କଳାହାଣ୍ଡି

ଲକ୍‌ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍‌ ମାଲିକ,କର୍ମଚାରୀ ହତାଶ

ଭବାନୀପାଟଣା,୨୮ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ କର୍ମଚାରୀମାନେ ହାତବାନ୍ଧି ବସିଛନ୍ତି ା ଜିଲାର ଭବାନୀପାଟଣା ସମେତ ବିଭିନ୍ନ ସହରଠାରୁ ଆରମ୍ଭ କରି…

୩୨ କୁଇଣ୍ଟାଲ ମହୁଲ ପୋଚ ନଷ୍ଟ କଲା ଅବକାରୀ ବିଭାଗ

ଜୁନାଗଡ,୨୭।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ରଣପୁର ଗ୍ରାମ ନିକଟି କୁସୁମଖୋଲ, ସୁନାରୀପାଣି ଓ ଆମଖୋଲ ପାହାଡରେ ଦେଶୀ ହାତରନ୍ଧା ମଦ ତିଆରି ହେଉଥିବା ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ସୋମବାର ଚଢାଉ କରାଯାଇଥିଲା। ଚଢାଉର ୩୨.୬୦ କୁଇଣ୍ଟାଲ…

ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ, କ୍ରୟ ସମନ୍ଧୀୟ ପ୍ରଶିକ୍ଷଣ ଶିବିର

ଲାଞ୍ଜିଗଡ,୨୭ା୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସମନ୍ବିତ ଉନ୍ନୟନ ସଂସ୍ଥା ଆନୁକୂଲ୍ୟରେ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଓ ତାହାର କ୍ରୟ ସମନ୍ଧରେ ଏକ ପ୍ରଶିକ୍ଷଣ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଶିବିରକୁ ପ୍ରକଳ୍ପ ପ୍ରଶାସକ ବିରଞ୍ଚି…

ମହୁଲ ଫୁଲର ଅଭାବୀ ବିକ୍ରି

ଭବାନୀପାଟଣା/କୋକସରା,୨୭।୪(ସ୍ବ.ପ୍ର/ଡି.ଏନ.ଏ.): ମହୁଲ ଫୁଲର ବାସ୍ନାରେ ମହକୁଛି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଟାଣ ଖରା ବଡିବା ସାଙ୍ଗକୁ ମହୁଲ ଗଛରୁ ଠପ୍‌ଠପ୍‌ ଝରି ପଡୁଛି ପଡୁଛି ଫୁଲ। ପାହାନ୍ତିଆରୁ ମହୁଲ ଫୁଲ ଗୋଟାଇବାକୁ ଭିଡ ଜମାଉନ୍ତି ଆଦିବାସୀ ପରିବାରର ମହିଳା ଓ ପିଲାଛୁଆ।…

କୋକସରାରେ କାଳବୈଶାଖୀ: ଗଛ ଭାଙ୍ଗିଲା, ପରିବା ଚାଷ ନଷ୍ଟ

ଭବାନୀପାଟଣା/କୋକସରା,(ସ୍ବ.ପ୍ର/ଡିଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଓ ଜୁନାଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ରବିବାର ଅପରାହ୍ନରେ ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ ହୋଇଛି। ପ୍ରାୟ ୪୫ ମିନିଟ ଧରି ହୋଇଥିବା କାଳବୈଶାଖୀ ପ୍ରଭାବରେ ବଡ ବଡ ଗଛ ଭାଙ୍ଗି ପଡିଛି।…

ମୁମ୍ବାଇରେ ଓଡିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଭବାନୀପାଟଣା/କୋକସରା,(ସ୍ବ.ପ୍ର/ଡିଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ଅନ୍ତର୍ଗତ ଖପ୍ରାମାଲ ଗ୍ରାମର କହ୍ନେଇ ମାଝୀ (୨୩) ନାମକ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃତ୍ୟୁ ଘଟିଛି। ସେଠାରେ ବିଦ୍ୟୁତ ଆଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ,…

