କଳାହାଣ୍ଡି

ସରକାରୀ ସୁବିଧାରୁ ବଞ୍ଚିତ ମୁକବଧିର ନାବାଳକ

ପଲମ, ୨୦।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନ ସେରଗଡ଼ ପଞ୍ଚାୟତ ଉଫେର ଗ୍ରାମର ନାବାଳକ ଦିନମଣି ଜାନୀ । ବୟସ ୧୧ ବର୍ଷ । ସେ ଜଣେ ଭିନ୍ନକ୍ଷମ । ଜନ୍ମରୁ ମୁକବଧିର । ଭିନ୍ନକ୍ଷମ ହୋଇବି ଆଜି ସରକାରୀ…

ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା

କୋକସରା, ୧୭।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚିତଲୋକଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି ବି ଏହି ଯୋଜନା ଅନେକ ଗାଁରେ ପହଞ୍ଚି ପାରିନାହିଁ। କଳାହାଣ୍ଡି ଜିଲା କୋକସରା…

ବାତିଲ ହେଲା କୁସୁର୍ଲା ମକରମେଳା: ୪୫ଖଣ୍ଡ ଗ୍ରାମର ସଭ୍ୟଙ୍କୁ ନେଇ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି

ପଲମ, ୧୭।୧୨ (ଡି.ଏନ୍‌.ଏ)-କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପଞ୍ଚାୟତ ସ୍ଥିତ କୁସୁର୍ଲା ନିଳକଣ୍ଠେଶ୍ୱର ମନ୍ଦିର ପରିସରରେ ୪୫ ଖଣ୍ଡ ଗ୍ରାମର ସଭ୍ୟମାନଙ୍କୁ ନେଇ ବୁଧବାର ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁଆରି ୧୪ ତାରିଖରେ ନିଳକଣ୍ଠେଶ୍ୱର ମନ୍ଦିରରେ ସ୍ବତନ୍ତ୍ର ପୂଜା…

ଧାନ ଉଠାଣରେ ମନ୍ଥର, ଚାଷୀ ଅସନ୍ତୋଷ

କୋକସରା, ୧୫।୧୨ (ଡି.ଏନ.ଏ.): ଟୋକାନ ମିଳିଛି ହେଲେ ଟାର୍ଗେଟ ନାହିଁ, ସପ୍ତାହ ସପ୍ତାହ ଧରି ଶୀତ କାକରରେ ମଣ୍ଡିରେ ପଡ଼ି ରହିଛନ୍ତି ଚାଷୀ। କେବେ ଧାନ ଉଠିବ ହେସି ଅପେକ୍ଷା କରିଛନ୍ତି ଚାଷୀ। କଳାହାଣ୍ଡି ଜିଲା କୋକସରା ମଣ୍ଡିରେ ଏହିଭଳି ପରିସ୍ଥିତି…

ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା: ଅନ୍ଧାରରେ ଚିକିଲି ନଦୀ ଖଣି କଛାରପଡାବାସୀ

କୋକସରା, ୧୫।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ଲୋକମାନଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି ବି ଏହି ଯୋଜନା ଅନେକ ଗାଁରେ ପହଞ୍ଚତ୍ ପାରିନାହିଁ। କଳାହାଣ୍ଡି ଜିଲା…

ପ୍ରଶାସନର ଦୃଷ୍ଟି ଆଢୁଆଳରେ କରକ ଜଳପ୍ରପାତ

କୋକସରା, ୧୪।୧୨ (ଡି.ଏନ.ଏ) ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର କଳାହାଣ୍ଡି ଜିଲା। ସେଥି ମଧ୍ୟରୁ କୋକସରା ବ୍ଲକ ଆମପାଣି ପଞ୍ଚାୟତ ଆମପାଣି ସାହାଜଖୋଲ ଜଙ୍ଗଲ ପାଦଦେଶରେ ଥିବା ‘କରକ’ ଜଳପ୍ରପାତ ଅନ୍ୟତମ। ଶୀତ ଋତୁରେ ଏଠାରେ ବଣଭୋଜି କରିବା ପାଇଁ ଛୁଟି ଆସିଥାନ୍ତି…

