କଳାହାଣ୍ଡି

ଖବରଦାତାଙ୍କୁ ଲାଞ୍ଚୁଆ କହିଲେ ଭାଜପା ନେତା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ମାମଲାରେ ଗଣମାଧ୍ୟମ ପ୍ରତିନିଧି ଟଙ୍କା ଖାଇଛନ୍ତି। ସେଥିଲାଗି ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ସପକ୍ଷରେ ଖବର ପ୍ରସାରଣ କରୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ଭାଜପା ଜିଲା ଉପସଭାପତି ଅଜୟ…

ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ସିଡିପିଓ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ସିଡିପିଓ ପୁଷ୍ପାଞ୍ଜଳି ରଥ ସୋମବାର ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି। ର୍ବିସିଂ ମାଝିଙ୍କୁ ଅଙ୍ଗନଓ୍ବାଡି କର୍ମୀ କରାଇଦେବା ପାଇଁ ସେ…

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର): ସୋମବାର ୧୨ ଘଣ୍ଟିଆ କଳାହାଣ୍ଡି ଜିଲା ବନ୍ଦ ଡାକରା ଦିଆଯାଇଛି। ପଛୁଆବର୍ଗ ଜାତି ସମୂହ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଜିଲାର ୧୩ଟି ବ୍ଲକର ୩୬ ଗୋଟି ଜିଲା ପରିଷଦ ସଦସ୍ୟ ପଦବୀ ପାଇଁ ଜଣେ ବି…

ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ ଓ କଲେଜ ପାଇଁ ନେଇଥିବା ଜଣାପଡିଛି। ସ୍ଥାନୀୟ ବିଧାୟକଙ୍କ ବିନା ସୁପାରିସରେ ପଶ୍ଚିମ ଓଡ଼ିଶା…

ଗୋବିନ୍ଦଙ୍କ ପାଇଁ ସବୁ ଜଳାଞ୍ଜଳି

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ଗୋବିନ୍ଦଙ୍କ ପାଇଁ ସବୁ ଲକ୍ଷ୍ମଣରେଖାକୁ ଡେଇଁଥିଲେ ସରକାରୀ ବାବୁମାନେ। କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ (ସିଏଜି)ଙ୍କ ଆପତ୍ତି ସତ୍ତ୍ୱେ ଗୋବିନ୍ଦଙ୍କ ଶିକ୍ଷାନୁଷ୍ଠାନକୁ ଅଜାଡ଼ି ଚାଲିଥିଲେ ସରକାରୀ ଟଙ୍କା। ତାଙ୍କ ଶିକ୍ଷାନୁଷ୍ଠାନକୁ ମନ୍ତ୍ରୀ, ନେତା ବାରମ୍ବାର ଧାଉଁଥିଲେ। ନେତା, ଅଫିସରଙ୍କୁ ଖୁସି…

ମନ୍ତ୍ରୀଙ୍କ ଗିରଫ ଦାବିରେ କଂଗ୍ରେସର ଗଣଧାରଣା

କେସିଙ୍ଗା,୨୪।୧୦(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ କଳାହାଣ୍ଡି ଜିଲା କେସିଙ୍ଗା ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ଆଦର୍ଶ ଥାନା ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗିରଫ ଓ ବହିଷ୍କାର ଦାବି ଶତାଧିକ କଂଗ୍ରେସ…

ଆଜି ସରୁଛି ଗୋବିନ୍ଦଙ୍କ ରିମାଣ୍ଡ ଅବଧି

ଭବାନୀପାଟଣା,୨୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ରିମାଣ୍ଡ ଅବଧି ଆଜି ସରିବ। ଜେରା ସରିବା ପରେ ଜେଲ ଯିବେ ଗୋବିନ୍ଦ। ମଧ୍ୟାହ୍ନ ୧୨ଟାରୁ ୧…

ବିନା ଭକ୍ତରେ ଶେଷ ହେଲା ବୁଢ଼ାରଜାଙ୍କ ବାର୍ଷିକ ଦଶହରା

କୋକସରା,୨୩।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିଠାରେ ବୁଢ଼ାରଜାଙ୍କ ବାର୍ଷିକ ଦଶହରା ଉତ୍ସବ ବିନା ଭକ୍ତରେ ଶେଷ ହୋଇଛି। କଳାହାଣ୍ଡି ଓ ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ତଳେ ଅବସ୍ଥିତ ଆରାଧ୍ୟ ଦେବତା ବୁଢ଼ାରଜାଙ୍କ ଦଶହରା ପର୍ବ ଶନିବାର ନିରାଡ଼ମ୍ବରରେ…

ରୁମ୍‌ ନଂ.୨୦କୁ ନେଇ ବଢୁଛି ସସ୍‌ପେନ୍ସ

ଭବାନୀପାଟଣା,୨୩ା୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଏବେ ପୋଲିସ କବଜାରେ ରହିଛନ୍ତି। ଗୋବିନ୍ଦ ଶୁକ୍ରବାର ହତ୍ୟା ଘଟଣାର ସିନ୍‌ ରିକ୍ରିଏଶନ କରିଥିଲେ ।…

ଦିବ୍ୟଶଙ୍କରଙ୍କ ବାସଭବନକୁ ଅଣ୍ଡା ମାଡ଼

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଯୁବ ଓ ଛାତ୍ର କଂଗ୍ରେସ ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଭବାନୀପାଟଣାସ୍ଥିତ ମନ୍ତ୍ରୀ ଦିବ୍ୟ…

ଏସ୍‌ପି ଅଫିସ ସମ୍ମୁଖରେ କଂଗ୍ରେସର ଗଣଧାରଣା

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ପାଇଁ ଶୁକ୍ରବାର ଭବାନୀପାଟଣାସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ଗଣଧାରଣା ଦେଇଛି ଜିଲା କଂଗ୍ରେସ। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ…

ଶାଶୁଙ୍କ ହତ୍ୟା ପାଇଁ ବିଷ ମଗାଇଥିଲେ ବୋହୂ, ଅଡିଓ ରେକର୍ଡ ଭାଇରାଲ

ଜୁନାଗଡ଼,୨୨।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଜଣେ ବୋହୂ ତାଙ୍କ ଶାଶୁଙ୍କୁ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଔଷଧ ଦୋକାନୀ ଏବଂ ମହିଳାଙ୍କ ମଧ୍ୟରେ ବିଷ ବାବଦାରେ ହୋଇଥିବା ଫୋନ କଲ୍‌ର ଅଡିଓ ଭାଇରାଲ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?