କଳାହାଣ୍ଡି

୨ ବାଇକ୍‌ ମୁହାଁ ମୁହିଁ: ଜିପିଓ ଗୁରୁତର

ଜୁନାଗଡ଼,୧୨।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗାଁ ନିକଟରେ ମଙ୍ଗଳବାର ୨ ବାଇକ୍‌ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଥୁଆମୂଳ ରାମପୁର ବ୍ଲକର ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ଜିପିଓ) ଜ୍ଞାନ ରଞ୍ଜନ ଭୋଇ ଗୁରୁତର ଆହତ ହୋଇଛନ୍ତି। ତାଙ୍କର…

୧୦ ହଜାର ଲାଞ୍ଚ ନେଇ ଆଇସିଡିଏସ୍‌ ସୁପରଭାଇଜର ଗିରଫ

ଭବାନୀପାଟଣା,୧୨।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ କୁଟୁରୁଖମାର ସେକ୍ଟର ଆଇସିଡିଏସ୍‌ ସୁପରଭାଇଜର ରାଧାରାଣୀ ଦେଈ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ବ୍ଲକ କୁରୁମାଚୁଆଁର ଅଙ୍ଗନୱାଡି କର୍ମୀ ସୀମନ୍ତିନୀ ନାଏକଙ୍କଠାରୁ ଅକ୍ଟୋବର, ନଭେମ୍ବର…

୧୪ରେ ଇନ୍ଦ୍ରାବତୀ ମେଗାଲିପ୍ଟ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୦।୧: କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରରୁ ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ଚୂଡାନ୍ତ ହୋଇସାରିଛି। ଆସନ୍ତା ୧୪ ତାରିଖ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଜିଲାର ଜୟପାଟଣା,…

ଖୋଲିଲା ସ୍କୁଲ: ଆସିଲେନି ପିଲା

କୋକସରା,୮।୧: ଶୁକ୍ରବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥିବା ୨୫ଟି ହାଇସ୍କୁଲ ଖୋଲିଛି। ସେଥିମଧ୍ୟରୁ ୨୩ ହାଇସ୍କୁଲରେ ଉପସ୍ଥାନ କମ୍‌ ବେଶି ରହିଥିବା ବେଳେ ବ୍ଲକର ଫୁପଗାଁ ହାଇସ୍କୁଲ ଓ ଆମପଣି ଏସ୍‌ଏସଡି ହାଇସ୍କୁଲରେ ପିଲାଙ୍କ ଉପସ୍ଥାନ ଶୂନ ରହିଛି। ଏହାକୁ…

ଜୁନାଗଡ: ପ୍ରଥମ ଦିନରେ ପଢିବାକୁ ଆସିଲେ ୧୦୧୮ ଛାତ୍ରୀଛାତ୍ର

ଜୁନାଗଡ଼,୮।୧: କରୋନା କଟକଣା ଯୋଗୁଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାୟ ୧୦ମାସ ବ୍ୟବଧାନ ପରେ ଶୁକ୍ରବାର ହାଇସ୍କୁଲଗୁଡିକ ଖୋଲିଛି। ପ୍ରଥମ ପର୍ଯ୍ୟାୟରେ ହାଇସ୍କୁଲର କେବଳ ଦଶମ ଶ୍ରେଣୀର ଛାତ୍ରୀଛାତ୍ର ଅଧ୍ୟୟନ କରିବେ ବୋଲି…

୪.୬୨ ଲକ୍ଷ ଟଙ୍କା ଠକେଇ, ଫାଇନାନ୍ସ କମ୍ପାନୀର କର୍ମଚାରୀ କହୁଥିବା ଯୁବକ ଗିରଫ

କୋକସରା,୭।୧: କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ରାବଣଗୁଡା ଗ୍ରାମର କିଛି ଲୋକଠାରୁ ୪ ଲକ୍ଷ ୬୨ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲଣ କରିଛି। ଗିରଫ ଅଭିଯୁକ୍ତ ହେଲେ…

