କଳାହାଣ୍ଡି

ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ

ଭବାନୀପାଟଣା/ମଦନପୁର,୧୯।୨: ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମଦନପୁର ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ କ୍ଷିତିଭୂଷଣ ବିଶ୍ବାଳ। ଶୁକ୍ରବାର ତାଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ଅଭିଯୋଗକାରୀ ଗଙ୍ଗାଧର ବାଗ ସ୍କୁଲ ଜଗୁଆଳି ଭାବେ ନିଯୁକ୍ତି ପାଇଥିଲେ ହେଁ…

କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ

ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପରିଲକ୍ଷିତ ହୋଇଥିଲା। ଯାନବାହାନ, ଦୋକାନ…

କଳାହାଣ୍ଡିରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ

ଭବାନୀପାଟଣା,୧୫।୨: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି। କଳାହାଣ୍ଡି ଜିଲାରେ ଏହାର ପ୍ରଭାବ ପଡିଛି। କେନ୍ଦ୍ରର ଭାଜପା ସରକାର କୃଷକମାନଙ୍କ ଚାଷଜମି ଗୁଡିକୁ ପୁଞ୍ଜିପତି ମାନଙ୍କ ନିକଟରେ ବନ୍ଧକ କରିଦେବା ଚକ୍ରାନ୍ତ କରି…

କେସିଙ୍ଗାରେ କଂଗ୍ରେସ ପକ୍ଷରୁ ରାସ୍ତାରୋକୋ

କେସିଙ୍ଗା, ୧୫।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ସୋମବାର କଂଗ୍ରେସ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ସକାଳ ୮ଟାରୁ ଦୁର୍ଗା ମଣ୍ଡପ ନିକଟ ଜାତୀୟ ରାଜପଥଠାରେ ରାସ୍ତାରୋକୋ କରାଯାଇଛି। କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ଏବଂ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ…

ମାସେ ହେଲା ମଣ୍ଡିରୁ ଉଠୁନି ଧାନ

କେସିଙ୍ଗା, ୧୩।୨ (ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରେ ଦୀର୍ଘ ମାସେ ହେଲା ଧାନ ପଡିରହିଛି। ଚାଷୀମାନେ ଶୀତ କାକରରେ ଦିନରାତି ମଣ୍ଡିରେ ଜଗି ରହୁଛନ୍ତି। କେସିଙ୍ଗା ବ୍ଲକରେ ୧୪ଟି ଧାନ ମଣ୍ଡି ରହିଛି। ସେଥି ମଧ୍ୟରୁ ମଶାଣିବନ୍ଧ…

‘ଆଦିବାସୀଙ୍କ ଲୋକନୃତ୍ୟ, ସଙ୍ଗୀତ ବିଦେଶରେ ପହଞ୍ଚିଛି’

ଜୁନାଗଡ଼,୧୨।୨: କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟସ୍ତରୀୟ ଆଦିବାସୀ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ପ୍ରବୋଧ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟଅତିଥି…

ବିପଦସଙ୍କୁଳ କୋଠାରେ ପାଠପଢ଼ା

ବେହେରା, ୧୨।୨ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକରେ ଥିବା ଅନେକ ବିପଦସଙ୍କୁଳ ଅଙ୍ଗନୱାଡି କେନ୍ଦ୍ରରେ ପାଠପଢ଼ା ଚାଲିଛି। ବ୍ଲକର ବେହେରା ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ର ୧ (ବାଙ୍କିମୁଣ୍ଡା) କୋଠା କାନ୍ଥଗୁଡିକରେ ବଡବଡ ଫାଟ ସୃଷ୍ଟି ହେବା ସହ ଲୁହାଛଡଗୁଡିକ ବାହାରକୁ…

ରାମ ମନ୍ଦିର ନିର୍ମାଣ ପାଇଁ ଟଙ୍କା ଦାନ କଲେ ୨ ଭଉଣୀ

କୋକସରା,୧୧।୨: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ହୁଣ୍ଡିରେ ରଖିଥିବା ସଞ୍ଚିତ ଟଙ୍କା ଦାନ କରିଛନ୍ତି ୨ କୁନି ଭଉଣୀ। ସେମାନେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ବଡ଼କେନ୍ଦୁଗୁଡ଼ା ଗ୍ରାମର ଆଦିତ୍ୟ ପଣ୍ଡାଙ୍କ ୨ ଝିଅ…

‘ମାର୍ଚ୍ଚ ୩୧ ସୁଦ୍ଧା ବିପିଏଲ୍‌,ଏପିଏଲ୍‌ଙ୍କୁ ବିଜୁଳି’

ଭବାନୀପାଟଣା,୬।୨: ଭବାନୀପାଟଣା ସ୍ଥିତ ଜିଲା ଯୋଜନା ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ସଭାଗୃହଠାରେ ଶନିବାର ବିଦ୍ୟୁତ୍‌ ବିଭାଗ ଅଧିକାରୀ, କମ୍ପାନୀ କର୍ମକର୍ତ୍ତାଙ୍କୁ ନେଇ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ର ଏକ ସମୀକ୍ଷା ବୈଠକ କରିଥିଲେ। ବୈଠକରେ ମନ୍ତ୍ରୀ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା…

ନାବାଳିକାଙ୍କୁ ଅଶ୍ଳିଳ ଫଟୋ ଭାଇରାଲ କରିଦେବାକୁ ଧମକ ଦେଇ ଯୁବକ ଗିରଫ

ଭବାନୀପାଟଣା,୫।୨: ଭବାନୀପାଟଣାର ସହରର ଜଣେ ନାବାଳିକାଙ୍କୁ ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ପୋଇବାଡି ଗ୍ରାମର ଜିତେନ୍ଦ୍ର ବେହେରା(୨୬) ହ୍ବାଟସ ଆପ୍‌ରେ ବ୍ଲାକମେଲିଂ କରି ଗିରଫ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ହ୍ବାଟସ ଆପ୍‌ରେ ବନ୍ଧୁତା ପରେ ମୋବାଇଲରେ ନିୟମିତ ଚାଟିଂ କରିବା…

୫ ଲକ୍ଷ ଟଙ୍କାରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ

ଭବାନୀପାଟଣା,୩।୨: କଳାହାଣ୍ଡି ଜିଲାରେ ପୁଣି ଦାଦନଙ୍କ ଦୁଃଖ ସାମ୍ନାକୁ ଆସିଛି। ୫ ଲକ୍ଷ ଟଙ୍କା ପାଇଁ ଆନ୍ଦ୍ରପ୍ରଦେଶରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ। ଧର୍ମଗଡ଼ ଥାନା ଡୁମେରଗୁଡା ପଞ୍ଚାୟତ ମୁଖିଗୁଡ଼ା ଗାଁର ଶ୍ରମିକମାନଙ୍କୁ ଏହି ଗ୍ରାମର ଜଣେ ଶ୍ରମିକ ଦଲାଲ ୫…

ବାଇକ୍‌ ଧକ୍କାରେ ଜଣଙ୍କ ଜୀବନ ଗଲା, ୨ ଗୁରୁତର

କୋକସରା,୩୧।୧: କଳାହାଣ୍ଡି ଜିଲା କୋକସରା ବ୍ଲକ ବଙ୍ଗୋମୁଣ୍ଡା-ଟେମରା ରାସ୍ତା ମଝିରେ ଥିବା ଏକ ବୁଲାଣି ନିକଟରେ ରବିବାର ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣଙ୍କ ଅବସ୍ଥା ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?