କଳାହାଣ୍ଡି

ଭବାନୀପାଟଣା ବଜାରରେ ବେକାବୁ ହେଉଛି ପନିପରିବା ଦର

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): ବର୍ଷା ଓ ବନ୍ୟା ପରିବା ବଜାରରେ ନିଆଁ ଲଗାଇଲା ଭଳି ସ୍ଥିତି ସୃଷ୍ଟି କଲାଣି। ରାଜ୍ୟ ବାହାରୁ ଆମଦାନୀ ହେଉଥିବା ପନିପରିବା ଦର ଆକାଶଛୁଆଁ ହେବାରେ ଲାଗିଥିବା ବେଳେ ଏପଟେ ରାଜ୍ୟ ଭିତରେ ଚାଷ ହହେଉଥିବା ପନିପରିବା ଦର ଉପରେ…

ଜିଲା ଦୌରାଜଜ୍‌ଙ୍କ କୋର୍ଟରେ କରୋନା ପଜିଟିଭ୍‌ ଚିହ୍ନଟ: ୧୫ ରୁ ୧୮ ଯାଏ କୋର୍ଟ ବନ୍ଦ

ଭବାନୀପାଟଣା,୧୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଦୌରାଜଜ୍‌ଙ୍କ କୋର୍ଟରେ କେତେକ ବିଚାରପତି ଏବଂ ବିଚାର ବିଭାଗୀୟ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଆସନ୍ତା ୧୫ ରୁ ୧୮ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣାର ସମସ୍ତ କୋର୍ଟ…

ଜିଏସ୍‌ଟି ଠକେଇ ଅଭିଯୋଗ, ଟ୍ରକ୍‌ ଅଟକ, ୪ ଲକ୍ଷ ୭୧ ହଜାରରୁ ଅଧିକ ଟଙ୍କା ଜରିମାନା ଆଦାୟ

ଭବାନୀପାଟଣା,୧୬।୯(ଡି.ଏନ୍‌.ଏ.): କଟକରୁ ଭବାନୀପାଟଣା ଆସୁଥିବା କୀଟନାଶକ ଔଷଧ ବୋଝେଇ ଏକ ଟ୍ରକକୁ ଜିଏସ୍‌ଟି ଫାଙ୍କିବା ଅଭିଯୋଗରେ ଜରିମାନା ଆଦାୟ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ବାଣିଜ୍ୟକର ବିଭାଗ ପକ୍ଷରୁ ୪ଲକ୍ଷ ୭୧ ହଜାର ୧୨୮ ଟଙ୍କା ଜରିମାନା ଆଦାୟ କରାଯାଇଛି। ସୂଚନାଯୋଗ୍ୟ, କଟକସ୍ଥିତ…

ପଶ୍ଚିମ ଓଡ଼ିଶାରେ ଥମୁନି କରୋନା ପଜିଟିଭ୍‌ ସଂଖ୍ୟା, କଳାହାଣ୍ଡିରେ ଗୋଟିଏ ଦିନରେ ୮୦

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଅତି ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାସହ ପଜିଟିଭ୍‌ ସଂଖ୍ୟା ଦୁଇ ହଜାର ଅତିକ୍ରମ କରିଛି। ଗତ ୧୨ ତାରିଖରେ ଜିଲାରେ ୮୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଳାହାଣ୍ଡିରେ କରୋନା…

ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ବିଳମ୍ବକୁ ନେଇ ଧାରଣ।

କର୍ଲ।ମୁଣ୍ଡା-(ଡିଏନଏ)୧୦/୯: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇ ଗୁପ୍ତ ମତଦାନ ହେବାର ଦୀର୍ଘ ଦିନ ବିତି ଯାଇଥିଲେ ହେଁ ଭୋଟ ଗଣତି ଓ ଫଳାଫଳକୁ ନେଇ ବିଳମ୍ବ ଘଟୁଥୁବାରୁ ସମିତିସଭ୍ୟସଭ୍ୟ ମାନେ ମଙ୍ଗଳବାର ଠାରୁ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୫ ମାଓବାଦୀ

ଭବାନୀପାଟଣା,୯ା୯(ଡି.ଏନ୍‌.ଏ.)-ପୁଣି ସୀମାନ୍ତରେ ଫୁଟିଛି ଗୁଳି। କଳାହାଣ୍ଡି-କନ୍ଧମାଳ ସୀମାନ୍ତ ରାମପୁର ଥାନା ସିର୍କି ଜଙ୍ଗଲରେ ବୁଧବାର ସୁରକ୍ଷା କର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି ୫ ମାଓବାଦୀ। କଳାହାଣ୍ଡି ପୋଲିସ, ଡିଭିଏଫ୍‌ ଏବଂ ଏସଓଜିର ମିଳିତ ଅପରେଶନବେଳେ ଏହି ସଫଳତା ମିଳିଛି। ଏହାପରେ ସିର୍କି…

