କଳାହାଣ୍ଡି

କୋଭିଡ ହସ୍ପିଟାଲ ପାଇଖାନାରୁ ମିଳିଲା ରୋଗୀଙ୍କ ମୃତଦେହ

ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା କାମଠଣା କୋଭିଡ୍‌ ହସ୍ପିଟାଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ହସ୍ପିଟାଲ ପାଇଖାନା ଭିତରେ ଜଣେ କୋଭିଡ୍‌ ଆକ୍ରାନ୍ତ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବୃଦ୍ଧ ଜଣକ ପାଇଖାନାକୁ ଶୌଚ ପାଇଁ ଯାଇଥିଲେ। ସେ ଦୀର୍ଘ ସମୟ ଧରି…

ମେ’ ୨ ଯାଏ ବନ୍ଦ ରହିବ ବଜାର

ଭବାନୀପାଟଣା,୨୬।୪ କଳାହାଣ୍ଡି ବଣିକ ସଂଘ ପକ୍ଷରୁ ଆସନ୍ତା ୨୮ ରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣା ସହରାଞ୍ଚଳର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଘୋଷଣା କରାଯାଇଛି। ଏ ନେଇ ଜିଲା ପ୍ରଶାସନକୁ ମଧ୍ୟ ଅବଗତ କରାଯାଇଥିବା ସଂଘ…

ଖାଲିପଡ଼ିଛି ଡାକ୍ତର ପଦବୀ, ରୋଗୀସେବା ବିପର୍ଯ୍ୟସ୍ତ

କର୍ଲାମୁଣ୍ଡା,୨୫।୪(ଡି.ଏନ୍‌.ଏ.): ସାଧାରଣ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ଉଦ୍ଦେଶ୍ୟରେ ସରକାର ଡାକ୍ତରଖାନା ଖୋଲିଛନ୍ତି। ହେଲେ ଆବଶ୍ୟକ ଡାକ୍ତର ନିଯୁକ୍ତି ହୋଇ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି। ଏଭଳି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ାସ୍ଥିତ ପୁରାତନ ଡାକ୍ତରଖାନାରେ ଦେଖିବାକୁ…

ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ମୃତ

ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କନ୍ଧମାଳ-କଳାହାଣ୍ଡି ସୀମାନ୍ତରେ ମାଓବାଦୀମାନେ ରହିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ଏସ୍‌ଓଜି…

ଭିଜିଲାନ୍ସ ଜାଲରେ କର୍ଲାମୁଣ୍ଡା ଆର୍‌ଆଇ

କର୍ଲାମୁଣ୍ଡା,୨୩।୪(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆର୍‌ଆଇ ରମେଶ ବରାଳ। ଏକ ଡିମାରକେଶନ ରିପୋର୍ଟ ପାଇଁ ଜନୈକ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ସେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନାନୁଯାୟୀ, ରିଞ୍ଜା ଗ୍ରାମର ବିରଞ୍ଚି ଚୌଧୁରୀ କର୍ଲାମୁଣ୍ଡାଠାରେ ଥିବା…

ରେସିଂ କାର ତିଆରି କଲେ ଓଡ଼ିଆ ଇଞ୍ଜିନିୟରିଂ ଛାତ୍ର

ଭବାନୀପାଟଣା,୨୧।୪: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିିନିୟରିଂ କଲେଜର ମେକାନିକାଲ ଓ ଇଲେକ୍ଟ୍ରିକାଲ ଛାତ୍ରମାନେ ନିଜ ପ୍ରଚେଷ୍ଟାରେ ଏକ ହାତ ତିଆରି ଦ୍ରୁତଗାମୀ କାର ନିର୍ମାଣ କରିଛନ୍ତି। ସେମାନେ ଉନ୍ନତମାନର ଯନ୍ତ୍ରପାତି ବ୍ୟବହାର କରି ଏହି କାରକୁ ଉଦ୍ଭାବନ କରିଛନ୍ତି। ବାହାରର…

