କଳାହାଣ୍ଡି

ବୁଢ଼ୀ ମା’ର ଉପରେ ଦିବ୍ୟାଙ୍ଗ ଝି’ର ବୋଝ୍‌: ବଁଚ୍‌ବାର ରାହା ସାଜିଛେ ମୁଢ଼ି ପସରା

ପର୍ଲା, ୯।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ବୁରୁଧ୍‌ ବିଧବା ଲୋଚନୀ ନାଏକ(୮୦)। ବଏସର ଶେଷ ମୁଡ଼ସାକେ ପୁହୁଁଚିଲେନ। ଗୋଡ଼ହାତ ଥରି ଯାଉଛେ। ଆଏଁଖ୍‌କେ ଭଲଭାବେ ଦିଶ୍‌ବାର ନାଇଁ। ହେଲେ ସଖାଲ ପାଏଲେ ଲୋଚନୀକୁଁ…

ଲୋକ ସଂସ୍କୃତି ଓ ବିଶ୍ୱାସର ପ୍ରତୀକ ପର୍ବ ‘ହୋଲିପୁଡ଼ା’

ଭବାନୀପାଟଣା,୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ପାଳିତ ବିଭିନ୍ନ ପର୍ବପର୍ବାଣି ମଧ୍ୟରୁ ରଙ୍ଗର ପର୍ବ ହୋଲିର ଅବ୍ୟବହିତ ପୂର୍ବରୁ ପାଳିତ ହେଉଥିବା ‘ହୋଲିପୁଡ଼ା’ ପର୍ବ ନିଆରା ଓ ଅନନ୍ୟ। କଳାହାଣ୍ଡି ଜିଲାର ଭବାନୀପାଟଣା ସହର ସମେତ ଗ୍ରାମାଞ୍ଚଳରେ ଏହି ହୋଲିପୁଡା ପର୍ବ ଭିନ୍ନ ରୀତି…

ରାଜ୍ୟ ସଭା ପ୍ରାର୍ଥୀ ଭବାନୀପାଟଣାର ସୁଜିତ୍‌ କୁମାର: ଜିଲାରେ ଖୁସିର ଲହରି

ଭବାନୀପାଟଣା,୮।୩(ଡି.ଏନ୍‌.ଏ.): ରାଜ୍ୟ ବିଜେଡି ପକ୍ଷରୁ ଘୋଷିତ ପ୍ରାର୍ଥୀ ତାଲିକାରେ କଳାହାଣ୍ଡି ଜିଲାର ଭବାନୀପାଟଣା ନିବାସୀ ସୁଜିତ୍‌ କୁମାରଙ୍କ ନାମ ପ୍ରକାଶ ପାଇବା ପରେ ସହର ସମେତ ସମଗ୍ର ଜିଲାରେ ଖୁସିର ଲହରି ଖେଳିଖଯାଇଛି। ଏନେଇ ସୁଜିତ୍‌ କୁମାରଙ୍କୁ ଓ ତାଙ୍କ ପରିବାରଙ୍କ…

ଚାକିରି କରାଇଦେବା ନାଁରେ ଠକେଇ ମାମଲା: ଫେରାର୍‌ ଲାଇନ୍‌ମ୍ୟାନ ଗିରଫ

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବ ବିଦ୍ୟୁତ୍‌ ଖଣ୍ଡର ଲାଇନମ୍ୟାନ୍‌-ସି. ଜ୍ୟୋତିରଞ୍ଜନ ସାମଲଙ୍କୁ ପୋଲିସ ଗିରଫ କରିଛି । ଲାଇନମ୍ୟାନ୍‌ ସାମଲ ୨୦୧୭ ରେ ଭବାନୀପାଟଣାସ୍ଥିତ ବଡପଡାର ମଦନ କୁମାରଙ୍କଠାରୁ…

ମାଗଣା ଜମି ପଟ୍ଟା ବଣ୍ଟନ ଗୁଜବ, ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଭିଡ଼

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଗଣା ଜମି ପଟ୍ଟା ପ୍ରଦାନ କରାଯାଉଛି। ଏହି ଖବର ଶୁଣି ଜିଲାର ବିଭିନ୍ନ ବ୍ଲକରୁ ସବୁଜ ପତ୍ରିକାଧାରୀ ମହିଳା ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏତେ ସଂଖ୍ୟକ ମହିଳାଙ୍କୁ ଦେଖି ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା…

ଭିଜିଲାନ୍ସ ପରେ ଏବେ ଇଡି ସ୍କାନରରେ ଅନାମ

ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରଥମେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ଏବେ ଇଡି ସ୍କାନର୍‌ରେ। ଗତ ଜାନୁୟାରୀ ୨୩ରେ ଗିରଫ ହୋଇ ଫେବୃୟାରୀ ୨୬ରେ ସେ ଜାମିନ ପାଇଥିଲେ। ଏବେ ଯେକୌଣସି ମୁହୂର୍ତ୍ତରେ ତାଙ୍କୁ…

ବ୍ଲକସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ

କେସିଙ୍ଗା, ୫।୩(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଚେୟାରମ୍ୟାନ ସୁକାନ୍ତି ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ଅତିଥିମାନେ ଯୋଗଦେଇ ବିଜୁବାବୁଙ୍କ କାର୍ଯ୍ୟଦକ୍ଷତା, ଲକ୍ଷ୍ୟ ଓ ଉଦ୍ଦେଶ୍ୟ, ପଞ୍ଚାୟତିରାଜର ମୂଳ ଉଦ୍ଦେଶ୍ୟ,…

ଖାଏଦ୍‌ ସୁରକ୍ଷା, ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଭାଇବହେନ

ପର୍ଲା, ୫।୩ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ଦିବ୍ୟାଙ୍ଗମାନକର ଲାଗି ମାଲମାଲ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍‌କାରୀ, କରମ୍‌ଚାରୀକଁର ଅନ୍‌ଦେଖା ଲାଗି ହକ୍‌ଦାର ହିତାଧିକାରୀ ନିଜର ହକ୍‌ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌…

କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଡ. ନୃପରାଜ ସାହୁ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ବରିଷ୍ଠ ଓଏଏସ୍‌ ଅଧିକାରୀ ଡ. ନୃପରାଜ ସାହୁଙ୍କୁ ରାଜ୍ୟ ସରକାର କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି। କୋରାପୁଟଠାରେ ଥିବା କେବିକେ ପ୍ରଶାସକଙ୍କ କାର୍ଯ୍ୟାଳୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ପୂର୍ବରୁ ଭୁବନେଶ୍ୱରଠାରେ ରାଜ୍ୟ…

ଛତିଶଗଡ଼, ଓଡ଼ିଶା ସୀମାନ୍ତରେ ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଜାତୀୟ ନିରାପତ୍ତା ପରାର୍ମଶଦାତା କେ. ବିଜୟ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତିଶଗଡ଼ ଏବଂ ଓଡ଼ିଶାର ସୀମାନ୍ତରେ ସୁରକ୍ଷାକୁ ନେଇ ଏହି ବୈଠକ ହୋଇଥିବା ସୂଚନା ମିଳିଛି। ତେବେ ଏହିଥିରେ…

ପାଏନ୍‌ ଲାଗି ଦହଗଁଜ୍‌ ୩୪ ପଁଚେତ୍‌ର ୧ ଲାଖ୍‌ ଲୋକ୍‌

ଭବାନୀପାଟଣା, ୪।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ମଦନପୁର ରାମପୁର, ଲାଞ୍ଜିଗଡ଼ ଆର ଥୁଆମୂଳ ରାମପୁର ବ୍ଲକର ଅତଡ଼ିଆ ଅଂଚଲମାନକେ ଥିବାର ଗଁାଗଁଡ଼ାର ଲୋକ୍‌ ଏଭ୍‌ଠାନୁ ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ହେଲେନ। ଆଗ୍‌କେ ଖରାଦିନ ମାଡ଼ି ଆସୁଛେ। ପରଶାସନ ଏଭ୍‌ଠାନୁ ସମସିଆର…

୪ ମହଲା ଉପରୁ ଖସି ଶ୍ରମିକଙ୍କ ଜୀବନଗଲା

କୋକସରା,୨୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମର ହେମରାଜ ଦୁର୍ଗା (୨୬)ଙ୍କ ଶନିବାର ହାଇଦ୍ରାବାଦଠାରେ ସେଣ୍ଟ୍ରିଙ୍ଗ କାମ କରୁଥିବା ବେଳେ ୪ ମହଲା ଉପରୁ ଖସିପଡ଼ି ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ରୋଜଗାର କ୍ଷମ ପୁଅର ମୃତ୍ୟୁ ଖବର ଶୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?