କଳାହାଣ୍ଡି

ରାମ ମନ୍ଦିର ନିର୍ମାଣ ପାଇଁ ଟଙ୍କା ଦାନ କଲେ ୨ ଭଉଣୀ

କୋକସରା,୧୧।୨: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ହୁଣ୍ଡିରେ ରଖିଥିବା ସଞ୍ଚିତ ଟଙ୍କା ଦାନ କରିଛନ୍ତି ୨ କୁନି ଭଉଣୀ। ସେମାନେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ବଡ଼କେନ୍ଦୁଗୁଡ଼ା ଗ୍ରାମର ଆଦିତ୍ୟ ପଣ୍ଡାଙ୍କ ୨ ଝିଅ…

‘ମାର୍ଚ୍ଚ ୩୧ ସୁଦ୍ଧା ବିପିଏଲ୍‌,ଏପିଏଲ୍‌ଙ୍କୁ ବିଜୁଳି’

ଭବାନୀପାଟଣା,୬।୨: ଭବାନୀପାଟଣା ସ୍ଥିତ ଜିଲା ଯୋଜନା ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ସଭାଗୃହଠାରେ ଶନିବାର ବିଦ୍ୟୁତ୍‌ ବିଭାଗ ଅଧିକାରୀ, କମ୍ପାନୀ କର୍ମକର୍ତ୍ତାଙ୍କୁ ନେଇ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ର ଏକ ସମୀକ୍ଷା ବୈଠକ କରିଥିଲେ। ବୈଠକରେ ମନ୍ତ୍ରୀ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା…

ନାବାଳିକାଙ୍କୁ ଅଶ୍ଳିଳ ଫଟୋ ଭାଇରାଲ କରିଦେବାକୁ ଧମକ ଦେଇ ଯୁବକ ଗିରଫ

ଭବାନୀପାଟଣା,୫।୨: ଭବାନୀପାଟଣାର ସହରର ଜଣେ ନାବାଳିକାଙ୍କୁ ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ପୋଇବାଡି ଗ୍ରାମର ଜିତେନ୍ଦ୍ର ବେହେରା(୨୬) ହ୍ବାଟସ ଆପ୍‌ରେ ବ୍ଲାକମେଲିଂ କରି ଗିରଫ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ହ୍ବାଟସ ଆପ୍‌ରେ ବନ୍ଧୁତା ପରେ ମୋବାଇଲରେ ନିୟମିତ ଚାଟିଂ କରିବା…

୫ ଲକ୍ଷ ଟଙ୍କାରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ

ଭବାନୀପାଟଣା,୩।୨: କଳାହାଣ୍ଡି ଜିଲାରେ ପୁଣି ଦାଦନଙ୍କ ଦୁଃଖ ସାମ୍ନାକୁ ଆସିଛି। ୫ ଲକ୍ଷ ଟଙ୍କା ପାଇଁ ଆନ୍ଦ୍ରପ୍ରଦେଶରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ। ଧର୍ମଗଡ଼ ଥାନା ଡୁମେରଗୁଡା ପଞ୍ଚାୟତ ମୁଖିଗୁଡ଼ା ଗାଁର ଶ୍ରମିକମାନଙ୍କୁ ଏହି ଗ୍ରାମର ଜଣେ ଶ୍ରମିକ ଦଲାଲ ୫…

ବାଇକ୍‌ ଧକ୍କାରେ ଜଣଙ୍କ ଜୀବନ ଗଲା, ୨ ଗୁରୁତର

କୋକସରା,୩୧।୧: କଳାହାଣ୍ଡି ଜିଲା କୋକସରା ବ୍ଲକ ବଙ୍ଗୋମୁଣ୍ଡା-ଟେମରା ରାସ୍ତା ମଝିରେ ଥିବା ଏକ ବୁଲାଣି ନିକଟରେ ରବିବାର ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣଙ୍କ ଅବସ୍ଥା ଗୁରୁତର…

