କଳାହାଣ୍ଡି

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ଦିନ ହେବ ଜନତା କର୍ଫ୍ୟୁ

ଭବାନୀପାଟଣା,୫।୧୧(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣା ରାଜ୍ୟରେ ଏବେ ହଇଚୟ ସୃଷ୍ଟି କରିଛି। ମମିତାଙ୍କୁ ନ୍ୟାୟ ଦେବା ପାଇଁ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସ ଲଢେଇକୁ ଜୋରଦାର କରିଛନ୍ତି। ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ…

ମମିତା ହତ୍ୟା ମାମଲା: ପୋଲିସ ହାତରେ ଲାଗିଲା ଆଉ କିଛି ନୂଆ ତଥ୍ୟ

ଭବାନିପାଟଣା,୫।୧୧(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ପୋଲିସକୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। । ଗୋବିନ୍ଦ ସାହୁ ମମିତାଙ୍କୁ ହତ୍ୟା କରିବା ପରେ…

ଧାନ ମଣ୍ଡିରୁ ମିଳିଲା ଯୁବକଙ୍କ ମୃତଦେହ

ଜୁନାଗଡ଼,୪।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚାରବାହାଲ ମଣ୍ଡିରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ସ୍ଥାନୀୟ ପୋଲିସ ଜବତ କରିଛି। ସେ ହେଲେ ମାଲପଡାର ସୁବ୍ରତ ତାଣ୍ଡି(୩୦)। ତାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି। ଖବର ପାଇ…

ମମିତା ହତ୍ୟା ମାମଲା: ଛାତ୍ରୀନିବାସରେ ପହଞ୍ଚିଲା ପ୍ରଶାସନିକ ଟିମ୍‌

ଭବାନୀପାଟଣା/ଗୋଲାମୁଣ୍ଡା,୩।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ମମିତା ମେହେର ହତ୍ୟା ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ପାୱାର ସଚିନ ପ୍ରକାଶ ତଦନ୍ତ କରିଥିବା ବେଳେ ଜାତୀୟ ଶିଶୁ ସୁରକ୍ଷା ଆୟୋଗ (ଏନ୍‌ସିପିସିଆର୍‌)ଙ୍କ…

ମହାଲିଙ୍ଗ କଲେଜରେ ପ୍ରଶାସନିକ ଟିମ୍‌

ଭବାନୀପାଟଣା/ଗୋଲାମୁଣ୍ଡା,୧।୧୧(ସ୍ବ.ପ୍ର./ଡି.ଏନ୍‌.ଏ): ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ ତଦନ୍ତ କରିଛନ୍ତି ଧର୍ମଗଡ ଉପଜିଲାପାଳ ପାୱାର ସଚିନ ପ୍ରକାଶ। ତାଙ୍କ ସହ ଜିଲା…

ମମିତା ହତ୍ୟାକାଣ୍ଡରେ ବ୍ୟବହୃତ ଜେସିବି, ସ୍କୁଟି ଜବତ

ଭବାନୀପାଟଣା,୧।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ରବିବାର ସାରେ ଜବତ କରିଛି ସିନ୍ଧେକେଲା ପୋଲିସ। ମହାଲିଙ୍ଗରୁ ଏହି ୨ ଗାଡ଼ିକୁ ଜବତ କରି…

ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଦେଖାଇଲେ କଳାପତାକା

ଗୋଳାମୁଣ୍ଡା,୧।୧୧(ଡି.ଏନ.ଏ): ବହୁ ଚର୍ଚ୍ଚିତ ମହାଳିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣା ଦିନଠାରୁ ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନ ମଣ୍ଡଳୀ ଗୋଲାମୁଣ୍ଡା ବ୍ଲକ ପରିଦର୍ଶନ କରି ନ ଥିଲେ। ସୋମବାର ମନ୍ତ୍ରୀ…

ଭବାନୀପାଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ମମିତା ମେହେରଙ୍କ ଅପହରଣ ଓ ହତ୍ୟା ଘଟଣା ନେଇ ହୁଲସ୍ଥୂଲ ହେଉଛି ରାଜ୍ୟ ରାଜନୀତି। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କଳାହାଣ୍ଡି ଗସ୍ତ କରିଛନ୍ତି। ସେ ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ…

ଭାଜପା ପକ୍ଷରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ପଟ୍ଟାମୁଣ୍ଡାଇ, ୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସିଧାସଳଖ ସମ୍ପୃକ୍ତି ରହିଛି। ତେଣୁ ଘଟଣାର ସିବିଆଇ ତଦନ୍ତ କରିବା ସହ ଗୃହରାଷ୍ଟ୍ରମନ୍ତ୍ରୀ ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର…

ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ : ଗ୍ରୀଲ ଭାଙ୍ଗି ନେଇଗଲେ …

କୋକସରା,୨୯।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଟେମରା ହଂସପଡା ଗାଁର ପୂର୍ବତନ ବ୍ୟାଙ୍କ ମ୍ୟନେଜର ନରେନ୍ଦ୍ର ନାଏକଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି। ତାଙ୍କ ଘରୁ ୧୦ ଭରି ସୁନାଗହଣା, ୫୦ ତୋଳା ରୁପା ଗହଣା ଓ…

୭ ଦଫା ଦାବି ନେଇ ବିଡିଓଙ୍କୁ ଭେଟଲେ ଚାଷୀ

କେସିଙ୍ଗା,୨୭।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କଶ୍ରୁପଡ଼ା ଓ କନ୍ତେଶିର ପଞ୍ଚାୟତର ଚାଷୀ ଭିଭିନ୍ନ ସମସ୍ୟା ନେଇ ବୁଧବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାରଙ୍କୁ ଏହି ୭ ଦଫା ସମ୍ବଳିତ ଦାବିପତ୍ର…

ପ୍ରମାଣ ନଷ୍ଟ ପାଇଁ ଫନ୍ଦିଫିକର

ବଲାଙ୍ଗୀର ଅଫିସ,୨୬।୧୦: କଳାହାଣ୍ଡି ଜିଲା କେଗଁା ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ଅପହରଣ ଏବଂ ହତ୍ୟା ଘଟଣାକୁ ଇତିମଧ୍ୟରେ ୧୮ ଦିନ ବିତିଗଲାଣି। ଏହି ଜଘନ୍ୟ ହତ୍ୟା ଘଟଣାରେ ପୋଲିସର ହାବଭାବ ଏବଂ ତଦନ୍ତ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?