କଳାହାଣ୍ଡି

ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲା

ଜୁନାଗଡ,୧୬।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଲିଛଡା ମଣ୍ଡିରେ ଗତ ୨ଦିନ ହେଲା ମିଲର୍ସଙ୍କ ଅବହେଳା ଯୋଗୁ ଟ୍ରକ ଆସୁ ନ ଥିବାରୁ ମଣ୍ଡିରୁ ଧାନ ଉଠୁ ନ ଥିଲା। ଏହାକୁ ନେଇଁ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଘଟଣା ସମ୍ପର୍କରେ…

ନକଟିଗୁଡାରେ ବିପିଏଲ ଲାଇଟର ଶୁଭାରମ୍ଭ: ଉପକୃତ ହେବେ ୧୧୬ ପରିବାର

ଜୁନାଗଡ,୧୫।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ପଞ୍ଚାୟତରେ ସୋମବାର ବିପିଏଲ ଲାଇଟର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଗ୍ରାମରେ ୬ଟି ଟ୍ରାନ୍ସଫର୍ମର ଲଗାଯାଇ ୧୧୬ ଜଣ…

ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ଅନିଚ୍ଛୁକ ପ୍ରବାସୀ: ଘରକୁ ଗଲାବେଳେ କାନ୍ଦୁଛନ୍ତି

ଜୁନାଗଡ଼,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀମାନେ ଯିବାକୁ ଅନିଚ୍ଛୁକ ହେଉଛନ୍ତି। ମହିଚଳା ସରପଞ୍ଚ ଅଜୟ ବେହେରାଙ୍କ ଭଲପାଇବା ଏଭଳି ଭାବରେ ପ୍ରବାସୀଙ୍କୁ ବାନ୍ଧି ରଖିଛି ଯେ ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ସେମାନେ ଅନିଚ୍ଛା…

ଅସହାୟ ଡମ୍ବରୁଙ୍କୁ ମିଳିଲା ଭତ୍ତା

କୋକସରା, ୧୩।୬ (ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତର ଭିର୍କାପଡାରେ ରହୁଥିବା ବୃଦ୍ଧ ଡମ୍ବରୁଧର ସେଠୀ ଦମ୍ପତି ଅତି ଅସହାୟ ସ୍ଥିତିରେ ଭଙ୍ଗା ଦଦରା କୁଡ଼ିଆରେ ରହୁଥିବା ବେଳେ ଆହା କରିବାକୁ କେହି ନାହାଁନ୍ତି । ବଳ ବୟସ ଥିବା…

୨ ମହିଳା ଡାକ୍ତର କରୋନା ପଜିଟିଭ: ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଶଟ୍‌ଡାଉନ ଘୋଷଣା

ଭବାନୀପାଟଣା/କେସିଙ୍ଗା, ୧୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଶନିବାର ଆଉ ୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୨ଜଣ ମହିଳା ଡାକ୍ତର ରହିଛନ୍ତି। ତେବେ ଏହି ୨ ଡାକ୍ତର ନର୍ଲାରେ ଚିହ୍ନଟ ହୋଇଥିବା ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକ

କୋକସରା,୧୨।୬ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ କୋକସରା ପୋଲିସ ବେହେରା ପଞ୍ଚାୟତ ନୁନପାଣି ଗାଁର ମନୋଜ ଖମାରୀ (୨୧)ଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଥିଲା ା ଜାମିନ…

ବିନା ସ୍ବାବ୍‌ ପରୀକ୍ଷାରେ ସଙ୍ଗରୋଧରୁ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ

କୋକସରା, ୧୧।୬ (ଡି.ଏନ.ଏ)-ଲକ୍‌ ଡାଉନ ଯୋଗୁ ଦେଶାନ୍ତର ଶ୍ରମିକମାନେ ଅନେକ ଯାତନା ସହି କୌଣସି ପ୍ରକାରେ ନିଜ ଭିଟାମାଟିକୁ ଫେରିଥିବା ବେଳେ ସେମାନଙ୍କୁ ଜିଲାର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୧୪ ଦିନ ରହିବା ପାଇଁ ସ୍ଥାନୀୟ ପ୍ରଶାସନ ବ୍ୟବସ୍ଥା କରିଛନ୍ତି। ତେବେ…

ଦିଲ୍ଲୀ ଫେରନ୍ତା ପୁଅକୁ ସରପଞ୍ଚ ମା’ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣା: ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭବାନୀପାଟଣା,୧୧ା୬(ସ୍ବ.ପ୍ର.) : କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସରପଞ୍ଚ ନନ୍ଦିତା ସାହୁ ଦିଲ୍ଲୀ ଫେରନ୍ତା ପୁଅକୁ ଘରକୁ ନ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇ୍‌ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ…

ଲକ୍‌ଡାଉନ୍‌ ସମୟରେ ରୋଜଗାର ମାନ୍ଦା: ଋଣଛାଡ଼ ପାଇଁ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ଦାବିପତ୍ର

କେସିଙ୍ଗା,୧୦।୬: କଳାହାଣ୍ଡି ଜିଲା କେସିଙ୍ଗା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ସ୍ଥିତ ଭମରମାଲ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରାୟ ୫୦ଜଣ ମହିଳା ବନ୍ଦନା, ମହାଶକ୍ତି, ସୂର୍ଯ୍ୟୋଦୟ, ଫଲର୍ଟନ, ଗ୍ରାମୀଣକୋଟା, ମାଇକ୍ରୋଫାଇନାନ୍ସ କମ୍ପାନୀଠାରୁ ଋଣ ଆଣିଛନ୍ତି। ମାତ୍ର କରୋନା କଟକଣା ଓ…

୨ କରୋନା ପଜିଟିଭ ଚିହ୍ନଟ: ୨୪ ଘଣ୍ଟା ସିରୋଲା ପଞ୍ଚାୟତ ଶଟ୍‌ଡାଉନ୍‌

କେସିଙ୍ଗା, ୧୦।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରୋଲ ଗ୍ରାମପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ଉତ୍ତରପ୍ରଦେଶ ନୈଡାରୁ ଫେରିଥିବା ୨ ଓଡ଼ିଆ ଯୁବତୀ ୭ ଦିନ ରହିଥିଲେ। ପରେ ସେ ଗତ ୨ ତାରିଖରୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ସେମାନଙ୍କ…

ନିଜ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଲେ ସରପଞ୍ଚ ମାଆ

କୋକସରା,୯।୬(ଡି.ଏନ.ଏ.)-ଦିଲ୍ଲୀର ଏକ କମ୍ପାନୀରେ ଚାକିରୀ କରୁଥିବା ପୁଅ ଗାଁକୁ ଫେରିଥିଲେ । ହେଲେ କରେନା କଟକଣାକୁ ପାଳନ କରୁଥିବା ତାଙ୍କ ସରପଞ୍ଚ ମାଆ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖି ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି । କଳାହାଣ୍ଡି ଜିଲା କୋକସରା…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି

ଜୁନାଗଡ,୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କଳିଆକୁଣ୍ଡଲ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍‌ସି) କୋଠାରେ ରହୁଥିବା ଜଣେ ପ୍ରବାସୀଙ୍କ ମୋବାଇଲ, ଘଣ୍ଟା ଓ ଜିନ୍ସ ପାଣ୍ଟ ଚୋରି ହୋଇଛି। ଏ ନେଇ ସୋମବାର ସ୍ଥାନୀୟ ପଞ୍ଚାୟତ କର୍ମଚାରୀ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ କହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?