କଳାହାଣ୍ଡି

ମୁର୍‌ତୁ ସଂଗେ ଯୁଝୁଛନ୍‌ ଟିକେସିନୀ: ଚିକିଛା ଲାଗି ଟଁକା ଅଭାବ୍‌

ପଲମ,୧୯।୮(ଡି.ଏନ.ଏ.):  କଳାହାଣ୍ଡି ଜିଲା ନର୍ଲା ବ୍ଲକ ପଲମ ପଁଚେତ୍‌ ପଲମ ପୁରନା କଲୋନୀପଡ଼ାର ଟିକେସିନୀ ବାଗ(୩୫)। ଆଏଜ୍‌କେ ୨ ବଛର ହେଲା ସେ ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ହେଇ ବଡ଼ା ଦୁଖ୍‌ ପାଉଛନ୍‌। ଚିକିଛା ଲାଗି ସେ ନର୍ଲା, କେସିଙ୍ଗା, ଭବାନୀପାଟଣା,…

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ଧର୍ମଗଡ଼,୧୮।୮:(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ହରିଜନ ସାହିର ଏକ ଗଛରୁ ରବିବାର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଉକ୍ତ ସାହିର ଡମ୍ବରୁଧର ବାଗ୍‌। ସକାଳୁ ମୃତଦେହ ଝୁଲୁଥିବା ଦେଖି ଗ୍ରାମବାସୀ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ଶକ୍ତିମନ୍ତ୍ରୀଙ୍କ ଅଚାନକ କେସିଙ୍ଗା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ

କେସିଙ୍ଗା,୧୭।୮(ଡି.ଏନ.ଏ.) କେସିଙ୍ଗାସ୍ଥିତ ଆଦର୍ଶ ବିଦ୍ୟାଳୟକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅଚାନକ ଭାବେ ଗତ ଗୁରୁବାର ସନ୍ଧ୍ୟା ୭ଟାରେ ପରିଦର୍ଶନ କରିଥିଲେ। ଏଠାରେ ଥିବା ବିଭିନ୍ନ ସମସ୍ୟା ଯଥା ପ୍ରିନ୍ସିପାଲ ନିଯୁକ୍ତି, ୫ଜଣ ଶିକ୍ଷକ ନିଯୁକ୍ତି, ବିଦ୍ୟାଳୟର ପଶ୍ଚିମ ପଟେ ବାଡା ନିର୍ମାଣ,…

କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତର ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ

କେସିଙ୍ଗା,୧୭।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତରେ ଗତ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୁପିନ୍ଦର ସିଂହ ଓ ବିଭାଗୀୟ ଅଧିକାରୀଙ୍କ ସହିତ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । କେସିଙ୍ଗା ବ୍ଲକର ତୁର୍ଲାଖମନ,…

୧୭ ବର୍ଷ ହେବ ମରାମତି ହୋଇନି : ରାସ୍ତାରେ ଧାନ ତଳି ରୋଇଲେ ଗ୍ରାମବାସୀ

ଜୁନାଗଡ଼,୧୭।୮(ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ପଞ୍ଚାୟତ ସାନଫୁର୍ଲା-ବନ୍ଦପଡାକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ଗତ ୧୭ ବର୍ଷ ହେବ ରକ୍ଷଣାବେକ୍ଷଣ ଅଭାବରୁ ମରଣଯନ୍ତା ପାଲଟିଛି। ବର୍ଷା ସମୟରେ ରାସ୍ତାରେ କାଦୁଅ ହେବା ସହ ବଡ ବଡ…

ପ୍ରଧାନମନ୍ତ୍ରୀ ଆବାସ, ବିଜୁପକ୍କାଘର ଯୋଜନା:ହିତାଧିକାରୀଙ୍କୁ ମିଳିନି ଶ୍ରମ ଦିବସର ଟଙ୍କା

ଜୁନାଗଡ,୧୭।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାଲୋପଲା ପଞ୍ଚାୟତରେ ଗତ ୨୦୧୬-୧୭ ଏବଂ ୨୦୧୭-୧୮ ବର୍ଷରେ ବିଜୁପକ୍କାଘର, ପ୍ରଧାନମନ୍ତ୍ରୀ ଆବାସ କରିଥିବା ହିତାଧିକାରୀଙ୍କୁ ଏ ପର୍ଯ୍ୟନ୍ତ ଶ୍ରମ ଦିବସ ଟଙ୍କା ମିଳିନାହିଁ। ଏହି ସମସ୍ୟା ପଞ୍ଚାୟତ ମୁଖ୍ୟାଳୟ କାଲୋପଲା ଗ୍ରାମ ପ୍ରାୟ…