କରୋନା କାଳରେ ଜୀବିକା ଦେଇଛି କରଡ଼ି

ଭବାନୀପାଟଣା,୯।୯(ଡି.ଏନ୍‌.ଏ.): କରଡ଼ି ବିଷୟରେ ସାଧାରଣତଃ ରାଜ୍ୟ ତଥା ଦେଶର ସବୁ ସ୍ଥାନରେ ଲୋକେ ଜାଣି ନଥାନ୍ତି। ଉତ୍ତର ପୂର୍ବାଞ୍ଚଳ ଭଳି ପଶ୍ଚିମ ଓଡ଼ିଶାର ଘରେ ଘରେ ପରିଚିତ ଏହି କରଡି। ଏବେ ଲକ୍‌ଡାଉନ୍‌ କାଳରେ ବନବାସୀଙ୍କ ଜୀବନ ଜୀବିକାର ରାହା ସାଜିଛି…

ଅନୁଭବଙ୍କୁ ଗିରଫ, ବର୍ଷାଙ୍କୁ ନ୍ୟାୟ ଦାବିରେ ଗର୍ଜିଲା ଭାଜପା ମହିଳାମୋର୍ଚ୍ଚା

ଭବାନୀପାଟଣା,୯।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ସ୍ତ୍ରୀ ଅଭିନେତ୍ରୀ ବର୍ଷାଙ୍କ ପ୍ରତି ଅତ୍ୟାଚାର କରିଥିବା ଅଭିଯୋଗ ହୋଇଛି। ଏହାକୁ କଳାହାଣ୍ଡି ଜିଲା ଭାଜପା ମହିଳାମୋର୍ଚ୍ଚା ବିରୋଧ କରି, ଏମ୍‌ପି ସମସ୍ତ ମର୍ଯ୍ୟାଦା ଉଲ୍ଲଂଘନ କରିବା ସହ ବର୍ଷାଙ୍କ ପ୍ରତି…

ସ୍ବାମୀଙ୍କ ଶେଷ ଦର୍ଶନ ପାଇଁ ସୁଯୋଗ ଦେଲେନି ଶାଶୁଘର ଲୋକେ, ଏସ୍‌ପିଙ୍କୁ ଗୁହାରି ଜଣାଇ ହତ୍ୟାକାରୀଙ୍କୁ ଗିରଫ ଦାବି କଲେ ସ୍ତ୍ରୀ

ଭବାନୀପାଟଣା,୭।୯(ଡି.ଏନ୍‌.ଏ.): ସ୍ବାମୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୋମବାର କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ବାତୁଲା ଗଙ୍ଗାଧର ଦ୍ୱାରସ୍ଥ ହୋଇଛନ୍ତି ଜଣେ ମହିଳା। ଏସ୍‌ପି ମହିଳାଙ୍କ ଅଭିଯୋଗ ଶୁଣି କେସିଙ୍ଗା ଥାନାକୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କେସିଙ୍ଗା ଥାନା ଆଇଆଇସି ମାମଲା ରୁଜୁ କରିବା…

କଳାହାଣ୍ଡିରେ ୧୭ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ବଢ଼ୁଛି ଚିନ୍ତା

ଭବାନୀପାଟଣା,୭।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଛି। ଏ ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ଗତ ୬ ତାରିଖ ୫ଟା ସୁଦ୍ଧା ଜିଲାର ବିଭିନ୍ନ ବ୍ଲକରେ ୨୬ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଥିବା…

ଚୋରି ସାମଗ୍ରୀ କିଣିବା ପଡ଼ିଲା ମହଙ୍ଗା: ଚୋର ସମେତ ୬ ଗିରଫ

ଭବାନୀପାଟଣା,୭।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ମାମଲାରେ ଥାନା ଅଞ୍ଚଳର ଲୋକଙ୍କ ଘରେ ପସି ମୋବାଇଲ, ସୁନା ଅଳଙ୍କାର ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ କରିବା ସହ ଚୋରଙ୍କୁ ଗିରଫ କରିଛି। ଏହା ସହ ଚୋରି ସାମଗ୍ରୀ…

ବୋର୍ଡା ସିଏଚ୍‌ସିକୁ ପଶିଲା କରୋନା: ଫାର୍ମାସିଷ୍ଟ ପଜିଟିଭ୍‌ 

ଭବାନୀପାଟଣା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବୋର୍ଡା ଅଞ୍ଚଳର ବିଭିନ୍ନ ସ୍ଥାନରୁ ଶନିବାର ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବୋର୍ଡା ସିଏଚ୍‌ସିକୁ ମଧ୍ୟ କରୋନା ପଶିଥିବା ଜଣାପଡିଛି। ସିଏଚ୍‌ସିର ଜଣେ ଫାର୍ମାସିଷ୍ଟ ପଜିଟିଭ୍‌ ଚିହ୍ନଟ ହେବା ପରେ ରୋଗୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?