କଳାହାଣ୍ଡି

ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲ କରିବାକୁ ଦାବି

ଭବାନୀପାଟଣା, ୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲକରିବା ପାଇଁ ଶୁକ୍ରବାର କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି। ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ…

ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଯାତ୍ରୀ

କୋକସରା,୩।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଆମପାଣି ଥାନା ଅଧୀନ ୨୬ ନଂ. ଜାତୀୟ ରାଜପଥ ସିଉନି ଗାଁ ବିଦ୍ୟାଳୟ ସାମ୍ନା ବୁଲାଣିରେ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଥିବା…

ପରିଚଏ ଖୁଜୁଛେ କୁଦେଲପଟା ଗଁ। ହକ୍‌, ମଉଲିକ ସୁବିଧାରୁ ବଁଚିତ୍‌ ଗଁ। ବାସୀ

ଭବାନୀପାଟଣା,୩।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସଦରନୁ ୧୪ କି.ମି. ଦୂରେ ରହିଛେ ତ୍ରିଲୋଚନପୁର ପଁଚେତ୍‌ ଅଧୀନ କୁଦେଲପଟା ଗଁା। ଗଁାଟା ନିୟମଗିରି ପାଡାଡ଼ ଅଂଚଲରେ ରହିଥିଲାବେଲେ ଗଁାର ବଡ଼ଭାଗି ଲୋକ ଡଙ୍ଗରିଆ କଁଧ୍‌ ସମାଜର। ସେନ୍‌ତା ଗଁାରେ ଅନେକ ସିକକା…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ରିଞ୍ଜା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କର୍ଲାମୁଣ୍ଡା,୨।୮ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତ ସରପଞ୍ଚ ଭୋଜବନ୍ତୀ ସାହୁଙ୍କ ବାସଭବନରେ ଶୁକ୍ରବାର ଭୋରରୁ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ୍‌ ମହାନନ୍ଦଙ୍କ ନେତୃତ୍ୱରେ ସରପଞ୍ଚଙ୍କ ନିଜ ବାସଭବନ ଟକାରୁମାଲ ଓ…

ମୁରତୁ ସଂଗେ ଯୁଝୁଛନ୍‌ ଅସାହା ବୁରୁଧ୍‌

କର୍ଲାମୁଣ୍ଡା, ୨ା ୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଁଚେତ୍‌ ଭାଲୁପିଆ ଗାଁର ଝନେ ୭୦ ବଛ୍‌ରିଆ ବୁରୁଧ୍‌ ରୋଗ୍‌ରେ ପୀଡ଼ିତ ହେଇ ମୁରତୁ ସଂଗେ ଯୁଝୁଛନ୍‌। ଏନ୍‌ତାଥି ଗାଁବାସୀ ବୁରୁଧ୍‌କଁର ଚିକିତ୍ସା ସାହାଯ୍‌ ଲାଗି ଥାନୀୟ ବ୍ଲକ ପରଶାସନକେ…

ରକ୍ଷଣାବେକ୍ଷଣ ଅଭାବ, ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ମରାମତି ହୋଇନାହିଁ: ମରଣଯନ୍ତ୍ରା ପାଲଟିଛି ନୂଆଗୁଡା-ଭେଜିପଦର ରାସ୍ତା

ଜୁନାଗଡ,୨।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନୂଆଗୁଡା-ଭେଜିପଦର ଗ୍ରାମକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ରକ୍ଷଣାବେକ୍ଷଣ ଅଭାବ ଏବେ ମରଣଯନ୍ତ୍ରା ପାଲଟିଛି। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରାସ୍ତା ମରାମତି କରାଯାଇ ନ ଥିବାରୁ ଏପରି ହୋଇଥିବା ଜଣାପଡିଛି। ଏହାକୁ…

ବାଲସି ଜବାହର ଉଚ୍ଚ ବିଦ୍ୟାପୀଠରେ ବନମହୋତ୍ସବ, ଚାରା ରୋପଣ

କେସିଙ୍ଗା,୨।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ପରିସରରେ ବନମହୋତ୍ସବ ଓ ଚାରା ରୋପଣ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଅଭୟ କୁମାର ଦେବତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଡ. ଝସକେତନ…

ଗମନାଗମନରେ ଦାଉ ସାଧୁଛେ କାଦୋ ରାସ୍‌ତା: ଅଂଚଲବାସୀକଁର ଦାବି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ

କଲମପୁର,୧।୮(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିନୁ ସହର ତକ୍‌ ଗମନାଗମନ ସୁବିଧା ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଆଏଜ୍‌ ବି ଅନେକ ଗାଁଗଁଡ଼ାକେ ଫିଦିନଆଁ ରାସ୍‌ତା ଖଁଡ଼େ ନାଁଇଁନ। ଆରକେତେ ଗାଁରେ ଥିବାର ରାସ୍‌ତାଘାଟ ମରାମତି…

କୋକସରା ପୋଲିସର ଗାଡିମୋଟର ଯାଞ୍ଚ

କୋକସରା,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ପୋଲିସ ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଇଥିଲା । ଏଥିରେ ବିନା ହେଲମେଟରେ ଗାଡି ଚଳାଉଥିବା ଚାଳକ, ବିନା ଡ୍ରାଇଭିଂ ଲାଇସେନ୍ସ ଓ…

ଏମ୍‌ଜିଏନ୍‌ଆରଇଜିଏସ୍‌ର ସାମାଜିକ ସମୀକ୍ଷା

ପଲମ,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ପଲମ ପଞ୍ଚାୟତସ୍ଥିତ ପଲମ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ବୁଧବାର ସ୍ଥାନୀୟ ସରପଞ୍ଚ ସାବେତ୍ରୀ ମାଝିଙ୍କ ସଭାପତିତ୍ୱରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ର ସାମାଜିକ ସମୀକ୍ଷା ଅନୁଷ୍ଠିତ…

ବିଭିନ୍ନ ଦାବିନେଇ ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରଙ୍କ ବିକ୍ଷୋଭ

ଭବାନୀପାଟଣା,୩୧।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ବର୍ଦ୍ଧିତ ହଷ୍ଟେଲ ଫି’ ହ୍ରାସ ଓ ଛାତ୍ରଙ୍କୁ ନୂତନ ଛାତ୍ରାବାସକୁ ସ୍ଥାନାନ୍ତର ଦାବି ନେଇ ଛାତ୍ର ଅଶାନ୍ତି ଦେଖାଦେଇଛି। ପୂର୍ବତନ ଛାତ୍ରସଂସଦ ସଭାପତି ଆଶିଷ ମହାପାତ୍ରଙ୍କ ନେତୃତ୍ୱରେ ବୁଧବାର ଶତାଧିକ ଛାତ୍ର…

ଗମନାଗମନରେ ଦାଉ ସାଧୁଛେ କାଦୋ ରାସ୍‌ତା:ଅଂଚଲବାସୀକଁର ଦାବି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ

କଲମପୁର,୩୧। ୭ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗଁାଗଁଲିନୁ ସହର ତକ୍‌ ଗମନାଗମନ ସୁବିଧା ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଆଏଜ୍‌ ବି ଅନେକ ଗଁାଗଁଡ଼ାକେ ଫିଦିନଅଁା ରାସ୍‌ତା ଖଁଡ଼େ ନଁାଇଁନ। ଆରକେତେ ଗଁାରେ ଥିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri