କଳାହାଣ୍ଡି

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଗ୍ରାମବାସୀମାନେ ଜଙ୍ଗଲରେ ହାତୀ ଛୁଆଟି ପଡ଼ିଥିବା ଦେଖିବା ପରେ ତୁରନ୍ତ ବନ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ ଘଟିଛି। ସେ ୧୯୭୩ ମସିହାରେ ଜନ୍ମଗ୍ରହଣ କରିଥିଲେ।…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି। ଏହି ଅବସରରେ ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅଙ୍ଗନଓ୍ୱାଡ଼ି…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ ପରିସରରେ ପାଣି ଜମି ରହୁଥିବା ଦେଖାଯାଇଛି l ଏହି ସମସ୍ୟା ପ୍ରତିବର୍ଷ ହେଉଥିବାବେଳେ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଡମ କର୍ଲାଖୁଣ୍ଟା…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି। ଏଭଳି ଏକ ଘଟଣା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବୋରପଦର ଗ୍ରାମପଞ୍ଚାୟତର…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ ଥାନାରେ କାର୍ଯ୍ୟରତ ଥିଲେ । ଏଠିକାର ଫାଣ୍ତିଧିକାରୀ ପଦୋନ୍ନତି ପାଇବାରୁ ଏହା ଖାଲିପଡିଥିଲା…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର ମରାମତି ବଦଳରେ ସେହି କଲଭର୍ଟ ଉପରେ କିଛି କ୍ରଶର ଗୁଣ୍ଡ ପକାଯାଇଛି। ଏପରି…

ଶ୍ରବଣ ବାଧିତ ହୋଇ ବି ହାରିନାହାନ୍ତି ଜ୍ୟୋତିଷ: ଜେଏନୟୁ ରେ ସମାଜ ଶାସ୍ତ୍ର ପଢ଼ିବାକୁ ମିଳିଲା ସୁଯୋଗ

ଥୁଆମୂଳ ରାମପୁର, ୦୬।୦୮ (ଦୁର୍ଗା କୀର୍ତ୍ତି): ଦୃଢ଼ ଇଚ୍ଛାଶକ୍ତି, କଠିନ ପରିଶ୍ରମ ଓ ନିଷ୍ଠା ଆଗରେ ହାର ମାନିଛି ଶାରୀରିକ ଅସମର୍ଥତା। ଅଭାବ ଅନଟନ ଓ ଶାରୀରିକ ସମସ୍ୟା ସତ୍ତ୍ୱେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଲଙ୍ଗୀ ଗ୍ରାମର ଜଣେ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ନବରଙ୍ଗପୁର(ହିର୍ଲି ଡଙ୍ଗର) ଅଞ୍ଚଳର ସୁକେନ ଗୌଡ଼ ବୋଲି ଜଣାପଡ଼ିଛି।…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର ରଣାଙ୍କୁ ବୁଧବାର ରାତିରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏ ନେଇ…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ ସେବାରେ ଗୁରୁତର ପ୍ରଭାବ ପଡୁଛି । ଡାକ୍ତର ଛୁଟିରେ ଥିବାରୁ ତାଙ୍କ ବଦଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?