କଳାହାଣ୍ଡି

ବଚସା ହେଲା କାଳ: ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କେସିଙ୍ଗା,୨୬।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ବ୍ରାହ୍ମଣୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁବକ ଟାଙ୍ଗିଆରେ ହାଣି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତା ମହିଳା ହେଲେ ପୁଷ୍ପା ରାଉତ (୪୦)। ଖବରପାଇ ପୋଲିସ ପହଞ୍ଚି…

ଗଜବାହାଲ ପଞ୍ଚାୟତ ୨ ଦିନ ଶଟ୍‌ଡାଉନ

କର୍ଲାମୁଣ୍ଡା,୨୬।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତକୁ ରବିବାର ସକାଳଠାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୨ ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ପଞ୍ଚାୟତ ନିକଟସ୍ଥ ପଡ଼ୋଶୀ ବଲାଙ୍ଗୀର ଜିଲାର ଏକ ଗାଁରୁ ଜଣେ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

କୋଭିଡ୍‌ ଯୋଦ୍ଧା ପଜିଟିଭ୍‌ ଚିହ୍ନଟ: ୪୮ ଘଣ୍ଟା ଗାଁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଜୁନାଗଡ଼,୨୫ା୭(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଳା ପଞ୍ଚାୟତ ଚକୁଳି ଗ୍ରାମର ଜଣେ କୋଭିଡ୍‌ ଯୋଦ୍ଧା ଶୁକ୍ରବାର ରାତିରେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ଫଳରେ ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ସରପଞ୍ଚ ଅଜୟ କୁମାର ବେହେରା ସେହିସମୟ ଠାରୁ ରବିବାର…

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ କାମୁଡିବା ଫଳରେ ପିଲାଟିର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଗାଁର ଲକ୍ଷ୍ମୀଧର ଧରୁଆଙ୍କ ୫…

ନିରୀହ ପଶୁର ମାତୃତ୍ୱ ଆଗରେ ହାରମାନିଛି ଭେଦଭାବ

ଭବାନୀପାଟଣା,୧୮ା୭(ସ୍ବ.ପ୍ର.) : ଆଜିର ଏହି ସ୍ବାର୍ଥପର ଦୁନିଆରେ ମଣିଷ ନିଜ ମାନବିକତା ହରାଇ ପଶୁ ଭଳି ବ୍ୟବହାର କରୁଥିବାବେଳେ କେତେକ ମା’ ମଧ୍ୟ ଜନ୍ମିତ ଶିଶୁକୁ ନିଜ ବକ୍ଷରୁ ସ୍ତନ୍ୟପାନ କରାଇ ଦେଉନାହାନ୍ତି । ଏପରି ସ୍ବାର୍ଥପର ସମାଜରେ ପଶୁଙ୍କ ମଧ୍ୟରେ…

ଅଧିକାର ମାଗିଲେ ବୋଲି.. ପ୍ରେମିକାଙ୍କୁ ନଦୀ ବ୍ରିଜ୍‌ ଉପରୁ ଫିଙ୍ଗି ଚାଲିଗଲେ ପ୍ରେମିକ

କେଗାଁ,୧୮।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ସିନାପାଲି ନିକଟ ଉଦନ୍ତି ନଦୀ ବ୍ରିଜ ଉପରୁ ନିଜ ପ୍ରେମିକାଙ୍କୁ ଫିଙ୍ଗି ଦେଇ ପ୍ରେମିକ ଫେରାର ହୋବ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଅପରପକ୍ଷେ ଘଟଣାକୁ ନେଇ ଯୁବତୀଙ୍କ ଘରଲୋକେ କେଗାଁ ଥାନାରେ…

ରିକ୍ସା ଚାଳକଙ୍କୁ ଗଳାକାଟି ହତ୍ୟା: କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଜାରି

