କଳାହାଣ୍ଡି

ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି

ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍‌ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର ସଙ୍କଟ ସମୟ ଦେଇ ଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଚାଷୀଙ୍କଠାରୁ ଧାନ କିଣା…

ଚୋରି ସାମଗ୍ରୀ ସହିତ ଚୋର ଗିରଫ

ଜୁନାଗଡ,୨୩।୪(ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଜୁନାଗଡ ଥାନା ବୋଦେଲ ଗ୍ରାମର ଅଜିତ ପଟେଲଙ୍କ ମୋଟର ପମ୍ପ, ଗ୍ୟାସ ସିଲିଣ୍ଡର ଓ ଚୂଲା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ଜୁନାଗଡ ପୋଲିସ ଏକ ମାମଲ ରୁଜୁ କରିିଥିଲା। ବୁଧବାର…

ସଙ୍ଗରୋଧ ଗୃହରୁ ୨୫ଶ୍ରମିକ ଫେରାର

ଭବାନୀପାଟଣା/କୋକସରା,୨୩।୪(ସ୍ବ.ପ୍ର/ଡି.ଏନ୍‌.ଏ.): ଲକ୍‌ଡାଉନକୁ କଡାକଡି କରିବା ପାଇଁ ପ୍ରତି ଜିଲା ସୀମାନ୍ତରେ ପାଟ୍ରୋଲିଂ ବ୍ୟବସ୍ଥା ସହ ଧରପଗଡ଼ ଜାରି ରହିଛି। ଏହି କ୍ରମରେ ନବରଙ୍ଗପୁର-କଳାହାଣ୍ଡି ଜିଲା ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ନିକଟରେ ଥିବା ଜନଜାତି ଆବାସିକ ବିଦ୍ୟାଳୟରେ ସ୍ଥାନୀୟ ବ୍ଲକ…

ଲାଞ୍ଜିଗଡ ବେଦାନ୍ତ ଚିକିତ୍ସାଳୟ ଦ୍ୱାରା ଟେଲିମେଡିସିନ ସେବା ଆରମ୍ଭ

ଲାଞ୍ଜିଗଡ,୨୩।୪(ଡି.ଏନ୍‌.ଏ):ସାମ୍ପ୍ରତିକ ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ନେଇ ସରକାରଙ୍କ ତରଫରୁ ସ୍ବାସ୍ଥ୍ୟ କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଣୁ ଲାଞ୍ଜିଗଡସ୍ଥିତ ବେଦାନ୍ତ ଆଲୁମିନା ରିଫାଇନାରୀ ମଧ୍ୟ କରୋନା ପରିସ୍ଥିତର ଏହାର ମୁକାବିଲା ନେଇ ସହଯୋଗ କରିବାକୁ ମନ ବଳାଇଛି। ଲାଞ୍ଜିଗଡ଼…

ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି ମୁହୁର୍ତ୍ତରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅରବେଡା ଗ୍ରାମର ଗରୁଡଧ୍ୱଜ ବେଣୁପାଣି ଓ…

କରୋନା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ହଜାର ଟଙ୍କା ପ୍ରଦାନ

କେସିଙ୍ଗା, ୨୨।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ତୁର୍ଲାଖମନ ପଞ୍ଚାୟତ ଅଧୀନ ଲିମଗାଁରେ ଥିବା ଦୀପ୍ତିଦାନ ଚର୍ଚ୍ଚ ପକ୍ଷରୁ ୨୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଚେକ୍‌ ଦ୍ୱାରା ପ୍ରଦାନ କରାଯାଇଛି। କେସିଙ୍ଗା ବିଡ଼ିଓ ପ୍ରଫୁଲ୍ଲ କୁମାର ଓଡ଼ୁଙ୍କ…

ଦୁର୍ଘଟଣାରେ ବାପାର ଜୀବନ ଗଲା, ବର୍ତ୍ତିଗଲେ ୪ ବର୍ଷର ଶିଶୁପୁତ୍ର

ମ.ରାମପୁର,୨୨।୪(ଡଢି.ଏନ.ଏ.) କଳାହାଣ୍ଡି ଜିଲା ମ:ରାମପୁରଠାରୁ ୨କି.ମି. ଦୂର ତୁଜୁଙ୍ଗ ନିକଟରେ ରାସ୍ତା ପାଶର୍‌ବ ଏକ ଗଛରେ ଗୋଟିଏ ବାଇକ୍‌ (ଓଡି ୦୮ କେ ୮୩୬୬)ର ଧକ୍କା ଘଟିଛି। ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ମ:ରାମପୁର ମାଛିବନ୍ଧ…

