କଳାହାଣ୍ଡି

ପୁରୁଣାଗୁମାଠାରେ ଟ୍ରକ୍‌ ଦୁର୍ଘଟଣାରେ ଜଣେ ମୃତ ଘଟଣା: ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

ଭବାନୀପାଟଣା, ୧୫।୧୦(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପୁରୁଣାଗୁମାଠାରେ ଟ୍ରକ ଓ ବାଇକ ଦୁର୍ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର ହେବା ଘଟଣା ନୂଆମୋଡ ନେଇଛି। ସ୍ବାମୀକୁ ସୁପରିକଳ୍ପିତ ଭାବେ ହତ୍ୟା କରାଯାଇଥିବା ନେଇ ମୃତ ବ୍ୟକ୍ତିଙ୍କ…

ଅର୍ଜୁନ ନାୟକ ପାଇବେ ‘କଳାହାଣ୍ଡି କ୍ରିଡାରତ୍ନ ସମ୍ମାନ’

ଭବାନୀପାଟଣା, ୧୫।୧୦ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କ୍ରୀଡାର କାର୍ଯ୍ୟକାରିଣୀ କମିଟି ନିଷ୍ପତ୍ତିକ୍ରମେ ପୂର୍ବତନ ରାଜ୍ୟସ୍ତରୀୟ ଫୁଟବଲ ଖେଳାଳି ଅର୍ଜୁନ ନାୟକଙ୍କୁ ଜିଲାର ସର୍ବଶ୍ରେଷ୍ଠ କ୍ରୀଡା ସମ୍ମାନ ‘କଳାହାଣ୍ଡି କ୍ରୀଡା ରତ୍ନ’ ସମ୍ମାନରେ ସମ୍ମାନୀତ କରାଯିବ। ଦ୍ୱିତୀୟ ଟାଉନ୍‌ଲିଗ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦ୍‌ଯାପନୀ…

ସତ୍ୟପୀରଙ୍କୁ କରମବୀର ଚକ୍ର ପୁରସ୍କାର

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): ଓଡ଼ିଶାର ପଞ୍ଚ୍‌ମ୍ୟାନ୍‌ ଭାବେ ପରିଚିତ କଳାହାଣ୍ଡି ଜିଲା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗାଁର ଡ. ସତ୍ୟପୀର ପ୍ରଧାନଙ୍କୁ ରବିବାର କରମବୀର ଚକ୍ର ପୁରସ୍କାରରେ ପୁରସ୍କୃତ କରାଯାଇଛି। ବିଶ୍ୱ ନେତୃତ୍ୱ ଫେଲୋଶିପ୍‌ ଆଇସିଓଏନ୍‌ଜି ଏବଂ ଜାତିସଂଘ ଡୋଗ୍ରା ହଲ୍‌ ଆଇଆଇଟି…

ମେଡିକାଲ ଷ୍ଟୋରରୁ ଚୋରି ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ କ୍ରିଷ୍ଣା ମେଡିକାଲ ଷ୍ଟୋରରୁ ଚୋରି ଘଟଣାରେ ପୋଲିସ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପରମାନନ୍ଦପୁରର ଛନ୍ଦାଚରଣ ଓରଫ ଚମାର ରାଉତ (୩୫)। ତାଙ୍କଠାରୁ…

ପିଏଫ୍‌ଏମ୍‌ଏସ୍‌ ନ ହେବାରୁ ୪ ପଞ୍ଚାୟତର କେନ୍ଦ୍ରୀୟ ଅନୁଦାନ ୬ ମାସ ହେଲା ବନ୍ଦ

ଭବାନୀପାଟଣା,୧୨।୧୦(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ଅନୁଦାନଗୁଡ଼ିକୁ ବିଭିନ୍ନ କ୍ଷେତ୍ରରେ ସାଧାରଣ ଅର୍ଥ ବଣ୍ଟନ ଯୋଜନା (ପିଏଫ୍‌ଏମ୍‌ଏସ୍‌) ଜରିଆରେ ଅନ୍‌ଲାଇନ୍‌ ପେମେଣ୍ଟ ବ୍ୟବସ୍ଥା ରହିଛି। ମାତ୍ର ଏପର୍ଯ୍ୟନ୍ତ ଅନେକ ସ୍ଥାନରେ ଉକ୍ତ ବ୍ୟବସ୍ଥାରେ କମ୍ପ୍ୟୁଟରରୁ ତଥ୍ୟ ଆଦାନ ପ୍ରଦାନର ଯାନ୍ତ୍ରିକ ତ୍ରୁଟି ରହିଛି।…