ଭବାନୀପାଟଣା,୧୩ା୭(ଡି.ଏନ୍‌.ଏ.)-ଭବାନୀପାଟଣା ପୌରାଞ୍ଚଳର ୧୦ ନମ୍ବର ୱାର୍ଡ ଅଧୀନ ଅର୍କାବାହାଲିପଡ଼ା ଛକରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି ା ସାମାନ୍ୟ ବଚସାକୁ କେନ୍ଦ୍ରକରି ଜଣେ ବ୍ୟକ୍ତି ରିକ୍ସା ଚାଳକଙ୍କ ଗଳାକାଟି ହତ୍ୟା କରିଛନ୍ତି ା ମୃତକ ହେଲେ ବଡ଼ପଡ଼ାର ତିଲ ବାଗ୍‌(୫୬) ା…

ଜୁନାଗଡ଼ରୁ ୩.୨ କୁଇଣ୍ଟାଲ ରତ୍ନ ପଥର ଜବତ, ଯୁବକ ଅଟକ

ଜୁନାଗଡ଼,୧୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ପଲାସ ଗ୍ରାମରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଓ ଜୁନାଗଡ଼ ପୋଲିସ ରବିବାର ସନ୍ଧ୍ୟାରେ ଚଢ଼ାଉକରି ୩ କୁଇଣ୍ଟାଲ ୨ କିଗ୍ରା ରତ୍ନ ପଥର (ରୁବି ଓ ପାନ୍ନା) ଜବତ କରିଛି। ଏଥିରେ ସମ୍ପୃକ୍ତ…

ରାପର୍‌ ଡୁଲେଙ୍କୁ ସହଯୋଗର ହାତ ବଢ଼ାଇଲେ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ

ଭବାନୀପାଟଣା,୧୨।୭ (ଡି.ଏନ୍‌.ଏ.): ‘ରାପର୍‌ ଡୁଲେ ରକ୍‌’ଙ୍କ ରାପ୍‌ ସଙ୍ଗ୍‌ ସୋସିଆଲ୍‌ ମଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତାଙ୍କୁ ପ୍ରଶଂସା କରାଯାଉଛି। କଳହାଣ୍ଡିର ଏହି ରାପର୍‌ଙ୍କ ଉପରେ ଏବେ ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବିଶାଲ ଡଡ୍‌ଲାନିଙ୍କ ନଜର…

ଲଡୁଗାଁକୁ ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ

କୋକସରା, ୯।୭ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସଦର ଗଁାକୁ ସରପଞ୍ଚ କହ୍ନେଇ ଚରଣ ଦାସ ଗୁରୁବାର ଶଟ୍‌ଡାଉନ ଘୋଷଣା କରିଛନ୍ତି। ସଂକ୍ରମଣ ଏଡ଼ାଇବା ପାଇଁ ଶଟ ଡାଉନ କରାଯାଇଥିଲେ ବି ଜରୁରିକାଳୀନ ସେବାକୁ ଏଥିରୁ ବାଦ୍‌…

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ସାପ୍ତାହିକ ବଜାର ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ

ଜୁନାଗଡ,୬।୭(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମହିଚଲା ସରପଞ୍ଚ ଅଜୟ କୁମାର ବେହେରା ମହିଚଲା ଶନିବାର ସାପ୍ତାହିକ ବଜାର(ହାଟ)କୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଉକ୍ତ ଦିନ ମହିଚଲାର ସମସ୍ତ ଦୋକାନ ବଜାର ବନ୍ଦ କରିବା ପାଇଁ ମଧ୍ୟ…

ଚାଷୀଙ୍କଠାରୁ ନେଉଥିଲେ ଲାଞ୍ଚ: ବନ୍ଧା ହେଲେ ଆର୍‌ଆଇ

ନୂଆପଡା ଅଫିସ/ଖଡିଆଳ,୪ା୭-ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ୍‌ ତୁକୁଲା ଆରଆଇ ଦୀନମଣି ରାଉତରାୟ ଲାଞ୍ଚ ନେଇ ଶନିବାର ସନ୍ଧ୍ୟାରେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବାଲିଘାଟ କରାଇଦେବାକୁ ସେ ଜଣେ ଚାଷୀଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?