ଅଲେଖ ଧର୍ମାବଲମ୍ବୀଙ୍କ ନୂଆଖାଇ ଉତ୍ସବ: ନବାନ୍ନ ଖାଇଲେ ଭକ୍ତ

କର୍ଲାମୁଣ୍ଡା,୧୬।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିଆଲପଲା ଓ ଲକ୍ଷ୍ମୀପଡା ନିକଟରେ ଥିବା ଭୀମଭୋଇ ସାଂସ୍କୃତିକ କଳାମଣ୍ଡପ ଓ ଗ୍ରନ୍ଥାଳୟ ମଠରେ ଗୁରୁବାର ମହିମା ଧର୍ମାବଲମ୍ବୀଙ୍କ ନୂଆଖାଇ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସାଧୁବାବା ନାଲୁମୋହନ ଦାସ ଓ ଜୋରନ୍ଦା ବାବା ଅନାଦି…

କେଶିଙ୍ଗାରେ ସ୍ବାଧୀନତା ଦିବସ

କେଶିଙ୍ଗା, ୧୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ସହରରେ ଥିବା ବିଦ୍ୟାପୀଠ ଖେଳପଡ଼ିଆଠାରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ନାଗରିକ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲାର ଉପ ଜିଲାପାଳ ମିର୍ଦ୍ଧା ଟପ୍ନୋ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। କେଶିଙ୍ଗା…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା

ଭବାନୀପାଟଣା,୧୫।୮(ଡି.ଏନ.ଏ.) ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ନେବା ପରେ ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ କଳାହାଣ୍ଡି ଗସ୍ତରେ ଆସିଛନ୍ତି । ବୁଧବାର ଏହି ଅବସରରେ ସେ ସ୍ଥାନୀୟ ସର୍କିଟ ହାଉସଠାରେ ଏକ ଖବରଦାତା ସମ୍ମିଳନୀରେ ଗତ ବିଧାନସଭାରେ ସରକାରଙ୍କ…

ଜୁନାଗଡ ଅବକାରୀ ବିଭାଗର ଚଢ଼ାଉ: ୪୧ ଲିଟର ଚୋରାମଦ ଜବତ, ୩ କୋର୍ଟ ଚାଲାଣ

ଜୁନାଗଡ,୧୫।୮(ଡି.ଏନ.ଏ.)  ଜିଲା ଅବକାରୀ ଅଧୀକ୍ଷକ ବିଶ୍ୱନାଥ ଶତପଥୀଙ୍କ ନିର୍ଦ୍ଦେଶକ୍ରମେ ଜୁନାଗଡ ଅବକାରୀ ବିଭାଗ ଓ ଜିଲା ଭ୍ରାମ୍ୟମାଣ କର୍ମଚାରୀଙ୍କ ମିଳିତି ଉଦ୍ୟମରେ ବୁଧବାର ଜୁନାଗଡ ବ୍ଲକର ଚାରମହୁଲ ଓ ଏକନାଗୁଡା ଗ୍ରାମରେ ଅତର୍କିତ ଚଢାଉ କରାଯାଇଥିଲା। ଏହି ସମୟରେ ଚାରମହୁଲ ଗ୍ରାମର…

ଏସ୍‌ଓଜି ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

ଭବାନୀପାଟଣା,୧୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୁଣ୍ଡରି ରିର୍ଜଭ ଫରେଷ୍ଟରେ ବୁଧବାର ସନ୍ଧ୍ୟା ୬ଟାରେ ଏସ୍‌ଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି। ଏସ୍‌ଓଜି ଜବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଉକ୍ତ ଫରେଷ୍ଟ…

ବର୍ଷା ଛାଡିଲା, ବଡୁଛି ଦୁର୍ଦଶା; ୧୮ ଗାଁର ୮୯୨ ସ୍ଥାନାନ୍ତରିତ ଲୋକେ ଫେରିଲେ

ଭବାନୀପାଟଣା,୧୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଗତ ୭ ତାରିଖ ଲଘୁଚାପଜନିତ ବନ୍ୟାସ୍ଥିତିରୁ ଜନଜୀବନ ସ୍ବାଭାବିକ ହୋଇ ଆସୁଥିବା ବେଳେ ଗତ ୧୧ରୁ ୧୩ ତାରିଖ ଲଗାଣ ଭର୍ଷା ପୁଣି ବେହାଲ କରିଦେଇଛି। ବର୍ତ୍ତମାନ ବନ୍ୟା ପରିସ୍ଥିତି ଧୀରେ ଧୀରେ ସୁଧାର ଆସିବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri