କଳାହାଣ୍ଡି

ଅଦିନିଆ ବର୍ଷାରେ ବ୍ୟାପକ ଧାନଫସଲ ନଷ୍ଟ

କର୍ଲାମୁଣ୍ଡା,୧୦ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଛି। ପାଚିଲା ଧାନ ନଷ୍ଟ ହେବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଧାନ ପାଚି ଯାଇଥିବାରୁ ଚାଷୀମାନେ ତରତର ହୋଇ ଧାନ କାଟି…

୩ ଘଣ୍ଟା ପରେ ମୋବାଇଲ ଟାଓ୍ବାରରୁ ଉଦ୍ଧାର ହେଲେ ଯୁବକ

ଜୁନାଗଡ,୯।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଣିଜରା ପଞ୍ଚାୟତ ପୁରୁଣାସର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ ସମସ୍ୟାକୁ ନେଇ ଗ୍ରାମର ଜଣେ ଯୁବକ ସ୍ଥାନୀୟ ୧୮୦ ଫୁଟ ଉଚ୍ଚର ମୋବାଇଲ ଟାୱାରରେ ଚଢି ଯାଇଥିଲେ। ପରେ…

ମରାମତି ବେଳେ ଗଲା ବସ୍‌ ଚାଳକଙ୍କ ଜୀବନ

ଭବାନୀପାଟଣା,୭।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଗୋବରା ନିକଟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ବେଲୁନ ସଜାଡୁଥିବା ବେଳେ ଜେକ୍‌ରଡ ଖସିଯିବାରୁ ବସ୍‌ ତଳେ ଚାପିହୋଇ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ବସ୍‌ ଚାଳକ ହେଲେ କୋରାପୁଟ ଜିଲା…

ମଣ୍ଡିରେ ଭିଜୁଛି ଧାନ

କୋକସରା,୫।୧୨(ଡି.ଏନ.ଏ.): ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ କଳାହାଣ୍ଡି ଜିଲାରେ ଶନିବାରଠାରୁ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି। ଫଳରେ ଖୋଲା ମଣ୍ଡିରେ ପଡିଥିବା ଶହ ଶହ କୁଇଣ୍ଟାଲ ଧାନ ଭିଜୁଥିବା ଦେଖିବାକୁ ମିଳୁଛି। କୋକସରା ବ୍ଲକ ଆମପାଣି ପ୍ୟାକ୍ସ ଅଧୀନରେ ଥିବା…

ପେନ୍‌ସନ୍‌ରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ

କର୍ଲାମୁଣ୍ଡା,୧।୧୨(ଡି.ଏନ୍‌.ଏ.): ସରକାର ଷାଠିଏ ବର୍ଷରୁ ଊଦ୍ଧର୍‌ବ ମହିଳା,ପୁରୁଷ ତଥା ବିଧବା ଓ ଦିବ୍ୟଙ୍ଗ ମାନଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଜନାରେ ପେନ୍‌ସନ୍‌ ଦେବାକୁ ନିୟମ ତିଆରି କରିଥିଲେ ହେଁ ଯୋଗ୍ୟ ବ୍ୟକ୍ତିମାନେ ଏହି ଯୋଜନାର ସୁଫଳ ପାଇ ପାରୁ ନ ଥିବା…

ଧାନ କାଟିଲେ ବିଧାୟକ

କୋକସରା,୨୭।୧୧(ଡି.ଏନ.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୌଷଧି ବାଗ ଧାନ କାଟିଛନ୍ତି। ନିଜ ଗାଁ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ଚାଷ ଜମିରେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଶନିବାର ଦେଖିବାକୁ ମିଳିଛି। ସେ ଚାଷୀ ପରିବାରରୁ ଆସିଥିବା ବେଳେ…

ବିବାହିତାଙ୍କୁ ବଳାତ୍କାର କରି ଜେଲ ଗଲେ ଯୁବକ

କୋକସରା୨୭।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମହୁଳମୁଣ୍ଡା ଅଞ୍ଚଳର ଭାଗିରଥି ଦୁଣ୍ଡକିଆ (୩୦) । କୋକସରା…

କଂଗ୍ରେସ ପକ୍ଷରୁ ବ୍ଲକ ସମ୍ମୁଖରେ ଗଣଧାରଣା

କର୍ଲାମୁଣ୍ଡା,୨୬।୧୧(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମୁଖରେ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ଶୁକ୍ରବାର ଗଣଧାରଣା ଦିଆଯାଇଥିବା ଦେଖିବାକୁ ମିଳିଥିଲା । ବ୍ଲକ କଂଗ୍ରେସ ସଭାପତି ପ୍ରମୋଦ କୁମାର ସାହୁଙ୍କ ନେତୃତ୍ୱରେ କଂଗ୍ରେସ ନେତା ଓ କର୍ମୀମାନେ ଶିବ ମନ୍ଦିର ଠାରୁ ଶୋଭା…

ଖରିଫ ଧାନ ସଂଗ୍ରହ ଆରମ୍ଭରୁ ତେଜିଲା ଅସନ୍ତୋଷ

ଭବାନୀପାଟଣା/କୋକସରା,୨୫।୧୧(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଅନୁଷ୍ଠାନିକ ଭାବେ ଗୁରୁବାର ରଣମାଲ ମଣ୍ଡିରେ ଆରମ୍ଭ ହୋଇଛି। ହେଲେ ପ୍ରଥମ ଦିନରୁ ହିଁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ସୂଚନା ଅନୁସାରେ କଳାହାଣ୍ଡି ଜିଲାରେ ପ୍ରଥମ ଥର ପାଇଁ…

ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ

କର୍ଲାମୁଣ୍ଡା,୨୪।୧୧(ଡି.ଏନ୍‌ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ବୁଧବାର ବିଜେଡି ପକ୍ଷରୁ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶତାଧିକ କର୍ମୀ ଶୋଭାଯାତ୍ରାରେ ଆସି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ନାରା ବାଜି ଦେଇଥିଲେ। ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ…

ବିଡିଓଙ୍କୁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଦାବିପତ୍ର

କର୍ଲାମୁଣ୍ଡା,୨୨।୧୧(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଅଲ ଓଡ଼ିଶା ଅଙ୍ଗନଓ୍ବାଡ଼ି ଲେଡିଜ ୱାର୍କସ ଆସୋସିଏଶନ କର୍ଲାମୁଣ୍ଡା ଶାଖା ପକ୍ଷରୁ ଅଙ୍ଗନୱାଡି କର୍ମୀମାନେ ସୋମବାର ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘର ସଭାନେତ୍ରୀ ସଲମୀ ନାଗ, ସମ୍ପାଦିକା ସୁଲକ୍ଷଣି ସାହୁଙ୍କ ନେତୃତ୍ୱରେ ଅଙ୍ଗନୱାଡି…

ମମିତା ମେହେର ହତ୍ୟା ଘଟଣା: ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ

ଭବାନୀପାଟଣା,୨୨।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଏପରିସ୍ଥଳେ ଏହି ଘଟଣାରେ ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟରେ ୧୬୪ରେ ଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?