ଓଭରଲୋଡ ଟ୍ରକରୁ ଜରିମାନା ଆଦାୟ

ଜୁନାଗଡ,୮।୧୨(ଡି.ଏନ୍‌.ଏ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବନମାଲୀପୁର ନିକଟରେ ସୋମବାର ଏକ ଓଭରଲୋଡ ମକା ଟ୍ରକକୁ ଜିଲା କନିଷ୍ଠ ଏମଭିଆଇ ରତିକାନ୍ତ ନାହାକ ଧରପଗଡ କରିଛନ୍ତି। ଏହି ସମୟରେ ଉକ୍ତ ଟ୍ରକଠାରୁ ଓଭରଲୋଡ ପାଇଁ ୩୧ ହଜାର ୧୮୦ ଟଙ୍କା ଜରିମାନା…

ଶବରପଡ଼ା ଗାଁକୁ ନାହିଁ ସବୁଦିନିଆ ରାସ୍ତା

କୋକସରା,୭ା୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡକାଠେଙ୍ଗା ପଞ୍ଚାୟତ ଶବରପଡା ଗାଁକୁ ସବୁଦିନିଆ ଭଲ ରାସ୍ତା ନାହିଁ। ଲୋକଙ୍କୁ ଯାତାୟାତ ପାଇଁ ଜମି ହିଡ ହିଁ ଭରସା ପାଲଟିଛି। ଭଲ ରାସ୍ତା ନ ଥିବାରୁ ଲୋକେ ଅନେକ ଅସୁବିଧାର ସମ୍ମୁଖିନ ଭୋଗୁଛନ୍ତି।…

ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ: ମତୁଆଲଗୁଡା ଚାମ୍ପିୟନ

ଜୁନାଗଡ,୬।୧୨(ଡି.ଏନ୍‌.ଏ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗଁାରେ ଗତ ନଭେମ୍ବର ୨୫ତାରିଖଠାରୁ ଚାଲିଥିବା ମା’ ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ ମତୁଆଲଗୁଡା ଓ ଚିକିଲି ମଧ୍ୟରେ ହୋଇଥିଲା। ମତୁଆଲଗୁଡା ପ୍ରଥମେ…

ଶବରପଡା ଗାଁକୁ ନାହିଁ ସବୁଦିନିଆ ରାସ୍ତା: ଜମି ହିଡ ପାଲଟିଛି ରାସ୍ତା

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡକାଠେଙ୍ଗା ପଞ୍ଚାୟତର ଶବରପଡାର ଗାଁକୁ ସବୁ ଦିନିଆ ଭଲ ରାସ୍ତା ନ ଥିବାବେଳେ ଯାତାୟତ ପାଇ ଜମି ହିଡ ହିଁ ଭରସା। ଏଥିପାଇଁ ଲୋକେ ଯାତାୟତରେ ଅନେକ ଅସୁବିଧାର ସମ୍ମୁଖିନ ଭୋଗୁଛନ୍ତି।…

କାଉଡୋଳା ମୁଟୁରା ନଦୀ ପଠାରେ ଚାଲିଛି ବେଆଇନ ଇଟାଭାଟି

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ କାଉଡୋଲା ମୁଦ୍ରା ନଦୀ କୂଳରେ ବେଧଡକ ଭାବେ ଚାଲିଛି ଏବେ ବେଆଇନ ଇଟାଭାଟି। ସରକରୀ ନିୟମ ମୁତାବକ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଗୁଡିକରେ ପ୍ରଥମେ ରାଜସ୍ବ ଫିସ ଜମା କରି…

ଭିଜିଲାନ୍ସ ଜାଲରେ ମହିଳା ସିଡିପିଓ

ଧର୍ମଗଡ଼, ୩।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କୋକସରା ସିଡିପିଓ ଜୟନ୍ତୀ ମହାନ୍ତି। ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବକେୟା ଦରମା କରାଇଦେବା ପାଇଁ ଜୟନ୍ତୀ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?