୬ ନମ୍ବର ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା: ପୂର୍ତ୍ତ ବିଭାଗର ନୀରବଦ୍ରଷ୍ଟା ନେଇ ବଢିବାରେ ଲାଗିଛି ଜନ ଅସନ୍ତୋଷ
ଲାଞ୍ଜିଗଡ,୨୮।୬(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲା ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା । ବିଶେଷ କରି କଦଳି ଘାଟିରୁ କିଡିଙ୍ଗ ପର୍ଯ୍ୟନ୍ତ ଦୀର୍ଘ ଦୁଇ ବର୍ଷ ହେଲା ନିର୍ମାଣ ଚାଲିଛି,…
ଅର୍ଦ୍ଧନିର୍ମିତ ଏମ୍ଏସ୍ଏମ୍ଇ ପାର୍କର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ: ଜମି ହରାଇଥିବା ଚାଷୀଙ୍କ ହୋହଲ୍ଲା
କେସିଙ୍ଗା, ୨୮।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିରା ଗ୍ରାମ ପଞ୍ଚାୟତର କୁର୍ଲୁପଡ଼ାଠାରେ ନିର୍ମାଣାଧୀନ ଏମ୍ଏସ୍ଏମ୍ଇ (MSME) ପାର୍କକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସନ୍ଧ୍ୟାରେ ଭର୍ଚୁଆଲ୍ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି। ତେବେ ପାର୍କଟି ସମ୍ପୂର୍ଣ୍ଣ…
ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ
ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ ହେଲା ଚାଷୀ ମଣ୍ଡିରେ ଧାନ ରଖି ଜଗିରହିଛନ୍ତି। ଧାନ କିଣା ମନ୍ଥରତା ଯୋଗୁ…
ଆସିଲେ ନାହିଁ ଭାଜପା ଅତିଥି, ଏନ୍ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍ଘାଟନ, ପୂରା ଘଟଣା ଜାଣିଲେ…
କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍ଘାଟିତ ହୋଇଛି। ଏହି ଗୋଷ୍ଠୀ କେନ୍ଦ୍ର ୧ କୋଟି ୨୬ଲକ୍ଷ ବ୍ୟୟ ଅଟକଳରେ ନିର୍ମାଣ ହୋଇଥିଲା।…
ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ
କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ ୨୦୨୩-୨୦୨୪ ମସିହାରେ ୩ ଲକ୍ଷ ଅର୍ଥ ମଞ୍ଜୁରୀ ହୋଇଥିଲା। ଗୋଷ୍ଠୀ କେନ୍ଦ୍ର ନିର୍ମାଣରେ…
ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ
ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି। ୪୫ ପରିବାର ଓ ୨୦୦ରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଏହି ଗାଁ ଆଜି…
ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ
ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା ସଇଁନ୍ତଲା ଥାନା ନିକଟସ୍ଥ ବରଗାଁ ଛକ୍ ଠାରେ ଅବକାରୀ ବିଭାଗ ପକ୍ଷରୁ ଧରା…
ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍ଏସ୍ଏମ୍ଇ ପାର୍କର ଉଦ୍ଘାଟନ
କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର ମଧ୍ୟଭାଗରେ କେସିଙ୍ଗାସ୍ଥିତ କୁର୍ଲୁପାଡା ଗ୍ରାମର ୧୫୦ ଜଣ ଚାଷୀଙ୍କ ୧୮୦ ଏକର ଜମିରେ…
୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା
ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ…
ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…
ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର ଦିନ ଥୁଆମୂଳ ରାମପୁରଠାରେ ଅନୁଷ୍ଠିତ ହୋଇଯାଇଛି। ମାତ୍ର ସରକାରୀ ଯୋଜନାର ସଫଳତା ପ୍ରଦର୍ଶନ…
କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର
କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ ୨୦୦୮ରୁ ଦୀର୍ଘ ୧୮ ବର୍ଷ ହେଲାଣି ଅସ୍ତିତ୍ୱ ହରାଇଛି। ୧୯୬୬ରେ ଅସ୍ତିତ୍ୱରେ ଆସିଥିବା…
ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର
କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍ ରାଇସ ମିଲ୍ରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମାଟିଆ ଗ୍ରାମର ଜୟରାମ ଗୌଡ଼…