ଲକ୍‌ ଡାଉନ ସମୟରେ ସହଯୋଗର ହାତ ବଢାଇଲା ଡାକବିଭାଗ

ଭବାନୀପାଟଣା,୨୨।୪(ସ୍ବ.ପ୍ର)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରୀବ ଅସହାୟ ଲୋକଙ୍କ ଜୀବନ ଶୈଳୀ ଉପରେ ପ୍ରଭାବ ପଡିଛି। ଏହି ସମୟରେ କଳାହାଣ୍ଡି ଜିଲା ଡାକ ମଣ୍ଡଳ ପକ୍ଷରୁ…

ଘର ଘର ବୁଲି ବହି ବାଣ୍ଟୁଛନ୍ତି ଶିକ୍ଷୟିତ୍ରୀ

କୋକସରା,୨୧।୪(ଡି.ଏନ୍‌.ଏ) – ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକସ୍ତରରୁ ଅଷ୍ଟମ ଶ୍ରେଣୀ ଯାଏ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କୁ ଘର ଘର ବୁଲି ଶିକ୍ଷୟିତ୍ରୀ/ଶିକ୍ଷକମାନେ ପୁସ୍ତକ ବଣ୍ଟନ କରିବା ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ଯୋଗଁୁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା ହୋଇଛି।…

କ୍ଷତିଗ୍ରସ୍ତ ଧାନଜମି ବୁଲି ଦେଖିଲେ କୃଷି ଅଧିକାରୀ

ଜୁନାଗଡ,୨୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଦକ୍ଷିଣ କେନାଲ ଅନ୍ତର୍ଗତ ଜୁନାଗଡ ବ୍ଲକ ତଳଜାରିଙ୍ଗ ପଞ୍ଚାୟତରେ କେନାଲ ପାଣି ତଳମୁଣ୍ଡରେ ପହଞ୍ଚି ପାରି ନ ଥିବାରୁ ରବିଧାନ ଫସଲ ଏବେ ମରିବାକୁ ବସିଛି। ରବି ଚାଷ ଆରମ୍ଭ ପୂର୍ବରୁ କେନାଲ ବିଭାଗ ୨୫…

ମାଗଣାରେ ପନିପରିବା, ମାସ୍କ ବଣ୍ଟନ କଲା ମିଶନ ଶକ୍ତି

କେସିଙ୍ଗା,୨୧।୪: କଳାହାଣ୍ଡି ଜିଲା କେସିଙ୍ଗାରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା ଓ ମାସ୍କ ବଣ୍ଟନ। ଏନ୍‌.ଏ.ସି. ସ୍ଥିତ ସାନପଡା, ଗୌଡ଼ପଡା ଓ ମାଝିପଡାରେ ମିଶନ ଶକ୍ତି ଓ ମା’ ସନ୍ତେଷୀ ମହିଳା ଗ୍ରୁପର ମିଳିତ ଉଦ୍ୟମରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା…

ତଳମୁଣ୍ଡରେ ପହଞ୍ଚିଲାନି କେନାଲ ପାଣି: ମରିବାକୁ ବସିଲାଣି ଗର୍ଭଣୀ ଧାନ

ଜୁନାଗଡ,୨୦।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ କେନାଲ ବିଭାଗ ପାଣି ଦେବାକୁ କହିି ଶେଷ ମୁହୂର୍ତ୍ତରେ ନ ଦେବା ଫଳରେ ଚାଷୀମାନେ ଅଡୁଆରେ ପଡିଛନ୍ତି। ବର୍ତ୍ତମାନ ରବିଧାନ ଗର୍ଭଣୀ ଅବସ୍ଥାରେ ଥିବାବେଳେ କେନାଲରେ ପାଣି ନ ଆସିବା ଯୋଗୁଁ ଫସଲ ନଷ୍ଟ ହେବାକୁ ବସିଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?