କଳାହାଣ୍ଡି

ରାସ୍ତାରେ ଧାନ ରୋଇଲେ ଗ୍ରାମବାସୀ

ଜୁନାଗଡ଼,୩ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼- ସାନଫୁର୍ଲା ରାସ୍ତା ଦୀର୍ଘଦିନ ହେବ ଶୋଚନୀୟ ଅବସ୍ଥାରେ ରହିଛି। ଫଳରେ ଉଭୟ ଗ୍ରାମବାସୀ ଯାତାୟାତ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବିଶେଷ କରି ଏବେ ବର୍ଷା ସମୟରେ ଏହି…

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

କୋକସରା, ୩୧।୮ (ଡି.ଏନ.ଏ.) କଳାହାଣ୍ଡି ଜିଲା ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା କୋକସରା ବ୍ଲକ କାଉଡୋଲା-ଲଡୁଗାଁ ରାସ୍ତା ଶୋଚନୀୟ ହୋଇପଡିଛି। ଏ ନେଇ ଅଞ୍ଚଳବାସୀ ବିଭାଗୀୟ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧିଙ୍କୁ ବାରମ୍ବାର ଜଣାଇଥିଲେ ହେଁ କିଛି ସୁଫଳ ମିଳିନାହିଁ…

ଦୁଇ ଦିନରେ ଚିହ୍ନଟ ହେଲେ ୫୨ କରୋନା ଆକ୍ରାନ୍ତ: ଜୁନାଗଡ଼ର ଏହି ୭ ଓ୍ବାର୍ଡ୍‌କୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ଜିଲା ପ୍ରଶାସନ

ଜୁନାଗଡ,୧୫।୮(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ୨ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି। ଫଳରେ ସଂକ୍ରମଣ ବଢିବା ଆଶଙ୍କା କରି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ମଧ୍ୟରାତ୍ରିଠାରୁ ସହରର ୭ଟି ୱାର୍ଡକୁ ଆସନ୍ତା ୨୦ତାରିଖ ମଧ୍ୟରାତ୍ରି ଯାଏ କଣ୍ଟେନମେଣ୍ଟ ଜୋନ୍‌ ଭାବେ…

ଆଜିଠୁ ଜୁନାଗଡ଼ ସହରରେ ୨ ଦିନିଆ ଶଟ୍‌ଡାଉନ୍‌ ଲାଗୁ: ୧୨ ଓ୍ବାର୍ଡ୍‌ରେ ୪୩ ଟିମ୍‌ କରିବେ ସ୍କ୍ରିନିଂ

ଜୁନାଗଡ଼,୧୨।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲାର ଜୁନାଗଡ଼ ସହରରେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସୁରକ୍ଷା ଦୃଷ୍ଟିରୁ କଳାହାଣ୍ଡି ଜିଲାପାଳ ଡ଼ା. ଗାଭାଲି ପରାଗ ହର୍ଷଦ ସହରକୁ ୧୨ ଓ ୧୩ ତାରିଖ ଶଟ୍‌ଡାଉନ ଘୋଷଣା କରିଥିଲେ ।…

ଅଗଷ୍ଟ ୧୨,୧୩ ତାରିଖ ବନ୍ଦ ରହିବ ଜୁନାଗଡ଼ ସହର: ଜାଣନ୍ତୁ କାହିଁକି

ଜୁନାଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଦିନକୁ ଦିନ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଛି । ଏ ନେଇ ସହରକୁ ଶଟଡାଉନ ଘୋଷଣା କରି ସ୍କ୍ରିନିଂ କରିବା ପାଇଁ ସହରବାସୀ ଦାବି କରିଥିଲେ। ତେବେ କଳାହାଣ୍ଡି ଜିଲାପାଳ ଡା. ଗାଭାଲି…

ସାନଭାଇଙ୍କ ଆତ୍ମହତ୍ୟା ଖବର ପାଇ ବଡଭାଇ କଲେ ଏମିତି

ଧର୍ମଗଡ,୯।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ପ୍ରଥମେ ସାନ ଭାଇ ଆତ୍ମହତ୍ୟା କରିଥିବା ବେଳେ ବଡ ଭାଈ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା…