ଦୟନୀୟ ସ୍ଥିତିରେ ଶତାଧିକ କୁମ୍ଭକାର ପରିବାର

ଜୁନାଗଡ,୨୬।୪(ଡି.ଏନ୍‌.ଏ.) ମହାମାରୀ କରୋନା ଯୋଗୁ ସରକାରଙ୍କ କଟକଣା ଓ ଲକ୍‌ଡାଉନ ଲୋକଙ୍କ ହାତରୁ ରୋଜଗାର ଛଡାଇ ନେଇଛି। କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କଳିଆକୁଣ୍ଡଲ ଗ୍ରାମରେ ମାଟି ସାମଗ୍ରୀ ତିଆରି କରି ପେଟ ପୋଷୁଥିବା ଶତାଧିକ କୁମ୍ଭକାର ପରିବାର ଏବେ ଦୟନୀୟ…

ବଜ୍ରପାତରେ ଗଲା ଯୁବତୀଙ୍କ ଜୀବନ

ଜୁନାଗଡ,୨୫।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ଥାନା ନ୍ତର୍ଗତ ଆଟିଗାଁରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତାଙ୍କ ନାମ ଶିବାନୀ ପଧାନ(୨୦)। ମିଳିଥିବା ସୁଚନା ଅନୁଯାୟୀ, ସନ୍ଧ୍ୟା ପ୍ରାୟ ୬ଟାରେ ଶିବାନୀ ଶୌଚହେବା ପାଇଁ ଯାଉଥିବାବେଳେ ହଠାତ୍‌ ବଜ୍ରପାତ…

ମାସ୍କ, ସାବୁନ ବାଣ୍ଟିଲେ, କରୋନା ନେଇ ଲୋକଙ୍କୁ ସଚେତନ କଲେ

କୋକସରା, ୨୫ା୪ (ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ସରପଞ୍ଚ ଟିକିଚନ୍ଦ୍ର ଧଙ୍ଗଡାମାଝୀ ଓ ସମିତି ସଭ୍ୟା ମାଧୁରୀ ନାଏକ ଶନିବାର ଆମପାଣି ସାପ୍ତାହିକ ବଜାରରେ ଲୋକଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରିଥିଲେ। ଏଥିସହ କରୋନା ଉପରେ…

ଭବାନୀପାଟଣାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ

ଭବାନୀପାଟଣା, ୨୫।୪ (ଡି.ଏନ.ଏ.)- କଳାହାଣ୍ଡି ଜିଲାରେ କରୋନା ମୁକାବିଲା ପାଇଁ ଭବାନୀପାଟଣା ସହର ନିକଟସ୍ଥ ବାନ୍ଦପଲାସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟଠାରେ କୋଭିଡ ହସ୍ପିଟାଲ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହାକୁ ରାଜ୍ୟ ସରକାରଙ୍କ ତରଫରୁ ଜିଲା ପ୍ରଶାସନ ପରିଚାଳନା କରୁଥିବା ବେଳେ ଓଡିଶା…

କଳାହାଣ୍ଡିରେ ପ୍ରଥମେ ବ୍ୟବହୃତ ହେଲା ଟଙ୍କା ବିଶୋଧନ ଯନ୍ତ୍ର

ଜୁନାଗଡ,୨୪।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲସ୍ଥିତ ସିଦ୍ଧାନ୍ତ ଫୁଏଲ ପେଟ୍ରୋଲ ପମ୍ପରେ ଶୁକ୍ରବାର ପ୍ରଥମ କରି ଟଙ୍କା ବିଶୋଧନ ଯନ୍ତ୍ର ବ୍ୟବହାର କରାଯାଇଛି। ଏହି ଯନ୍ତ୍ରକୁ ଗତ କିଛିଦିନ ତଳେ ନୂଆପଡା ଜିଲା ଖଡିଆଳ ଲୋକଦୃଷ୍ଟି କଲେଜର ଲଛମନ ଦୁଣ୍ଡି ନାମକ…

ମହୁଲ ପୋଚ ସହ ରନ୍ଧା ମଦ ନଷ୍ଟ କଲା ଅବକାରୀ ବିଭାଗ

ଜୁନାଗଡ,୨୪।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜୁନାଗଡ ବ୍ଲକ ହରଡଗୁଡା ଗ୍ରାମ ନିକଟ ନଦୀକୂଳରେ ଦେଶୀ ହାତରନ୍ଧା ମଦ ତିଆରି ହେଉଥିବା ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଚଢାଉ କରାଯାଇଥିଲା। ସେଠାରେ ଖାନ୍‌ତଲାସୀ ପରେ ୪.୧୦ କୁଇଣ୍ଟାଲ ମହୁଲ ପୋଚ, ୩୦ଲିଟର ଦେଶୀ ହାତରନ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?