ଓଏପିଏଫ୍‌ ଯବାନଙ୍କୁ ମାଡ଼ମାରିଲେ ପୋଲିସ ସର୍ଜେଣ୍ଟ, ସହଯୋଗୀ

ଭବାନୀପାଟଣା, ୨୧।୪ (ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ସୋମବାର ରାତିରେ ତୁମୁଳକାଣ୍ଡ ଘଟିଛି। ରିଜର୍ଭ ଅଫିସରେ ମୁତୟନ ଓଏପିଏଫ୍‌ ଯବାନ ଓ ସର୍ଜେଣ୍ଟଙ୍କ ମଧ୍ୟରେ କାମ କରିବାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସର୍ଜେଣ୍ଟ…

ବନ୍ଧା ପଡ଼ିଥିବା ସୁନା ଆଣିବାକୁ କହିବାରୁ ସ୍ତ୍ରୀଙ୍କ ଦେହରେ ନିଆଁ ଲଗାଇ ଦେଲେ ସ୍ବାମୀ

କୋକସରା ୧୮।୪: ବନ୍ଧା ପଡିଥିବା ସୁନା ଅଳଙ୍କାର ମୁକୁଳାଇବାକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ଝଗଡ଼ା ଚରମସୀମାରେ ପହଞ୍ଚିଛି। ରାଗ ସମ୍ଭାଳି ନ ପାରି ସ୍ବାମୀ କିରୋସିନ ଢାଳି ସ୍ତ୍ରୀଙ୍କୁ ନିଆଁ ଲଗାଇ ଦେବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି…

ଜୁନାଗଡରେ ଶଟ୍‌ଡାଉନର ପ୍ରଭାବ: ରାସ୍ତାଘାଟ ଖାଁ ଖାଁ

ଜୁନାଗଡ,୧୭।୪(ଡି.ଏନ୍‌.ଏ.): ମହମାରୀ କରୋନା ସଂକ୍ରମଣ ଦିନକୁ ଦିନକୁ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଛତିଶଗଡ଼ ସୀମାବର୍ତ୍ତୀ ୧୦ଟି ଜିଲାର ସହରାଞ୍ଚଳରେ ସପ୍ତାହର ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହି ୧୦ଟି ଜିଲା ମଧ୍ୟରେ କଳାହାଣ୍ଡି ମଧ୍ୟ ରହିଛି। ଜିଲାର…

କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଧାରଣା

କେସିଙ୍ଗା,୧୬।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ଛାତ୍ରୀଛାତ୍ର ଧାରଣା ଦେଇଛନ୍ତି। ମହାବିଦ୍ୟାଳୟର + ୩ ତୃତୀୟ ସେମିଷ୍ଟାରର ଛାତ୍ରୀଛାତ୍ର ମାନେ ଏକ ଶାନ୍ତିପୂଣ୍ଣ ର୍‌ ଧାରଣା ଦେଇଥିବା ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଏଭଳି ପରିସ୍ଥିତିରେ…

ଘରୁ ମୟୁର ଜବତ କଲା ବନ ବିଭାଗ

ଭବାନୀପାଟଣା,୧୫।୪: କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ କର୍ମଚାରୀ ଗୁରୁବାର କଲମପୁର ଅଞ୍ଚଳର ସନ୍ତୋଷ ଅଗ୍ରୱାଲଙ୍କ ଘରେ ଚଢାଉ କରି ଏକ ମୟୁର ଉଦ୍ଧାର କରାଯାଇଛି। ସନ୍ତୋଷ ମୟରୁକୁ ଘରେ ରଖିଥିବା ନେଇ ବନବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଫରେଷ୍ଟ ଆକ୍ଟ ଅନୁଯାୟୀ…

ହତ୍ୟା କରିଥିବା ସ୍ଥାନ ଦେଖାଇଲେ ଅଭିଯୁକ୍ତ, ଯୁବକଙ୍କ ଦରପୋଡ଼ା ମୃତଦେହ ଜବତ

କେସିଙ୍ଗା,୧୩।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ଗୋଦାମର ବୁଦା ନିକଟରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗାଁର ଶଶି କମ୍ପା ବୋଲି ଜଣାପଡ଼ିଛି। ସେ ଗତ ୧୧ ତାରିଖରୁ ନିଖୋଜ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?