ସ୍କୁଲରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି ଗୋଟିଏ ଜେନେରେଟର ୧୨ଟି କମ୍ପ୍ୟୁଟର, ୭ଟି ଫ୍ୟାନ, ୧୦ଟି ଚୌକ, ଷ୍ଟେବିଲାଇଜର, ୪୦ଟି ହେଡଫୋନ୍‌,…

ପାଠପଢ଼ା ଚାପରେ ଜୀବନ ହାରିଲେ ୪ର୍ଥ ଶ୍ରେଣୀ ଛାତ୍ରୀ

ଭବାନୀପାଟଣା,୩୧।୧: ଭବାନୀପାଟଣା ସହରସ୍ଥିତ ରାମନଗରପଡ଼ାରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ଛାତ୍ରୀଙ୍କ ମା’ କୌଣସି କାମରେ ବାହାରକୁ ଯାଇଥିଲେ। ସେତିକିବେଳେ ସେ ଘରେ ଏକୁଟିଆ ରହିଥିଲେ। ମା’ କାମ ସାରି…

୨ ବାଇକ୍‌ ମୁହାଁମୁହିଁ ଧକ୍କାରେ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଜୁନାଗଡ଼,୩୦।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗଁା ନିକଟରେ ଶନିବାର ସନ୍ଧ୍ୟାରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜୁନାଗଡ଼…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଧର୍ମଗଡ଼,୩୦।୧: କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଯୁବକ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।…

ଥାନାରେ ହେଲା ପ୍ରେମୀ ଯୁଗଳଙ୍କ ବିବାହ

କୋକସରା,୩୦।୧: ପରିବାରର ବିରୋଧ ସତ୍ତ୍ୱେ ଶେଷରେ ପ୍ରେମୀଯୁଗଳଙ୍କ ପ୍ରେମର ହୋଇଛି ବିଜୟ । କୋର୍ଟ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କୋକସରା ଥାନାରେ ଶୁକ୍ରବାର ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି ।ଏହି ନବଦମ୍ପତି ହେଲେ କୋକସରା ଥାନା ଅନ୍ତର୍ଗତ ଖପ୍ରାମାଲ ଗ୍ରାମର…

ଦିଲ୍ଲୀ ଫେରନ୍ତା ବାଜାଶାଲା ଦଳକୁ ସ୍ବାଗତ

କେସିଙ୍ଗା,୨୯।୧: ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡି ଜିଲା ପ୍ରତିଭା ସାଂସ୍କୃତିକ ଅନୁଷ୍ଠାନର ୮୦ଜଣିଆ କଳାକାର ‘ବଜାଶାଲ’ ନୃତ୍ୟ ପରିବେଷଣ କରି ଘରକୁ ଫେରିଛନ୍ତି। ଦିଲ୍ଲୀରୁ ସମତା ଏକ୍ସପ୍ରେସରେ ଆସି ଶୁକ୍ରବାର କେସିଙ୍ଗା ଷ୍ଟେଶନରେ ପହଞ୍ଚତ୍ଲେ। ପରେ କଳାକାରମାନଙ୍କୁ ଉକିଆ ଅନୁଷ୍ଠାନ…

ମଣ୍ଡିରେ ଅବ୍ୟବସ୍ଥା ନେଇ ଭାଜପାର ଜିଲାପାଳ କାର୍ଯ୍ୟାଳୟ ଘେରାଉ

ଭବନୀପାଟଣା, ୨୯।୧: ମଣ୍ଡିରୁ ଧାନ ନ ଉଠିବା ତଥା ମଣ୍ଡିରେ ଅବ୍ୟବସ୍ଥାକୁ ବିରୋଧ କରି କଳାହାଣ୍ଡି ଭାଜପା ତରଫରୁ ଶୁକ୍ରବାର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଜିଲା ଭାଜପା ସଭାପତି ଦେବେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମୀ ଓ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?