ଟ୍ରାକ୍ଟର ଧକ୍କାରେ ସ୍କୁଟି ଚାଳକଙ୍କ ଜୀବନ ଗଲା, ଉତ୍ତେଜନା
ଧର୍ମଗଡ଼,୧୫।୧: କଳାହାଣ୍ଡି ଜିଲା ଧର୍ମଗଡ ସହର ମେରଘରା ଛକ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରାକ୍ଟର ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭବାନୀପାଟଣାର ରୁଦ୍ର ନାରାୟଣ ନାଏକ। ସୂଚନା ଯୋଗ୍ୟ, ରୁଦ୍ର ଓ ରଫିସ ନାଏକ…
ଥାନାରେ ବାଘ
କୋକସରା,୧୫।୧: କିଛିଦିନ ତଳେ ଆମପାଣି ଘାଟିରେ କଲରାପତରିଆ ବାଘ ବୁଲୁୁଥିବା କିଛି ଯୁବକ ଦେଖିବାକୁ ପାଇଥିଲେ। ଏହି ଖବର ପ୍ରଚାରିତ ହେବା ପରେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ହେଲେ ଘଟଣା ସମ୍ପର୍କରେ କିଛି ସ୍ପଷ୍ଟ କରି…
‘ଦରଦ ଥିଲେ ମନ୍ତ୍ରୀ, ବିଧାୟକ ମଣ୍ଡିରେ ଶୁଅନ୍ତୁ’
ଭବାନୀପାଟଣା, ୧୪।୧: କଳାହାଣ୍ଡି ଜିଲା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଯଦି ପ୍ରକୃତରେ ଦରଦ ଅଛି ତେବେ କଳାହାଣ୍ଡି ଗସ୍ତରେ ଆସିଥିବା ୭୦ଜଣ ବିଧାୟକ ଓ ୧୨ଜଣ ମନ୍ତ୍ରୀଙ୍କୁ ଜିଲାର ସବୁ ମଣ୍ଡିକୁ ଜଗିବା ପାଇଁ ଦାୟିତ୍ୱ ଦିଅନ୍ତୁ। ଚାଷୀମାନେ ଧାନ ବିକ୍ରି କରି…
ବିକାଶର ମଡେଲ ହୋଇପାରିଛି କଳାହାଣ୍ଡି: ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୧୪।୧(ଡି.ଏନ୍.ଏ.) : କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ…
କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୧୪।୧(ଡି.ଏନ୍.ଏ.) : ଦୀର୍ଘ ୯ ମାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧.୩୦ରେ ହେଲିପ୍ୟାଡ୍ରେ ଓହ୍ଲାଇବା ପରେ ଏକ କାର୍ରେ ସଭାସ୍ଥଳରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା…
ଗଣଶିକ୍ଷା ମନ୍ତ୍ରୀଙ୍କ କୋକସରା ହାଇସ୍କୁଲ ପରିଦର୍ଶନ: ଶିକ୍ଷାଦାନରେ ଅବହେଳା ନେଇ ଅସନ୍ତୋଷ
କୋକସରା,୧୩।୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ବୁଧବାର କୋକସରା ବ୍ଲକ ଗସ୍ତ କରିଥିଲେ। ସେ କାଶିବାହଲ ପଞ୍ଚାୟତ ଗସ୍ତ କରି ଫେରିବା ପରେ କୋକସରା…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମନ୍ତ୍ରୀ, ବିଧାୟକଙ୍କୁ କଳାପତାକା ଦେଖାଇଲା ଯୁବ କଂଗ୍ରେସ
ଭବାନୀପାଟଣା,୧୩।୧: ଗୁରୁବାର କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିପ୍ଟ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପୂର୍ବରୁ ବୁଧବାର ଭବାନୀପାଟଣା ସହର ନକଟିଗୁଡା ଛକଠାରେ ରାଜ୍ୟ ସରକାରଙ୍କ ୩ ମନ୍ତ୍ରୀ ଓ ସଙ୍ଗଠାନିକ ସମ୍ପାଦକ ତଥା…
୨ ବାଇକ୍ ମୁହାଁ ମୁହିଁ: ଜିପିଓ ଗୁରୁତର
ଜୁନାଗଡ଼,୧୨।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗାଁ ନିକଟରେ ମଙ୍ଗଳବାର ୨ ବାଇକ୍ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଥୁଆମୂଳ ରାମପୁର ବ୍ଲକର ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ଜିପିଓ) ଜ୍ଞାନ ରଞ୍ଜନ ଭୋଇ ଗୁରୁତର ଆହତ ହୋଇଛନ୍ତି। ତାଙ୍କର…
୧୦ ହଜାର ଲାଞ୍ଚ ନେଇ ଆଇସିଡିଏସ୍ ସୁପରଭାଇଜର ଗିରଫ
ଭବାନୀପାଟଣା,୧୨।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ କୁଟୁରୁଖମାର ସେକ୍ଟର ଆଇସିଡିଏସ୍ ସୁପରଭାଇଜର ରାଧାରାଣୀ ଦେଈ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ବ୍ଲକ କୁରୁମାଚୁଆଁର ଅଙ୍ଗନୱାଡି କର୍ମୀ ସୀମନ୍ତିନୀ ନାଏକଙ୍କଠାରୁ ଅକ୍ଟୋବର, ନଭେମ୍ବର…
୧୪ରେ ଇନ୍ଦ୍ରାବତୀ ମେଗାଲିପ୍ଟ ଜଳସେଚନ ପ୍ରକଳ୍ପର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୧୦।୧: କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରରୁ ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପର ଉଦ୍ଘାଟନ ପାଇଁ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ଚୂଡାନ୍ତ ହୋଇସାରିଛି। ଆସନ୍ତା ୧୪ ତାରିଖ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଜିଲାର ଜୟପାଟଣା,…
ଖୋଲିଲା ସ୍କୁଲ: ଆସିଲେନି ପିଲା
କୋକସରା,୮।୧: ଶୁକ୍ରବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥିବା ୨୫ଟି ହାଇସ୍କୁଲ ଖୋଲିଛି। ସେଥିମଧ୍ୟରୁ ୨୩ ହାଇସ୍କୁଲରେ ଉପସ୍ଥାନ କମ୍ ବେଶି ରହିଥିବା ବେଳେ ବ୍ଲକର ଫୁପଗାଁ ହାଇସ୍କୁଲ ଓ ଆମପଣି ଏସ୍ଏସଡି ହାଇସ୍କୁଲରେ ପିଲାଙ୍କ ଉପସ୍ଥାନ ଶୂନ ରହିଛି। ଏହାକୁ…
ଜୁନାଗଡ: ପ୍ରଥମ ଦିନରେ ପଢିବାକୁ ଆସିଲେ ୧୦୧୮ ଛାତ୍ରୀଛାତ୍ର
ଜୁନାଗଡ଼,୮।୧: କରୋନା କଟକଣା ଯୋଗୁଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାୟ ୧୦ମାସ ବ୍ୟବଧାନ ପରେ ଶୁକ୍ରବାର ହାଇସ୍କୁଲଗୁଡିକ ଖୋଲିଛି। ପ୍ରଥମ ପର୍ଯ୍ୟାୟରେ ହାଇସ୍କୁଲର କେବଳ ଦଶମ ଶ୍ରେଣୀର ଛାତ୍ରୀଛାତ୍ର ଅଧ୍ୟୟନ କରିବେ ବୋଲି…

