କଳାହାଣ୍ଡି

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ ୭୭ତମ ବନ ମହୋତ୍ସବ ସପ୍ତାହ–୨୦୨୬ ପାଳିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି ଜଣେ ତ କେଉଁଠି ଦୁଇଜଣ ଶିକ୍ଷକଙ୍କ ଉପରେ ସମ୍ପୂର୍ଣ୍ଣ ବିଦ୍ୟାଳୟର ଶିକ୍ଷାଦାନ ନିର୍ଭର…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି। ଏ ନେଇ ଛାତ୍ରୀଙ୍କ ବାପା କିଶୋର ବିହାରୀ ଜୁନାଗଡ଼ ଥାନାରେ ଏକ ଲିଖିତ…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡ଼ିକାଲରେ ପରଲୋକ ହୋଇଯାଇଛି। ଦୀର୍ଘ ଦିନ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ ଏକ ଅଜଣା ମୃତଦେହ ଦେଖିବାକୁ ମିଳିଛି। ଗୁରୁବାର ଅପରାହ୍ନରେ ଏହି ମୃତଦେହଟି ଝରଣା…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ କେସିଙ୍ଗା ଏସ ଡ଼ି ପି ଓ ସନ୍ଦୀପ ମାଝୀ ଙ୍କ ନେତୃତ୍ୱରେ ରିଷିଡା…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ ବିଜେଡି ରାଜ୍ୟ ସରକାରଙ୍କ ଦ୍ୱାରା ୫ଟି କାର୍ଯ୍ୟ ମଧ୍ୟ ହୋଇଛି। ଅନେକ ଶ୍ରେଣୀ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଡଙ୍ଗରମୁଣ୍ଡା ଗ୍ରାମର ଅନ୍ତର୍ଜାତୀୟ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ କରାଯାଇଛି। ୧୦ଦଫା ଦାବ ନେଇ ଧର୍ମଘଟ ଆରମ୍ଭ କରିଛନ୍ତି। ଗତ ୬ ମାସ…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’ ଏଠାରେ ନାମକୁ ମାତ୍ର ଥିବାବେଳେ,ଏହି ଯୋଜନା ଉକ୍ତ ଗ୍ରାମବାସୀଙ୍କ ପାଇଁ କାଳ ସାଜିଥିବା…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସଂଗଠନର ନୂଆ ସଭାପତି ଭାବେ ଗୋବିନ୍ଦ ବନଛୋରନ ଚୟନ…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ କଳାହାଣ୍ଡି ଜିଲାର ସମସ୍ତ ସରକାରୀ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବିପର୍ଯ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?