କଳାହାଣ୍ଡି

ଭିଜିଲାନ୍ସ ଜାଲରେ ଥୁଆମୂଳ-ରାମପୁର ଏଏସ୍‌ଆଇ: ୫୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ

କେସିଙ୍ଗା,୭।୬: କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଏଏସ୍‌ଆଇ ସୁମେଶ୍ୱର ବାଗ ଲାଞ୍ଚ ନେଉଥିବା ବେଳେ ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁମେଶ୍ୱର ରାୟଗଡ଼ା ଜିଲା ଅଧୀନ କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ମାଲିଗାଁର ପବିତ୍ର ନାଏକଙ୍କଠାରୁ ୫୦ ହଜାର ଟଙ୍କା…

ଖଟରେ ପଡ଼ିଛନ୍ତି ଡମ୍ବରୁଧର, ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୋକସରା, ୭।୬ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଅନ୍ତର୍ଗତ ଭିର୍କାପଡାର ଡମ୍ବରୁଧର ସେଠୀ (୬୩)। ଗତ ୨ମାସ ହେବ ସେ ଖଟରେ ପଡି ରହିଛନ୍ତି। କେଉଁ ରୋଗରେ ସେ ଆକ୍ରାନ୍ତ ତାହା ଜଣାପଡିନାହିଁ। ଚିକିତ୍ସା ଲାଗି ପାଖରେ…

୨୫ କିମି ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଲେ ଶକ୍ତି ମନ୍ତ୍ରୀ

ଜୁନାଗଡ଼,୪।୬(ଡି.ଏନ୍‌.ଏ.)-ଜୁନାଗଡ଼ ବିଧାୟକ ତଥା ଶକ୍ତି ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ୨୫ କି.ମି. ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଇଛନ୍ତି ା ସାଇକେଲ ଚଳାଇବାର ଉପକାରିତା ଓ ଏଥିପ୍ରତି ଆଗ୍ରହ ସୃଷ୍ଟି ପାଇଁ ମନ୍ତ୍ରୀ ମିଶ୍ର ଗୁରୁବାର ସକାଳେ ଭବାନୀପାଟଣାସ୍ଥିତ ନିଜ…

ଋଣ ପରିଶୋଧ କରିବାକୁ ଫାଇନାନ୍ସ କମ୍ପାନୀର ଧମକ

କୋକସରା,୪।୬(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି କର୍ମଜୀବୀ ମହିଳାମାନେ ରୋଜଗାର ହରାଇ ଘରେ ବସି ରହିଛନ୍ତି ା ଏପରି ସମୟରେ ସେମାନେ କରିଥିବା ଋଣ ପରିଶୋଧ କରିବାକୁ ବହୁ ଘରୋଇ ଫାଇନାନ୍ସ କମ୍ପାନୀ ଧମକ ଦେଉଥିବା କୋକସରା ଗ୍ରାମ…

ଆଉ ଦାଦନ ଖଟିବାକୁ ନ ଯିବାକୁ ପରାମର୍ଶ

କୋକସରା,୪।୬(ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସରପଞ୍ଚ କହ୍ନେଇ ଚରଣ ଦାସଙ୍କ ଉଦ୍ୟମରେ ଲଡୁଗାଁ ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିବା ପ୍ରବାସୀମାନେ ଏବେ ଶୃଙ୍ଖଳିତ ଜୀବନ ଯାପନ କରୁଛନ୍ତି ା ସେମାନେ ପ୍ରତିଦିନ ସକାଳୁ ହାଇସ୍କୁଲ ପରିସରକୁ ଝାଡୁ ଧରି…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାଳକର ମୃତ୍ୟୁ

କର୍ଲାମୁଣ୍ଡା, ୪ା୬(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡା ଆଦର୍ଶ ବିଦ୍ୟାଳୟସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମ୍‌ସି)ରେ ରହୁଥିବା ଜଣେ ୮ ବର୍ଷୀୟ ବାଳକର ମୃତ୍ୟୁ ଘଟିଛି। ୧୦ ଦିନ ତଳେ ତେଲେଙ୍ଗାନାରୁ ଉକ୍ତ ବାଳକ ଜଣକ ତାଙ୍କ ମାତାପିତଙ୍କ ସହ ଆସି ସେଠାରେ…

ପଙ୍ଗପାଳକୁ ନେଇ ଚିନ୍ତା ନ କରିବାକୁ କଳାହାଣ୍ଡି କୃଷି ବିଭାଗର ପରାମର୍ଶ

ଭବାନୀପାଟଣା,୩।୬(ଡି.ଏନ୍‌.ଏ.): ଦେଶ କରୋନା ସହ ଯୁଦ୍ଧ କରୁଥିବା ବେଳେ ଏବେ ପଙ୍ଗପାଳକୁ ନେଇ ଚିନ୍ତା ବଢ଼ୁଛି। ଯଦିଓ ଏଯାବତ୍‌ ପଙ୍ଗପାଳ ଓଡ଼ିଶାକୁ ପହଞ୍ଚତ୍ ନାହାନ୍ତି ତଥାପି କଳାହାଣ୍ଡି ଜିଲାର ଚାଷୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସେମାନଙ୍କୁ ଚିନ୍ତା ନ…

ଜୁନାଗଡରେ ୟୁଡବ୍ଲ୍ୟୁଇଆଇ କାର୍ଯ୍ୟର ଶୁଭାରମ୍ଭ

ଜୁନାଗଡ,୧।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ସୋମବାର ସହରାଞ୍ଚଳ ଶ୍ରମନିଯୁକ୍ତି ପଦକ୍ଷେପ (ୟୁଡବ୍ଲ୍ୟୁଇଆଇ)ପାଇଁ ଉଦିଷ୍ଟ ଥିବା କାର୍ଯ୍ୟର ଶୁଭାରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ।…

ଯୁବକଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ଜୁନାଗଡ,୧।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବା ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରାମେଶ୍ୱର ନିଆଲ। ତାଙ୍କୁ ସୋମବାର…

ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍‌

କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି। ଟ୍ରକ ଜୟପୁରରୁ କଣ୍ଟାବାଞ୍ଜିକୁ…

ସମାନ୍ୟ ବଚସାରୁ ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା

ଜୁନାଗଡ, ୧।୬(ସ୍ବ.ପ୍ର): କଳହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାରୁ ଜଣକୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ହତ୍ୟାର ଶିକାର ହୋଇଛନ୍ତି ରୁପି ମାଝୀ (୪୮)। ପୋଲିସ ସୂତ୍ରରୁ ପ୍ରକାଶ ଶନିବାର ସନ୍ଧ୍ୟାରେ…

ଦାଦନ ଖଟିବାକୁ ଯାଇ ଫସିଛନ୍ତି ସ୍ବାମୀ:ସ୍ତ୍ରୀଙ୍କ କାନ୍ଧରେ ୪ ପିଲାଙ୍କ ବୋଝ

କୋକସରା, ୩୧।୫(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସନପୋଡ଼ାଗୁଡ଼ା ଗ୍ରାମର ମୋହନ ମେହେର ପରିବାର ପ୍ରତିପୋଷଣ ପାଇଁ ଗତ ୬ମାସ ତଳେ ବେଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ା ସେଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ଲକ୍‌ଡାଉନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?