ଆମପାଣି ଘାଟିରେ ବୁଲୁଛି କଳରାପତରିିଆ ବାଘ: ଜଙ୍ଗଲ ଭିତରକୁ ନ ଯିବାକୁ ବନ ବିଭାଗର ପରାମର୍ଶ

କୋକସରା,୬।୧: କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ସୋମବାର ରାତିରେ ଏକ କଳରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା। ସିଉନୀ ଗାଁର ଆଲୋକ ପାଣିଗ୍ରାହୀ ଓ ତାଙ୍କ ସାଙ୍ଗମାନେ ରାତିରେ ଜୟପୁରରୁ ଗାଁକୁ ଫେରୁଥିଲେ। ସେତିକିବେଳେ ବାଘଟି ଘାଟି ରାସ୍ତାରେ…

ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ଜୀବନ ଗଲା

ଜୁନାଗଡ଼,୬।୧:କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ନ୍ୟାସୀକୁଣ୍ଡାମାଲ ଛକ ନିକଟରେ ବୁଧବାର ସାରେ ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତ କକାଙ୍କ ନାମ ଜଗବନ୍ଧୁ ଶବର(୨୮) ଓ ପୁତୁରାଙ୍କ ନାମ ଟିକେମଣି ଶବର(୨୨)। ଉଭୟଙ୍କ ଘର ଧର୍ମଗଡ଼ ବ୍ଲକ ଝାରକୁଣ୍ଡାମାଲ…

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୬।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦୁଆରସୁନି ଉପସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ଅନିଲ କୁମାର ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ଯମୁନାସାଗର ଗ୍ରାମର ଉପେନ୍ଦ୍ର ବେହେରାଙ୍କ ସ୍ତ୍ରୀଙ୍କୁ ଆଶାକର୍ମୀ କରାଇ ଦେବା…

ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଗିରଫ ଦାବିରେ ଥାନା ସମ୍ମୁଖରେ ବିକ୍ଷୋଭ

ଜୁନାଗଡ଼/କୋକସରା, ୫।୧: କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କୁଳମଣି ବରାଳ ଏବଂ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ ହତ୍ୟା ଘଟଣା ନେଇ ମଙ୍ଗଳବାର ଜୁନାଗଡ଼ ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ଘଟଣାରେ…

ଗୋବରଗୋଲା ଜଳପ୍ରପାତ

ପର୍ଯ୍ୟଟନ ଋତୁ ଆସିଲେ କଳାହାଣ୍ଡି ଜିଲାର ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ମନେପଡେ ଗୋବରଗୋଲା ଜଳ ପ୍ରପାତ। ଜିଲାର ସଦରମହକୁମା ଭବାନୀପାଟଣାଠାରୁ ଏହାର ଦୂର ପ୍ରାୟ ୪୫ କି.ମି.। ଜୁନାଗଡ ବ୍ଲକ ଅନ୍ତର୍ଗତ ବୁଡିଦର ପଞ୍ଚାୟତରେ ଏହି ମନୋରମ ପର୍ଯ୍ୟଟନସ୍ଥଳୀ ରହିଛି। ଏବେ ବି…

ଧାନକିଣା ବାଟବଣା: ୧୫ଦିନ ହେଲା ମଣ୍ଡିରୁ ଉଠୁନି ଧାନ

ଜୁନାଗଡ,୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଧାନକିଣା ବାଟବଣା ହୋଇଛି। ବ୍ଲକର ଅନେକ ମଣ୍ଡିରେ ଟାର୍ଗେଟ ସରିଯାଇଥିବା ଆଳ ଦେଖାଇ ଧାନ ଉଠାଣ କରାଯାଉନାହିଁ। ଫଳରେ ଚାଷୀ ଧାନ ବିକ୍ରି ଆଶାରେ ଟୋକନ ପାଇ ହାଡଭଙ୍ଗା ଶୀତକାକରରେ ମଣ୍ଡିରେ ପଡିରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?