କଳାହାଣ୍ଡି

ଗିରଫ ବେଳେ ଥାନା ଅଧିକାରୀଙ୍କୁ ଛୁରାମାଡ଼

ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ମୁଖୀଗୁଡ଼ା ଓଏଚ୍‌ପିସି କର୍ମଚାରୀ କୁଳମଣି ରଥ ଶନିବାର ରାତିରେ କର୍ମଚାରୀ କାଳୁଚରଣ ଭୂୟାଁ ଓ ତାଙ୍କ ପୁଅ ଦୀପ୍ତିକୃଷ୍ଣଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ଶଙ୍ଖ ଧରିଲେ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ

ଭୁବନେଶ୍ୱର,୫।୧(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରର ଜେଏମ୍‌ଏମ୍‌ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ ବୁଧବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ରାଜ୍ୟ ବିଜୁ ଯୁବ କାର୍ଯ୍ୟାଳୟରେ ତାଙ୍କ ସମର୍ଥକଙ୍କ ସହ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ…

ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବି: ବନ୍ଦ ରହିଲା କଳାହାଣ୍ଡି

କର୍ଲାମୁଣ୍ଡା,୫।୧(ଡି.ଏନ୍‌.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବିରେ ବୁଧବାର ଆଦିବାସୀ ମହାସଂଘ ପକ୍ଷରୁ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିଲା। ଏହି କ୍ରମରେ କର୍ଲାମୁଣ୍ଡା ବ୍ଲକରେ ମଧ୍ୟ ବିଶେଷ ପ୍ରଭାବ ଦେଖିବାକୁ ମିଳିଛି। ବ୍ଲକ ଆଦିବାସୀ ସଙ୍ଘ ସଭାପତି ସୁରେନ୍ଦ୍ର ଭୋଇ…

ପରିତ୍ୟକ୍ତ କୂଅରୁ ମିଳିଲା ଶିଶୁ ପୁତ୍ରର ମୃତଦେହ

କଳାହାଣ୍ଡି,୩।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ଜୟନ୍ତପୁର ଗାଁରେ ଥିବା ଏକ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। କୂଅରୁ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକେ ସନ୍ଦେହ କରିଥିଲେ । ପରେ ପରିତ୍ୟକ୍ତ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ବାହାଘର ସାରି ଫେରୁଥିଲେ ବର-କନ୍ୟା, ଟ୍ରକ୍‌ ସହ ମୁହାଁମୁହିଁ ଧକ୍କାରେ ଚାଲିଗଲା ଡ୍ରାଇଭରଙ୍କ ଜୀବନ

କୋକସରା,୩୦ା୧୨(ଡି.ଏନ୍‌.ଏ.): ବରକନ୍ୟା ବିବାହ ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ସର୍ଗିଗୁଡ଼ାରୁ ନବରଙ୍ଗପୁର ମୈଦାଲପୁର ଡୁମେରମୁଣ୍ଡା ଗାଁରୁ ବିବାହ ସାରି କନ୍ୟା ନେଇ ଫେରୁଥିବା ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ…

ପୁଅକୁ ବଞ୍ଚାଇବାକୁ ଯାଇ ଗଲା ବାପାଙ୍କ ଜୀବନ

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟ ଫୁର୍ଲିଝରଣ ଜଳପ୍ରପାତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଳପ୍ରପାତରେ ଖସିପଡିଥିବା ୨ପୁଅକୁ ବଞ୍ଚାଇବାକୁ ଯାଇ ପାଣିରେ ବୁଡି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡର ଜିତେନ୍ଦ୍ର କୁମାର (୪୫)।…

ଆର୍‌ଏମ୍‌ସି ଗୋଦାମରେ ନିଆଁ

ଜୁନାଗଡ,୨୩।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ସାପ୍ତାହିକ ବଜାରରେ ଥିବା ଆର୍‌ଏମ୍‌ସି ଗୋଦାମରେ ନିଆଁ ଲାଗିଯାଇଥିଲା। ଖବର ପାଇ ଜୁନାଗଡ, ଧର୍ମଗଡ, କୋକସରା, କଲମପୁର ଓ ଭବାନୀପାଟଣା ଅଗ୍ନିଶମ ବିଭାଗର ୬ଟି ଦମକଳ କେନ୍ଦ୍ର ଗାଡି ଆସି ନିଆଁକୁ ଆୟିତ୍ୱ କରିବାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ବିରୋଧରେ ୪ ଦିନ ହେଲା ପାଠପଢା ବନ୍ଦ

ଜୁନାଗଡ଼,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କେଲିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କ ବଦଳିକୁ ନେଇ ବିବାଦ ଦେଖାଦେଇଛି। ଗତ କିଛି ଦିନ ତଳେ ପ୍ରଧାନଶିକ୍ଷକଙ୍କୁ ହଠାତ୍‌ ଅନ୍ୟ ସ୍ଥାନକୁ ବଦଳି କରାଯାଇଥିଲା। ଏହାକୁ ବିରୋଧ କରି ୪…

ପଞ୍ଚାୟତ ସମ୍ମୁଖରେ ବୃଦ୍ଧାବୃଦ୍ଧଙ୍କ ଧାରଣା

କର୍ଲାମୁଣ୍ଡା,୨୨।୧୨(ଡି.ଏନ୍‌.ଏ.): ଆଧାର ସଂଯୋଗ ଓ କଓ୍ବୋଇସି ଅପ୍‌ଡେଟ ହୋଇ ପାରୁ ନ ଥିବାରୁ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଭତ୍ତା ଟଙ୍କା ଉଠାଇବା ନେଇ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ…

ଖେଳୁଥିବା ବେଳେ ଗଲା ଜୀବନ

କୋକସରା,୨୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ଦୀପଙ୍କ ୬ବର୍ଷର ନାବାଳକ ପୁଅ ଆଶିଷ । ମଙ୍ଗଳବାର ସନ୍ଧ୍ୟାରେ ସାଙ୍ଗଙ୍କ ସହ ମିଶି…

ଦେଶୀ ପିସ୍ତଲ ଜବତ;୨ ଗିରଫ

କେସିଙ୍ଗା,୧୬।୧୨: କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁଇ ଜଣ ଆସାମୀ ବିନା ଲାଇସେନ୍ସର ଦେଶୀ ପିସ୍ତଲ ରଖି କ୍ରାଇମ ଯୋଜନା ପ୍ରସ୍ତୁତ କରୁଥିବାବେଳେ କେସିଙ୍ଗା ପୋଲିସ ଚଢ଼ାଉ କରିଛି। ଚଢ଼ାଉ କରି ଗୋଟିଏ ପିସ୍ତଲ ଜବତ କରିବା ସହ ଦୁଇ ଜଣକୁ…

ମୃତ ହେଟାବାଘର ନଖ କାଟିନେଲେ

କୋକସରା:୧୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ସାଗରପଡ଼ା ନିକଟରେ ଏକ ଗାଡି ଧକ୍କାରେ ଏକ ହେଟାବାଘର ମୃତ୍ୟୁ ଘଟିଛି। ବାଘଟି ରାସ୍ତା ପାରି ହେଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?