୬୨ତମ ସାର୍ବଜନୀନ ଦୁର୍ଗାପୂଜା: କେସିଙ୍ଗାରେ ରାବଣ ପୋଡ଼ି ଉତ୍ସବ

କେସିଙ୍ଗା, ୮।୧୦(ଡି.ଏନ୍‌.ଏ.): କେସିଙ୍ଗା ସହରସ୍ଥିତ ଦୁର୍ଗାପୂଜା ମଣ୍ଡପରେ ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା ୬୨ତମ ସାର୍ବଜନୀନ ଦୁର୍ଗାପୂଜା ମଙ୍ଗଳବାର ସମ୍ପୂର୍ଣ୍ଣ ହୋଇଛି। ଏହି ଉପଲକ୍ଷେ ରାବଣପୋଡ଼ି ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହାବ୍ୟତିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପ୍ରତିବର୍ଷ…

ବିଜେଡି ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ

କେଗାଁ,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଗଦଲାଝରଣଠାରେ ଶୁକ୍ରବାର ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଯାଇଛି । ଆୟୋଜିତ ଏକ ସଭାରେ ମୁଖ୍ୟଅତିଥି ଭାବେ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇ ଆଗାମୀ…

ଗଣବଳାତ୍କାର ଶିକାର ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବି :ଯାଦବ ମହାସଭା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଭବାନୀପାଟଣା,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଗତ ୧୪ ତାରିଖରେ ଗଣବଳାତ୍କାର ଶିକାର ପୀଡ଼ିତାଙ୍କୁ ଆଇନ୍‌ ଅନୁମୋଦିତ ନ୍ୟାୟ ପ୍ରଦାନ ସହିତ ସରକାରୀ ପ୍ରୋତ୍ସାହନ ଯୋଗାଇଦେବା ପାଇଁ ଦାବି କରିଛି କଳାହାଣ୍ଡି ଯାଦବ ମହାସଭା। ଶୁକ୍ରବାର ଜିଲା ଯାଦବ ମହାସଭା…

ବାନିଗାଁ ଜଙ୍ଗଲରେ ଛୁଆ ହାତୀ : ଜଗି ରହିଛନ୍ତି ବନ ବିଭାଗ କର୍ମଚାରୀ

ଲାଞ୍ଜିଗଡ,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଅନ୍ତର୍ଗତ ବଡବାନିଗାଁ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ଛୁଆହାତୀକୁ ଠାବ କରିଛି ବନ ବିଭାଗ । ଲାଞ୍ଜିଗଡ ଫରେଷ୍ଟର ଦୁଶଭ ବେସରାଙ୍କ କହିବାନୁଯାୟୀ ଲାଞ୍ଜିଗଡ ଅଞ୍ଚଳ ପୁଟିରିଭଟ୍ଟା, ବାନିଗାଁ, ହୁମାଝୋଲା ଓ ଗୋଇପଟ୍ଟା…

ବିଦ୍ୟୁତ୍‌ ବିଲ୍‌ କମାଇବା ପାଇଁ ଲାଞ୍ଚ: କନିଷ୍ଠ କିରାଣି ଗିରଫ, ୫ ହଜାର ଟଙ୍କା ଜବତ

ଭବାନୀପାଟଣା,୪।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଥିବା ୧-ନମ୍ବର ବିଦ୍ୟୁତ୍‌ ସବ୍‌ଡିଭିଜନ୍‌ କନିଷ୍ଠ କିରାଣି ଅଜିତ୍‌ ମିଶ୍ର ବିଦ୍ୟୁତ୍‌ ବିଲ କମାଇ ଦେବା ପାଇଁ ଜଣେ ଉପଭୋକ୍ତାଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି।…

ସ୍ଥାୟୀ ଜଳ ଯୋଗାଣ, ବେଆଇନ ଜଳକର ଉଚ୍ଛେଦ ଦାବି: ଚାଷୀଙ୍କ ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୪।୧୦(ଡି.ଏନ.ଏ.)- କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଆଟିଗଁା, ତଳମଲା ପଞ୍ଚାୟତକୁ ସ୍ଥାୟୀ ଜଳ ଯୋଗାଣ ଓ ବେଆଇନ ଭାବେ ନିଆଯାଉଥିବା ଜଳକରକୁ ଉଚ୍ଛେଦ ଦାବି ନେଇ ଗୁରୁବାର ଚାଷୀ ରାସ୍ତାକୁ ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୧ଟାରେ ଉକ୍ତ ୨ ପଞ୍ଚାୟତର ଚାଷୀ ଜୁନାଗଡ…

ଜୁନାଗଡରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଜୁନାଗଡ,୨।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସଂସ୍‌ୃତି ଭବନଠାରେ ମଙ୍ଗଳବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ବିଜେଡି ସଭାପତି ପ୍ରମୋଦ ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଶକ୍ତି, ଶିଳ୍ପ,ଏମଏସଏମଇ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri