କଳାହାଣ୍ଡି

ବିଧାୟକଙ୍କ ବନ୍ୟାଞ୍ଚଳ ପରିଦର୍ଶନ

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡରେ ଆଜକୁ ୩ ଦିନ ହେଲା ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀରେ ଜଳସ୍ରୋତ ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଶହ ଶହ ଏକର ଚାଷଜମି ବାଲିଚର ହେବା ସହ ଅନେକ…

ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ: ବେଦାନ୍ତ ନନ୍ଦଘରକୁ ନେଇ ହୋହାଲ୍ଲା

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ସମିତି ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଇଂ.ଫକୀର ମୋହନ ମାଝିଙ୍କ ସଭାପତିତ୍ୱରେ ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ବ୍ଲକର ୨୬ଟି ପଞ୍ଚାୟତରୁ ସରପଞ୍ଚ ଏବଂ ସମିତି ସଭ୍ୟମାନେ ଯୋଗଦେଇଥିଲେ। ପ୍ରଥମେ…

ବିରୋଧୀଦଳ ନେତା ହେବା ନେଇ ପ୍ରଦୀପ୍ତଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): ଭବାନୀପାଟଣା ଭାଜପା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବିରୋଧୀ ଦଳର ନେତା ହେବା ପରେ ପ୍ରଥମକରି କଳାହାଣ୍ଡି ଗସ୍ତରେ ଆସିଛନ୍ତି। ଏ ନେଇ କେସିଙ୍ଗା ବ୍ଲକର ଅମାଠଠାରୁ ଭବାନୀପାଟଣା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଭାଜପା କର୍ମୀ ଓ ନେତାଙ୍କ ସମେତ…

ଜାତୀୟସ୍ତରରେ ଜୟଦୁର୍ଗା ହାଇସ୍କୁଲ ବିଜ୍ଞାନ କ୍ଲବ ସମ୍ମାନିତ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ରୋଡରେ ଥିବା ଜୟଦୁର୍ଗା ହାଇସ୍କୁଲର ପଠାଣୀ ସାମନ୍ତ ବିଜ୍ଞାନ କ୍ଲବ ଜାତୀୟସ୍ତରରେ ସମ୍ମାନିତ ହୋଇଛି। ୨୦୧୮ ବର୍ଷ ପାଇଁ ଓଡ଼ିଶାର ଆଠଟି ବିଜ୍ଞାନ କ୍ଲବ ସହ ନର୍ଲା ରୋଡ ଜୟଦୁର୍ଗା ହାଇସ୍କୁଲକୁ ଏପରି ସମ୍ମାନ ମିଳିଛି।…

ରେଳଧାରଣାରେ କଟି ଦାଦନ ମୃତ : ପରିବାରକୁ ସହାୟତାର ହାତ ବଢ଼ାଇଲା ଜିଲା ପ୍ରଶାସନ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହିର ଦିବାକର ହରିଜନ (୩୫) ଅଗଷ୍ଟ ୩ ତାରିଖ ଦାଦନ ଘଟିବାକୁ ଟ୍ରେନ ଯୋଗେ ଗୁଜୁରାଟ ଯାଉଥିଲେ। ତେବେ ୫ ତାରିଖ ସକାଳେ ବରଦଲି ଷ୍ଟେଶନରେ ଟ୍ରେନରୁ ପଡି ତାଙ୍କର ମୃତ୍ୟୁ ଘଟିଥିଲା।…

ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସ୍ବାମୀ ବିବେକାନନ୍ଦ ପବ୍ଲିକ୍‌ ସ୍କୁଲର ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନୂଆଦିଲ୍ଲୀସ୍ଥିତ ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ୧୫୦ ରୁ ଅଧିକ ରାଖୀ ପଠାଇଛନ୍ତି। ସ୍କୁଲର ଅଧ୍ୟକ୍ଷ ଶିବରାମ ନାଏକଙ୍କ ସହଯୋଗରେ ଡାକ ଯୋଗେ ଏହି ରାଖୀ ପଠାଯାଇଛି।…

ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ, ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଫସି ରହିଥିଲେ। ଡଙ୍ଗା ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଅଳ୍ପକେ…

ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ: ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଫସି ରହିଥିଲେ। ଡଙ୍ଗା ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଅଳ୍ପକେ ରକ୍ଷା…

କର୍ଲାମୁଣ୍ଡା ବ୍ଲକ ସର୍ବାଧିକ ୬୦୮ ମି.ମି. ବର୍ଷା ରେକର୍ଡ: ଶତାଧିକ ଲୋକେ ବିଭିନ୍ନ ସ୍ଥାନରେ ଆଶ୍ରୟ

କର୍ଲାମୁଣ୍ଡା,୧୪।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ସୋମବାରଠାରୁ ମଙ୍ଗଳବାର ୧୨ଟା ସୁଦ୍ଧା ପ୍ରବଳ ବର୍ଷା ହୋଇଛି। ଏହି ବ୍ଲକରେ ସର୍ବମୋଟ ୬୦୮ ମି.ମି. ବର୍ଷା ରେକର୍ଡ ହୋଇଛି । ବର୍ଷା ଯୋଗୁ ବ୍ଲକର ବିଭିନ୍ନ ସ୍ଥାନରେ ୧୦୦ରୁ ଊର୍ଦ୍ଧ୍ୱ ଲୋକ ଆଶ୍ରୟ ନେଇଥିବା…

ପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ର

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସୁଶୀଲ ମିଶ୍ରଙ୍କୁ କଟକ ମୁଖ୍ୟାଳୟରେ ପୋଲିସ ଏଆଇଜି ଭାବରେ ମଙ୍ଗଳବାର ପଦୋନ୍ନତି ମିଳିଛି। ଗୃହ ବିଭାଗର ଚିଠି ନଂ. ୩୫୪୪୩/୮/୮/୨୦୧୯ରୁ ଏହା ଜଣାପଡିଛି। ତେବେ ପୂର୍ବରୁ ସୁଶୀଲ ଭୁବନେଶ୍ୱର ପୋଲିସ କମ୍ପ୍ୟୁଟର ବିଭାଗ ଏସ୍‌ପି…

ଭବାନୀଶଙ୍କରଙ୍କୁ ଲକ୍ଷେ ବେଲପତ୍ର ଲାଗି: ବଡ଼ସିଂହାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): ଶ୍ରାବଣ ମାସର ଶେଷ ସୋମବାର ଉପଲକ୍ଷେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଭବାନୀଶଙ୍କର ମହାଦେବଙ୍କ ନିକଟରେ ଏକ ଲକ୍ଷ ବେଲପତ୍ର ଲାଗି କରାଯାଇଛି। ରବିବାର ପ୍ରାୟ ୮୦ ଶ୍ରଦ୍ଧାଳୁ ଭବାନୀପାଟଣାଠାରୁ ପାଞ୍ଚ କିଲୋମିଟର ଦୂରରେ ଥିବା ଗୁଣ୍ଡି ଡଙ୍ଗରକୁ ଯାଇ…

ଫିଦିନିଅଁ। ରାସ୍‌ତା ଅଭାବ: ଖେତ୍‌ ଆଡ଼ିରେ ଯାଆସ କରୁଛନ୍‌ ଛାତ୍ରୀଛାତ୍ର

କୋକସରା,୧୩ା୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଲପାଲି ପଁଚେତ୍‌ ଅଧୀନ ପାଣିଗଁା ଶବରପଡ଼ାକେ ଆଏଜ୍‌ ବି ଫିଦିନିଅଁା ରାସ୍‌ତା ନଁାଇଁନ। ଇ ଗଁାରେ ୩୦ ଆଦିବାସୀ ପରିବାରର ପାଖାପାଖି ୨ଶହ ଲୋକ୍‌ ବାସ୍‌ କରୁଛନ୍‌। ଗଁାକେ ଯିବାର ଆଏବାର ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri