କଳାହାଣ୍ଡି

ସାଇକେଲରେ ଆସୁଥିବା ୮ ଶ୍ରମିକ ପୋଲିସ ହାତରେ ଧରାପଡି ସଙ୍ଗରୋଧ ଗୃହରେ ରହିଲେ

ଭବାନୀପାଟଣା/କୋକସରା,୧୦।୪(ସ୍ବ.ପ୍ର/ଡି.ଏନ.ଏ.): ଲକ୍‌ଡାଉନ ଯୋଗଁୁ ଓଡିଶାର ଅନେକ ଦାଦନ ଶ୍ରମିକ ରାଜ୍ୟ ତଥା ରାଜ୍ୟ ବାହରେ ଫସି ରହିଛନ୍ତି। ଏହି ପରିପ୍ରେକ୍ଷୀରେ ଢେଙ୍କାନାଳ ଜିଲାର ୮ଜଣ ଶ୍ରମିକ ନବରଙ୍ଗପୁର ଜିଲାରେ କାମ କରୁଥିଲେ। ଲକ୍‌ଡାଉନ ଯୋଗଁୁ ସେମାନେ ଘରକୁ ଫେରି ନ ପାରି…

କଳାହାଣ୍ଡି ଜିଲାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରଥମ ଚିହ୍ନଟଙ୍କ ସହ ସେ ଖେଳିଥିଲେ କ୍ରିକେଟ୍‌

ଧର୍ମଗଡ଼,୧୦ା୪(ଡି.ଏନ୍‌.ଏ.): ରାଜ୍ୟରେ ଗୁରୁବାର ମଧ୍ୟରାତ୍ରିରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ କଳାହାଣ୍ଡି ଜିଲାର ଜଣେ ବୋଲି ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଅଧିକାରୀ ଜଗୁଲାଲ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ୨ଜଣ କରୋନା…

୧୨ଜଣଙ୍କୁ ଦିଆଗଲା କୁକୁର କାମୁଡା ଇଞ୍ଜେକସନ

ଜୁନାଗଡ,୯।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଗତ ୨ଦିନ ହେଲା ବୁଲା କୁକୁରଙ୍କ ଆତଙ୍କ ଦେଖିବାକୁ ମିଳିଛି। ସହରର ବିଭିନ୍ନ ପଡାରେ ଏହି କୁକୁରମାନେ ୨୦ଜଣଙ୍କୁ କାମୁଡିଥିବା ଅଭିଯୋଗ ହୋଇଥିଲା। ତେବେ ଜୁନାଗଡ ଡାକ୍ତରଖାନାରେ କୁକୁର କାମୁଡା ଇଞ୍ଜେକସନ ନ ଥିବାରୁ…

୨ଶହ ଅସହାୟଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲା ଡାକ ବିଭାଗ

ଭବାନୀପାଟଣା,୮।୪(ସ୍ବ.ପ୍ର.)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରିବ ଅସହାୟ ଲୋକଙ୍କ ଜୀବନ ଶୈଳୀ ଉପରେ ପ୍ରଭାବ ପଡିଛି। ଏହା ଫଳରେ ସେମାନେ ଏବେ ଦୁର୍ବିସହ ଜୀବନ…

ଜୁନାଗଡ ସହରରେ ହୋମ୍‌ ଡେଲିଭରି ମାଧ୍ୟମରେ ଲୋକଙ୍କୁ ସାମଗ୍ରୀ ପ୍ରଦାନ

ଜୁନାଗଡ,୭।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ସହରରେ କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ଏନ୍‌ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରଯାଇଛି। ସହରର ବିଭିନ୍ନ ତେଜରାତି ଦୋକାନରେ ଲୋକମାନେ ସାମଗ୍ରୀ କିଣିଲା ବେଳେ ସାମୟିକ…

ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ ମାନୁନାହାନ୍ତି। ପୋଲିସ ଆସିଲେ ଗଁ। ରାସ୍ତାର ବିଭିନ୍ନ ଛକ ଜନଶୂନ୍ୟ ହୋଇଯାଇଛି, ଗଲା ପରେ…

ଗଛ ପକାଇ ଲକ ଡାଉନ କଲେ ଗ୍ରାମବାସୀ

କୋକସରା, ୫।୪, (ଡି.ଏନ.ଏ.) ଉପକୂଳ ଓଡିଶା ପରେ ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଜିଲାରେ କରୋନା ସଂକ୍ରମିତ ବାହାରିବା ପରେ ସର୍ତକ ହୋଇଛନ୍ତି ଗ୍ରାମବାସୀ । କୋକସରା ବ୍ଲକରେ ରବିବାର ବିଭିନ୍ନ ସ୍ଥାନରେ ଗ୍ରାମବାସୀ…

ଲକଡାଉନ ନିୟମ ଉଲ୍ଲଂଘନ,୧୨ବାଇକ ଜବତ କଲା ପୋଲିସ

ଜୁନାଗଡ଼,୫।୪(ଡି.ଏନ.ଏ.)- କରୋନା ଭୁତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ଭାରତରେ ଲକଡାଉନ ଜାରି ରହିଛି। ଏହାକୁ ଅମାନ୍ୟ କରୁଥିବା ବ୍ୟକ୍ତିଙ୍କ ଉପରେ ପୋଲିସ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନରେ…

କଳାହାଣ୍ଡିରେ ପ୍ରଥମ କରୋନା ରୋଗୀ ଚିହ୍ନଟ ପରେ ଅକ୍ରାନ୍ତଙ୍କ ପଞ୍ଚାୟତ ସିଲ୍ କଲା ପ୍ରଶାସନ

କେସିଙ୍ଗା, ୫।୪(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖମାର ହଳଦୀ ଗ୍ରାମ ପଞ୍ଚାୟତ ଅଞ୍ଚଳର ଜଣେ ୨୯ ବର୍ଷୀୟ ଯୁବକ କରୋନା ରୋଗରେ ଆକ୍ରାନ୍ତ ହୋଇଛନ୍ତ। ଏହି ଯୁବକ ଜଣକ ବାହାରିନଠାରେ ଏକ କମ୍ପାନୀରେ ଇଲେକ୍ଟିକ ଫିଟର ଭାବରେ କାମ କରୁଥିଲେ।…

ଜଙ୍ଗଲରେ ରହୁଥିବା ଅସହାୟ ବୃଦ୍ଧ ଦମ୍ପତ୍ତିଙ୍କ ଉପରେ ବ୍ଲକ ପ୍ରଶାସନର ଦୃଷ୍ଟି ପଡ଼ିଲା

କୋକସରା-୫।୪ (ଡି.ଏନ.ଏ.) : କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ଖଲିଗଡ ଗ୍ରାମର ଦମ୍ପତ୍ତି ଘେନୁ ମାଝୀ (୬୨) ଓ ମଙ୍ଗଳ ଦେଇ (୬୦) ଦୀର୍ଘ ୧୦ ବର୍ଷ ହେବ ସାହାଜଖୋଲ ଜଙ୍ଗଲ ଗୁଡହାଣ୍ଡି ଡୋକରୀ ଚଞ୍ଚରାରେ ଏକ କୁଡିଆ…

ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ: କଳାହାଣ୍ଡିରେ ପ୍ରଥମ କରୋନା ପଜିଟିଭ

ଭୁବନେଶ୍ୱର, ୪।୩(ବ୍ୟୁରୋ): ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କଳାହାଣ୍ଡି ଜିଲ୍ଲାର ୨୯ବର୍ଷୀୟ ଯୁବକ କରୋନା ଭୁତାଣୁରେ ସଂକ୍ରମିତ ହୋଇଛନ୍ତି। ସେ ବହାରିନରୁ ଫେରିଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତଙ୍କ ସଂସ୍ପର୍ଶରେ କିଏ ଆସିଛନ୍ତି, ତାଙ୍କୁ ବର୍ତ୍ତମାନ ଟ୍ରେସ କରାଯାଉଛି।…

ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ

ଭବାନୀପାଟଣା/କୋକସରା-୪ । ୪, (ଡି.ଏନ.ଏ.) : ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ରାଜ୍ୟର ହିତାଧିକାରୀମାନଙ୍କୁ ଓଡ଼ିଶା ସରକାର ଆଗୁଆ ୩ ମାସର ରାସନ ସାମଗ୍ରୀ ସହ ପ୍ରତି ହିତାଧିକାରୀଙ୍କ ପରିବାରକୁ ୧ ହଜାର ଟଙ୍କା ଦେବା ପାଇଁ ଘୋଷଣା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?