କଳାହାଣ୍ଡିର ଗୌରବ: ୟୁପିଏସ୍‌ସିରେ ସଫଳ ହେଲେ ଅଙ୍କିତ-ରାହୁଲ

କେସିଙ୍ଗା,୪।୮(ଡି.ଏନ୍‌.ଏ.): ୟୁପିଏସ୍‌ସି ପରୀକ୍ଷାରେ ଚମକିଛନ୍ତି ଓଡ଼ିଆ। ୟୁପିଏସ୍‌ସିରେ କଳାହାଣ୍ଡି ଜିଲାରୁ ୨ ଜଣ ସଫଳତା ପାଇ ଜିଲାପାଇଁ ଗୌରବ ଆଣିଛନ୍ତି। କେସିଙ୍ଗାର ରାହୁଲ ଗୋଏଲ ୧୬୮ ନଂ ର଼୍ୟାଙ୍କ୍‌ ପାଇଥିବାବେଳେ ଭବାନୀପାଟଣାର ଅଙ୍କିତ ଶଙ୍କର ମିଶ୍ର ୨୯୪ ନଂ ର଼୍ୟାଙ୍କ୍‌ରେ ଉତ୍ତୀର୍ଣ୍ଣ…

କେନାଲରେ ଫାଟ, ଚାଷ ଜମିକୁ ମାଡ଼ି ପାରୁ ନାହିଁ ପାଣି

କୋକସରା,୨।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଅଧୀନରେ ଥିବା ବେହେରା ଡ୍ୟାମ୍‌ ଏବଂ ବିଭିନ୍ନ ଚେକ୍‌ ଡ୍ୟାମ୍‌ରୁ ବାହାରି ଥିବା କେନାଲ ଏବେ ଚାଷ କାମରେ ଲାଗୁନାହିଁ ା ଆବଶ୍ୟକ ରକ୍ଷାଣାବେକ୍ଷଣ, ମରାମତି ଅଭାବରୁ…

୩୫କେଜି ଚାଉଳ ହିଁ ସାହା ଭରସା

କୋକସରା, ୨।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବାରିଆ ଗାଁର ଅସହାୟ ଦମ୍ପତି ଧନେଶ୍ୱର ରାଉତ ଓ ସପୁର ରାଉତ। ସେମାନଙ୍କ ଝିଅ ପୁଅ କିମ୍ବା ଆତ୍ମୀୟ କେହି ନାହାନ୍ତି । ବଳ ବୟସ ଥିବାବେଳେ କୁଲି ମଜୁରୀ…

ସୌରଭ କଳାହାଣ୍ଡି ଜିଲା ଟପ୍ପର

ଜୁନାଗଡ,୨୯।୭(ଡି.ଏନ୍‌.ଏ)-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ହାବସପୁରସ୍ଥିତ କୃପାସିନ୍ଦୁ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ସୌରଭ କୁମାର ସର୍ବାଧିକ ନମ୍ବର ରଖି ଜିଲା ଟପ୍ପର ହୋଇଛନ୍ତି। ସେ ମୋଟ ୫୪୦(୯୦%)ନଂ ରଖି ଜିଲାରେ ପ୍ରଥମ ସ୍ଥାନ ଅଧିକାର…

ବର୍ଷାରେ ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ : ଅନ୍ଧାରରେ ପୂରା ଗାଁ

ଜୁନାଗଡ,୨୭।୭(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ପଞ୍ଚାୟତ ସାନଫୁର୍ଲା ଗ୍ରାମରେ ସୋମବାର ଅପରାହ୍ନରେ ଜୋରରେ ପବନ ବୋହିବା ସହ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ଗଁାରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରର ସିମେଣ୍ଟ ଖମ୍ବ ଭାଙ୍ଗି ପଡିଥିଲା। ଫଳରେ ଖମ୍ବ ଉପରେ ଲଗାଯାଇଥିବା…

ପଜିଟିଭ ଚିହ୍ନଟ ପରେ ସଂକ୍ରମିତଙ୍କ ଗାଁ ୫ଦିନ ଶଟ୍‌ଡାଉନ

ଜୁନାଗଡ,୨୭।୭(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମହିଚଲା ପଞ୍ଚାୟତ ଅନ୍ତର୍ଗତ ଚକୁଳି ଗ୍ରାମରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କୋଭିଡ ଯୋଦ୍ଧା ଓ ତାଙ୍କ ପରିବାରର ଅନ୍ୟ ତିନି ଜଣ ସଦସ୍ୟ ରହିଥିଲେ। ପରେ ସେମାନଙ୍କୁ ଭବାନୀପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?