ୍ଧ ଶୀତଳିକରଣ କେନ୍ଦ୍ରରେ ମରାମତି ବେଳେ ଶୁକ୍ରବାର ଗ୍ୟାସ ଲିକ୍ ହୋଇଛି। ଏଥିରେ ୩ ମେକାନିକ ଗୁରୁତର ହୋଇଛନ୍ତି। ଖବର ପାଇ କୋକସରା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲିକ୍ ହେଉଥିବା ଗ୍ୟାସକୁ ଆୟତ୍ତ…
ଏକା ସାଥିରେ ୩ ଜଣଙ୍କୁ ଧକ୍କା ଦେଇ ଜଣଙ୍କୁ ବାଇକ୍ ସହ ଘୋଷାଡି ନେଲା ଟ୍ରକ, କ୍ଷତିପୂରଣ ଦାବିରେ ଉତ୍ତେଜନା
କୋକସରା,୧୪।୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ ଅଁଲାଗୁଡା ନାଳ ପୋଲ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ମୃତକ ହେଲେ ଚିକିଲି ଗ୍ରାମର ଯୋଗଧ୍ୟାନ…
ବାଘଛାଲ ଜବତ, ୪ ଅଭିଯୁକ୍ତ ଗିରଫ
ଭବାନୀପାଟଣା,୧୦ା୭(ଡି.ଏନ୍.ଏ.): କଳାହାଣ୍ଡି ଓ୍ବାଇଲ୍ଡ ଲାଇଫ୍ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ ଟିମ୍ ଚଢ଼ାଉ କରିଛି। ଏହି ଚଢ଼ାଉରେ ୪ ବାଘ ଛାଲ ଜବତ ହେବା ସହ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଟିମ୍ ଦକ୍ଷିଣ ବନଖଣ୍ଡ ଶଗଡ଼ା ଅଞ୍ଚଳରୁ ୩ ଚିତାବାଘ ଛାଲ…
ସଂକ୍ରମଣ ବଢୁଥିଲେ ବି ମାସ୍କ ପିନ୍ଧିବା ହେବ ନାହିଁ ବାଧ୍ୟତାମୂଳକ
ଲଣ୍ଡନ,୬ ।୭: ସାରା ବିଶ୍ୱରେ କରୋନା ମହାମାରୀ ଏବେବି ତା’ର ତାଣ୍ଡବ ରଚି ଚାଲିଛି । ଧିରେ ଧିରେ ଏହି ମହାମାରୀ ସହ ଲୋକେ ବଞ୍ଚିବା ଶିଖିବାକୁ ପ୍ରୟାସ ଜାରି ରଖିଛନ୍ତି । ସୋମବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି…
ନିଜେ ଭିଜିଲାନ୍ସ ଅଫିସର: ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା
ଭବାନୀପାଟଣା,୩।୭(ଡି.ଏନ୍.ଏ): କଳାହାଣ୍ଡି ଜିଲା ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସ୍ଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍ର ରଫାଦଫା କରିବା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ…
ମଣ୍ଡି ପରିଚାଳନାରେ ଅନିୟମିତତା ମହଙ୍ଗା ପଡ଼ିଲା
ଜୁନାଗଡ଼,୨୮।୬: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗାଁ ପ୍ୟାକ୍ସ ମୁଖ୍ୟ କାର୍ଯ୍ୟ ନିର୍ବାହୀ ବିଷ୍ଣୁ ପ୍ରସାଦ ସାହୁଙ୍କୁ ଜିଲା ପ୍ରଶାସନ ପକ୍ଷରୁ ନିଲମ୍ବିତ କରାଯାଇଛି। ମଣ୍ଡି ପରିଚାଳନାରେ ଅନିୟମିତତା ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଛି। ଦାସିଗାଁ ପ୍ୟାକ୍ସ ଅଧୀନ ମଣ୍ଡିରେ ଚାଷୀଙ୍କ…
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ ଦୁର୍ଜ…

